Latest Odisha News

BREAKING NEWS

Browsing Category

ଓଡିଶା

Odisha

ମମିତା ନିଖୋଜ ଘଟଣା: ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା: ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ…

କାଠଯୋଡ଼ି ପୋଲ ଉପରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । କାଠଯୋଡ଼ି ବ୍ରିଜ୍ ଉପରୁ ନଦୀ ଭିତରକୁ ଡେଇଁଲେ ଜଣେ ଯୁବକ । ଭୁବନେଶ୍ୱର-କଟକ ରାସ୍ତାରେ ସ୍କୁଟି ରଖି ମହିଳା ନଦୀ ଉତରକୁ ଡେଇଁଛନ୍ତି । ଯୁବକ ଜଣକ ଖାରବେଳ ନଗର ୟୁନିଟ୍‌-୩ ଅଞ୍ଚଳରେ । ତାଙ୍କ ନାଁ ସପନ କୁମାର ବେହେରା ଓ ବୟସ ୨୯…

ଦାଦାବଟି ପାଇଁ ଗୁଳିମାଡ଼: ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଗୁଳି ଖାଇଲେ ସ୍ତ୍ରୀ

ପୁରୀ: ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼ । ପୁରୀରେ ଫୁଟିଲା ଗୁଳି । ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍, ଜାଣନ୍ତୁ କେଉଁଠି କେତେ ?

ନୂଆଦିଲ୍ଲୀ: ଦୁଇ ଦିନ ସ୍ଥିର ରହିବା ପରେ ଦେଶରେ ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଆଜି ପେଟ୍ରୋଲ ଓ ଡିଜେଲ୍ ଲିଟର ପିଛା ଦାମ୍ ୩୫ ପଇସା ଲେଖାଏ ବଢ଼ିଛି । ଫଳରେ ସର୍ବୋଚ୍ଚ ସ୍ତର ଛୁଇଁଛି ତୈଳ ଦର । ବର୍ଦ୍ଧିତ ଦର ପରେ ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦାମ୍ ୧୦୬ ଟଙ୍କା ୧୯ ପଇସା…

ଖୋଲିବ ମମିତା ନିଖୋଜ ମିଷ୍ଟ୍ରି: ଗୋବିନ୍ଦକୁ ରାତି ସାରା ଜେରା

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ରହସ୍ୟ ଉପରୁ ଖୁବଶୀଘ୍ର ହଟିପାରେ ପରଦା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର ମୁହଁରୁ ସତ ବାହାର କରିଛି ବଲାଙ୍ଗିର ପୋଲିସ । ଗତକାଲି ଗିରଫ ପରେ ଗୋବିନ୍ଦକୁ ସାରା ରାତି ବଲାଙ୍ଗିର ଏସପିଙ୍କ…

କାମାକ୍ଷାନଗର ମକୁଆକାଟେଣୀରେ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ କାମାକ୍ଷାନଗର ମକୁଆକାଟେଣୀରେ ଦୁର୍ଘଟଣା । ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ କାମାକ୍ଷାନଗର ଥାନା ସାରୁଆଳି ଗ୍ରାମର ଗୁରୁଚରଣ ବିଶ୍ବାଳ । ସେହିପରି ଗୁରୁତର ହେଲେ…

ଗଡ଼ିଲା ‘ଆମ ସୁନ୍ଦରଗଡ଼’ ସଚେତନତା ରଥ

ସୁନ୍ଦରଗଡ : ସୁନ୍ଦରଗଡ଼ ଜିଲ୍ଲାର ଲୋକଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଓ ସଚେତନ କରିବା ପାଇଁ ଗଡ଼ିଲା ‘ଆମ ସୁନ୍ଦରଗଡ଼’ ସଚେତନତା ରଥ । ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ସମସ୍ତ…

ଆସନ୍ତାକାଲି ଗୋପାଳପୁରରେ ପହଞ୍ଚିବ ସ୍ବର୍ଣ୍ଣିମ ବିଜୟ ମଶାଲ

ଭୁବନେଶ୍ବର : ୧୯୭୧ ଯୁଦ୍ଧରେ ପାକିସ୍ତାନ ସେନା ବିପକ୍ଷରେ ଭାରତୀୟ ସେନାର ଐତିହାସିକ ବିଜୟକୁ ୫୦ ବର୍ଷ ପୂରଣ ହୋଇଛି । ଏହି ଉପଲକ୍ଷେ ଦେଶବ୍ୟାପୀ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳନ କରାଯାଉଛି । ଭାରତୀୟ ସେନାର ବୀର ଯବାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ସାରା ଦେଶରେ ‘ବିଜୟ ମଶାଲ’ ପରିକ୍ରମା…

ମମିତା ମୃତ୍ୟୁ ମାମଲା : କାଲି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା ଦେଲା ବିଜେପି

କଳହାଣ୍ଡି : ସନସାଇନ୍ ଅଧ୍ୟକ୍ଷା ମମିତା ମେହେରଙ୍କ ନିଖୋଜ ମାମଲାରl ଗିରଫ ହୋଇଛି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ । ବଙ୍ଗୋମୁଣ୍ଡା ବ୍ଲକ୍ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରୁ ଗୋବିନ୍ଦକୁ ଗିରଫ କରିଛି ପୋଲିସ । ଏହି ଘଟଣାରେ ଆସନ୍ତାକାଲି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ…

ଦୁଇଟି ଷ୍ଟେସନରେ ସଂଶୋଧିତ ସମୟରେ ଚଳାଚଳ କରିବ ପ୍ରଶାନ୍ତି ସ୍ପେଶାଲ୍

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ପାଇଁ ରେଳବାଇର ଆଉ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବାଙ୍ଗାଲୋର ପୂର୍ବ ଓ ବାଙ୍ଗାଲୋର କ୍ୟାଣ୍ଟ ଷ୍ଟେସନରେ ପ୍ରଶାନ୍ତି ସ୍ପେଶାଲ ଟ୍ରେନର ସମୟକୁ ସଂଶୋଧନ କରାଯାଇଛି । ଏହାସହ ଅସ୍ଥାୟୀ ଭାବରେ କୃଷ୍ଣରାଜପୁରମ୍ ଷ୍ଟେସନରେ ହାଓ୍ବାଡ଼ା-ଯଶୋବନ୍ତପୁର…