Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜାମରେ ବଢ଼ିଛି କୃଷ୍ଣସାର ମୃଗ ସଂଖ୍ୟା

ବ୍ରହ୍ମପୁର: ବନ୍ୟପ୍ରାଣୀ ପ୍ରେମୀଙ୍କ ପାଇଁ ଖୁସି ଖବର। ଗତ ଏକ ବର୍ଷ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କୃଷ୍ଣସାର ମୃଗଙ୍କ ସଂଖ୍ୟା ୪୯୮ ବୃଦ୍ଧି ପାଇଛି। ଜଙ୍ଗଲ ବିଭାଗ ଦ୍ୱାରା ଜାନୁଆରୀ ୨୯ ତାରିଖରେ କରାଯାଇଥିବା ଗଣନା ଅନୁଯାୟୀ, ଜିଲ୍ଲାରେ ମୋଟ କୃଷ୍ଣସାର ମୃଗଙ୍କ ସଂଖ୍ୟା ୯,୨୮୭ ଥିଲା ବୋଲି…

Naxalite Surrender: କ୍ୟାଡର ମାଓବାଦୀର ଆତ୍ମସମର୍ପଣ, ମୁଣ୍ଡ ଉପରେ ଥିଲା ୨୧ ଲକ୍ଷର ପୁରସ୍କାର

ମାଲକାନଗିରି: କ୍ୟାଡର ମାଓବାଦୀ ସୁକରାମର ଆତ୍ମସମର୍ପଣ। SLR ଓ ବିପୁଳ ମାଓ ସାମଗ୍ରୀ ସହ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ। ଏରିଆ କମିଟି ମେମ୍ବର ସୁକରାମ ମୁଣ୍ଡ ଉପରେ ଥିଲା ୨୧ ଲକ୍ଷର ପୁରସ୍କାର। ଓଡ଼ିଶା, ଛତିଶଗଡ଼ରେ ବିଭିନ୍ନ ହିଂସାକାଣ୍ଡରେ ସାମିଲ ଥିଲା ସୁକରାମ। ପଟେ ଆତ୍ମସମର୍ପଣ…

ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ରାଜ୍ୟର ଚିଠି

ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ରାଜ୍ୟର ଚିଠି । କାର୍ଯ୍ୟକାଳ ବଢାଇଲେ ଚିଠି ଲେଖିଲେ ରାଜ୍ୟ ସରକାର। ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର। ରାଜସ୍ୱ ମନ୍ତ୍ରୀ ସୁରେଶ…

+2 Exams: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା, ପ୍ରକାଶ ପାଇଲା ସ୍ବତନ୍ତ୍ର ନିୟମାବଳୀ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ୨ ନିୟମାବଳୀ । ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ହେଲେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମେତ ଅନ୍ୟ ବୈଦ୍ୟୁତିକ ସରଞ୍ଜାମ ମନା । କେବଳ ପରୀକ୍ଷାର୍ଥୀ ଆଡମିଟ୍‌ କାର୍ଡ ଦେଖାଇ…

କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଗଣିଆ-କଣ୍ଟିଲୋ ରାସ୍ତା ଅବରୋଧ

ନୟାଗଡ଼: କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପ୍ରତିବାଦରେ ରାସ୍ତାରୋକ । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡା ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ। ବହୁ ଖୋଜାଖୋଜି ପରେ କୌଣସି ପତ୍ତା…

Principal Suspended: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା; ନିଲମ୍ବନ ହେଲେ ପ୍ରିନ୍ସିପାଲ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗ ଜବାହାର ନବୋଦୟ ବିଦ୍ୟାଳୟ କ୍ୟାମ୍ପସରେ ଜଣ୍ଡିସ୍ ବ୍ୟାପିବା ଘଟଣା । ପ୍ରିନ୍ସିପାଲ କବିତା କରଙ୍କୁ ନିଲମ୍ବିତ କରାଯାଇଛି । ତାଙ୍କ ସ୍ଥାନରେ ଭାଇସ୍‌ ପ୍ରିନ୍ସିପାଲ୍ ନୃସିଂହ ଚରଣ ଚକ୍ରଙ୍କୁ ଭାରପ୍ରାପ୍ତ ପ୍ରିନ୍ୟପାଲ୍ ଦାୟିତ୍ବ ଭାର ଦିଆଯାଇଛି ।…

BJD: ପଞ୍ଚାୟତ ଓ ପୌର ନିର୍ବାଚନ: ୪ ଜିଲ୍ଲାର ଦାୟିତ୍ବରେ ରହିବେ ବିଜେଡିର ଏହି ନେତା…

ଭୁବନେଶ୍ୱର: ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ୪ ସାଙ୍ଗଠନିକ ଜିଲ୍ଲାରେ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବ୍ୟୋମକେଶ ରାୟଙ୍କୁ ଭଦ୍ରକ ଜିଲ୍ଲା ସଭାପତି ଦାୟିତ୍ୱ ମିଳିଛି । ପୂର୍ବରୁ ଜଗନ୍ନାଥ ସ୍ବାଇଁ ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ…

Weather Update: ଆହୁରି ୫ ଦିନ କଲବଲ କରିବ କୁହୁଡି, ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ହାଡ ଭଙ୍ଗା ଶୀତରୁ କିଛି ମାତ୍ରାରେ ରକ୍ଷାପାଇଛନ୍ତି ଲୋକେ । ହେଲେ ଘନ କୁହୁଡି କଲବଲ କରୁଛି ରାଜ୍ୟବାସୀଙ୍କୁ । ସକାଳ ୧୦ ଯାଏଁ ରାସ୍ତା ଘାଟରେ ଯାତାୟତ କରିବା ମୁସ୍କିଲ ହୋଇପଡିଛି । ତେବେ ଏଭଳି ସ୍ଥିତି ଆହୁରି ୫ ଦିନ ଲାଗି ରହିବ । ଏନେଇ ସୂଚନା ଦେଇଛି…

Matriculation Examination: ଆସନ୍ତା ୧୯ରୁ ମାଟ୍ରିକ୍‌ ପରୀକ୍ଷା: ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବାକୁ ନିଆଗଲା ଏହି…

ଭୁବନେଶ୍ବର: ଆସନ୍ତା ୧୯ତାରିଖରୁ ଆରମ୍ଭ ହେବାକୁ ଯାଉଛି ଦଶମ ଶ୍ରେଣୀ ପରୀକ୍ଷା । ଏହା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ମାଟ୍ରିକ୍‌ ପରୀକ୍ଷା ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା(ଓପନ ସ୍କୁଲ) ମଧ୍ୟ ସମାନ ଦିନରେ ହେବ । ରାଜ୍ୟର ୩୦୮୨ ଟି ପରୀକ୍ଷା…

ଫେବୃଆରୀ ୮ରେ ସୁଧା ସର୍ଜ୍ଜନା ମହାମହୋତ୍ସବ

ଭୁବନେଶ୍ୱର: ୩ା୨-ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୮ତମ ଜନ୍ମ ମହୋତ୍ସବ ତତ୍‌ସହ ସତ୍‌ସଙ୍ଗ ବିହାରସ୍ଥିତ ଶ୍ରୀମନ୍ଦିରର ପ୍ରତିଷ୍ଠା ବାର୍ଷିକୀ ଅବସରରେ ‘ସୁଧା ସର୍ଜ୍ଜନା ମହାମହୋତ୍ସବ’ ଆସନ୍ତା ରବିବାର(ଫେବୃୟାରୀ-୮, ୨୦୨୬) ଭୁବନେଶ୍ୱର ବାଲିଯାତ୍ରା ପଡ଼ିଆ(ବରିମୁଣ୍ଡ…