Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ୨୩ ଘଣ୍ଟା ରେଡ୍, ସମ୍ପର୍କୀୟଙ୍କ ଘରୁ ମିଳିଲା ୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ପଞ୍ଝା ମାରିଛି ଭିଜିଲାନ୍ସ । ତଦନ୍ତ ଆରମ୍ଭ ହୋଇଥିବା ବେଳେ ପ୍ରମାଣ ଖୋଜା ଚାଲିଛି । ଗତକାଲି ତାଙ୍କ ଘରେ ୨୩ ଘଣ୍ଟା ଧରି ରେଡ୍ ଚାଲିଥିଲା । ସମ୍ପର୍କୀୟ ଓ ସହଯୋଗୀଙ୍କ ଘର ସମେତ ୧୫ଟି…

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ବିପଦ ସଂକେତ ଟପିଲା ଜଳକା ନଦୀର ଜଳସ୍ତର । ବାଲେଶ୍ୱର ଜିଲ୍ଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ବିପଦ ସଂକେତ ଟପିଛି । ମଥାନୀଠାରେ ଏବେ ୬.୦୨ ମିଟର ଜଳସ୍ତର ରହିଛି । ଏଠାରେ ଜଳକାର ବିପଦ ସଙ୍କେତ ସ୍ତର ରହିଛି ୫.୫୦ ମିଟର । ବସ୍ତା ଓ ବାଲେଶ୍ୱର ସଦର…

ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ବଲାଙ୍ଗିର : ବଲାଙ୍ଗିର ପୋଲିସକୁ ସଫଳତା । ରାସ୍ତା ଲିଟିଲ ଫ୍ଲାୱାର ସ୍କୁଲ ନିକଟରୁ ବାଇକ ସହ ଏକ ବସ୍ତାରେ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ବଲାଙ୍ଗିର ପୋଲିସ । ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୋଗରେ ପୋଲିସ ଜଣେ ମାଫିଆକୁ ଗିରଫ କରିଛି । ଦୀର୍ଘ ଦିନରୁ ବଲାଙ୍ଗୀର ଧୁମଭାଟାର…

ରେଭେନ୍ସା ପୂର୍ବ ଛାତ୍ରାବାସ ଶତବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର : ଆସନ୍ତା ଡିସେମ୍ବର ୨୪ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଐତିହ୍ୟ ସମ୍ପନ୍ନ ପୂର୍ବ ଛାତ୍ରାବାସର ଶତବାର୍ଷିକୀ । ଏଥିପାଇଁ ଅନୁଷ୍ଠିତ ହୋଇଛି ପ୍ରାକ୍ ପ୍ରସ୍ତୁତି ବୈଠକ । ଭୁବନେଶ୍ବର ଉପକଣ୍ଠ ଆସୋଟେକ୍ ପ୍ରାଇଡ ସଭାଗୃହରେ ଅନୁଷ୍ଠିତ ବୈଠକରେ ଶତବାର୍ଷିକୀ ପାଳନ ନେଇ…

ରାୟଗଡ଼ା ଝୁଲା ପୋଲରେ ଅଘଟଣ, ନାଗାବଳୀ ନଦୀରେ ବୁଡ଼ି ବାପା ଓ ପୁଅ ନିଖୋଜ

ରାୟଗଡା : ରାୟଗଡା ନାଗାବଳୀ ନଦୀ ଝୁଲାପୋଲ ଓ ହାତୀପଥର ନିକଟରେ ଅଘଟଣ । ମା’ ମଝିଘରିଆଣିଙ୍କ ଦର୍ଶନ ସାରି ଫେରୁଥିବା ବେଳେ ନଦୀରେ ଭାସିଯାଇ ନିଖୋଜ ଅଛନ୍ତି ବାପା-ପୁଅ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଛି । ହେଲେ ସଂଧ୍ୟା ହୋଇଯିବାରୁ ଉଦ୍ଧାରକାର୍ଯ୍ୟକୁ…

ଜଗତପୁରରେ ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ, ଲକ୍ଷାଧିକ ମୂଲ୍ୟର ସମ୍ପତ୍ତି ପୋଡ଼ି ପାଉଁଶ

କଟକ : ଜଗତପୁରରେ ଥିବା ଏକ ଧୂପକାଠି କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଅଗରବତୀ ଓ କଞ୍ଚାମାଲ ପୋଡି ଜଳି ପାଉଁଶ ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛି । ଏସ୍.ଏସ୍ ଏଣ୍ଟରପ୍ରାଇଜର୍ସ ନାମକ କାରଖାନାରେ…

ପାରିବାରିକ କଳହର କରୁଣ ପରିଣତି, ବୋହୂକୁ ପଥରରେ ଛେଚି ହତ୍ୟାକଲା ଶାଶୂ

ଯାଜପୁର : ପାରିବାରିକ କଳହର କରୁଣ ପରିଣତି । ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୂ । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ହରିଚନ୍ଦନପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଗାଁର ତରୁ ଦାସଙ୍କ ପତ୍ନୀ ଶାନ୍ତିଲତା ଦାସ । ଘଟଣାରେ ଶାଶୂକୁ ଗିରଫ କରିଛି ବଡ଼ଚଣା ପୋଲିସ । ସୂଚନା…

ସାନିଟାଇଜ ହେଲା ଶ୍ରୀମନ୍ଦିର

ପୁରୀ: ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ବନ୍ଦ ରହିଛି ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନର ନୂଆ ଗାଇଡ଼ଲାଇନ୍ ଅନୁସାରେ ପ୍ରତି ରବିବାର ଓ ବିଶେଷ ପର୍ବପର୍ବାଣୀ ଦିନମାନଙ୍କରେ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ଆସନ୍ତାକାଲି ପୁନର୍ବାର ଦର୍ଶନ ଆରମ୍ଭ ହେବା ପୂର୍ବରୁ ଆଜି ଶ୍ରୀମନ୍ଦିରର…

ଆଲୋଚନା ସଭା ଓ ପ୍ରବନ୍ଧ ଗଳ୍ପଗୁଚ୍ଛ ‘ଗଳ୍ପ ପାଖୁଡ଼ା’ ଲୋକାର୍ପଣ

ଜୟପୁର: ପ୍ରଜ୍ଞାଶ୍ରୀ ଶିକ୍ଷା ବିକାଶ ଏକାଡ଼େମୀ ଜୟପୁର ଆନୁକୂଲ୍ୟରେ ଏକ ଆଲୋଚନା ସଭା ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଶ୍ରୀଅରବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏକାଡ଼େମୀର ସଭାପତି ଶ୍ରୀନାଥ ମିଶ୍ର ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଦାଶରଥି ନନ୍ଦଙ୍କ କରକମଳରେ ଗାଳ୍ପିକ ଶ୍ରୀଭଗବାନ…

ମନୀଷ ଅନୁରାଗ ହତ୍ୟା ମାମଲା : ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ

ଭୁବନେଶ୍ବର : ମନୀଷ ଅନୁରାଗ ହତ୍ୟା ମାମଲାରେ ରିମାଣ୍ଡରେ ଯିବେ ହତ୍ୟା ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି କୋର୍ଟ । ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ଇନଫୋସିଟି ଥାନା…