Latest Odisha News

BREAKING NEWS

Browsing Category

ଓଡିଶା

Odisha

ମମିତା ହତ୍ୟାର ଚାଲିଛି ଖିଅ ଖୋଜା, କ୍ରାଇମ ସ୍ପଟରେ ପୋଲିସର ତନାଘନା

କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ ପୋଲିସର ଛାନବିନ୍ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଘନ ଘନ ଜେରା କରୁଛି ପୋଲିସ । ଘଟଣାରେ ଆଉ କାହାର ରହିଛି କି ସଂପୃକ୍ତି ? ହତ୍ୟାକାଣ୍ଡ ପଛରେ ଆଉ କେଉଁମାନେ ସାମିଲ ଅଛନ୍ତି ? ସେନେଇ ମାରାଥନ ଜେରା କରୁଛି ପୋଲିସ । ଅନ୍ୟପଟେ…

ମମିତା ମେହେର ମୃତ୍ୟୁ ଘଟଣା : କଟକରେ ଆନ୍ଦୋଳନକୁ ଓହ୍ଲାଇଲା ମହିଳା କଂଗ୍ରେସ

କଟକ: ବହୁ ଚର୍ଚ୍ଚିତ ମମିତା ମେହେର ମୃତ୍ୟୁ ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲା ମହିଳା କଂଗ୍ରେସ । ଏହି ଘଟଣାକୁ ନେଇ ଦିନକୁ ଦିନ ବିବାଦ ବଢ଼ିବାରେ ଲାଗିଛି । ଏନେଇ କଟକରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଉଭୟ ମହିଳା ଓ ଯୁବ କଂଗ୍ରେସ। ନଗର ମହିଳା କଂଗ୍ରେସର କର୍ମୀମାନେ ଡିଜିପିଙ୍କ କାର୍ଯ୍ୟାଳୟ…

ଜାପାନରେ ଭୂମିକମ୍ପ , ନାହିଁ ସୁନାମୀ ସତର୍କତା

ତୋଚିଗୀ : ଜାପାନ ତୋଚିଗୀରେ ଭୂମିକମ୍ପ । ରିକ୍ଟର ସ୍କେଲରେ କମ୍ପନର ତୀବ୍ରତା ୫.୮ ଥିବା କୁହାଯାଇଛି ।  ଅପରାହ୍ନରେ ଭୂମିକମ୍ପ ଅନୁଭୂତ ହୋଇଥିଲା । କମ୍ପନ ଯୋଗୁ ଲୋକେ ଉଚ୍ଚ ଅଟ୍ଟାଳିକା ମାନଙ୍କରୁ ଓହ୍ଲାଇ ଆସିଛନ୍ତି । କମ୍ପନର ଉତ୍ପତି ୩୨.୧ ଡିଗ୍ରି ଉତ୍ତର ଅକ୍ଷାଂଶ ଓ ୧୩୮.୫ ଡିଗ୍ରି…

ମମିତା ହତ୍ୟା ମାମଲା: ସେକ୍ସ ରାକେଟ୍ ନେଇ ମୁହଁ ଖୋଲିଲେ କଲେଜ ଛାତ୍ର

ବଲାଙ୍ଗୀର: ମମିତା ମେହେରଙ୍କ ହତ୍ୟା ମାମଲାରେ ଗୋବିନ୍ଦ ସାହୁଙ୍କୁ ଜେରା କରୁଥିବାବେଳେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏବେ ମୁହଁ ଖୋଲିଛନ୍ତି କଲେଜର ଛାତ୍ରମାନେ। ଗୋବିନ୍ଦ ସାହୁ କଲେଜରେ ଏକ ସେକ୍ସ ରାକେଟ୍ ଚାଲିଥିବା କଲେଜର ଛାତ୍ରମାନେ ପ୍ରକାଶ କରିଛନ୍ତି। ଏକ ପ୍ରମୁଖ…

ବଢ଼ିଚାଲିଛି ଧଳା ଜହର ବେପାର, ଜବତ ହେଲା ୧ କେଜିରୁ ଅଧିକ ବ୍ରାଉନସୁଗର

ଟାଙ୍ଗୀ: ରାଜ୍ୟରେ ବଢ଼ି ଚାଲିଛି ବ୍ରାଉନସୁଗର ବେପାର । ବ୍ରାଉନସୁଗର ବେପାରୀଙ୍କ ଉପରେ ପୁଣି ଥରେ ଛାପା ମାରିଛି ସ୍ପେଶାଲ ଟାସ୍କଫୋର୍ସ । ୧୬ ନମ୍ବର ଜାତୀୟ ରାଜପଥ ନିକଟ ଟାଙ୍ଗି ଛକ ଠାରେ ମାଫିଆକୁ ଗିରଫ କରିବା ସହ ୧ କେଜି ୪୩ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି । ଗିରଫ ଅଭିଯୁକ୍ତ ସଫିକୁଲ…

ମମିତା ମେହେର ହତ୍ୟାକାଣ୍ଡ : IIC ନିଲମ୍ବିତ

କଳାହାଣ୍ଡି: ମମିତା ମେହେର ହତ୍ୟାକାଣ୍ଡ ମାମଲାରେ IIC ନିଲମ୍ବିତ ।  କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ନିଜ ଦାୟିତ୍ଵରେ ଅବହେଳା ପାଇଁ ଥାନା…

ମମିତା ହତ୍ୟା ମାମଲା:ସହଯୋଗୀ ରାଧେଶ୍ୟାମ ଗିରଫ, ୨ଜଣ ରାଜ ସାକ୍ଷୀ

ବଲାଙ୍ଗୀର: ମହିଳା ଶିକ୍ଷକ ମମିତା ମେହେର ହତ୍ୟା ମାମଲା। ବଲାଙ୍ଗିର ପୋଲିସ୍ ଗୁରୁବାର ଦିନ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହଯୋଗୀ ରାଧେଶ୍ୟାମ ଚାନ୍ଦିଙ୍କୁ ଗିରଫ କରିଛି। ତାଙ୍କୁ ଗିରଫ କରି ବାଙ୍ଗୁମୁଣ୍ଡା ଏସଡ଼ିଜେଏମ କୋର୍ଟରେ ହାଜର କରିଛି। ଜୁଡ଼ିସିଆଲ ମାଜିଷ୍ଟ୍ରେଟ୍ ପ୍ରଥମ ଶ୍ରେଣୀ…

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର

ଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀ  ଓ ପେନସନ ଭୋଗୀଙ୍କ ପାଇଁ ଖୁସି ଖବର । ଦୀପାବଳି ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ ଭେଟି ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନସନ ଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର । ଏନେଇ କେନ୍ଦ୍ରୀୟ…

ଇବ୍ ନଦୀ ନିକଟରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ଝାରସୁଗୁଡ଼ା: ଇବ୍ ନଦୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର। ମୃତ ଯୁବକ ଜଣକ ହେଲେ ପଙ୍କଜ କୁମାର। ସେ ଝାଡ଼ଖଣ୍ଡ ଅଞ୍ଚଳରୁ ଆସି ବ୍ରଜରାଜନଗରରେ ରହୁଥିଲେ। ସୂଚନା ଅନୁଯାୟୀ, ସକାଳୁ ଇବ୍ ନଦୀ ନିକଟରେ ଜଣଙ୍କର ମୃତଦେହ ପଡ଼ିଥିବା ପୋଲିସ ପାଖରେ ଖବର ପହଞ୍ଚିଥିଲା। ଇବ୍ ନଦୀ ପୋଲର ବାମପଟେ ଜଣଙ୍କ…

ହାଇକୋର୍ଟ ଗଲା ମମିତା ହତ୍ୟା ମାମଲା ,ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ସହ ସିବିଆଇ ତଦନ୍ତ ଦାବି

କଟକ:ଓଡ଼ିଶା ହାଇକୋର୍ଟରେ ପହଁଚିଲା ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା। ଘଟଣାରେ ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ମାମଲା ରୁଜୁ କଲା ଭାରତୀୟ ବିକାଶ ପରିଷଦ। ସିବିଆଇ କିମ୍ବା ଅନ୍ୟ କୌଣସି ସ୍ୱାଧିନ ତଦନ୍ତ କାରୀ ସଂସ୍ଥା ଦ୍ୱାରା ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ…