Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ, ୩ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା

ଭୁବନେଶ୍ବର : ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡିଶାର ସମସ୍ତ ଜିଲ୍ଲାରେ ଲଗାଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସମେତ…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ତାଲିକାରେ ବ୍ରହ୍ମପୁର ସହର ତଥା ସହର ଉପକଣ୍ଠ ଅଞ୍ଚଳର ୧୦…

ରେଳଧାରଣା ହେଉଥିଲେ ପାରି, ଟ୍ରେନ୍ ଧକ୍କାରେ ଚାଲିଗଲା ଜୀବନ

ଅନୁଗୁଳ: ରେଳଧାରଣା ପାରହେଉଥିବା ସମୟରେ ଟ୍ରେନ୍ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଆଠମଲ୍ଲିକ-ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏହିଭଳି ଅଭାବନୀୟ ଘଟଣା। ମୃତକ ଦୁଇଜଣ ସମ୍ପର୍କରେ ଖୁଡ଼ି ପୁତୁରା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପାଇକସାହି ଅଞ୍ଚଳର ୩୫ବର୍ଷୀୟା…

ପାଣି ମୋଟର ଚୋରକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ଜଣେ ମୋଟର ଚୋରକୁ ଧରିବାରେ ସଫଳ ହୋଇଛି। ଗତ କିଛି ଦିନ ହେଲା ସୋନପୁର ସହର ସମେତ ଆଖପାଖ ଗାଁରୁ ଲୋକଙ୍କ ଘରୁ ପାଣି ମୋଟର ଚୋରୀ ହୋଇଥିବା ଅଭିଯୋଗ ସୋନପୁର ଥାନାରେ ହୋଇଥିଲା।ଏପରିକି ସହରର ଅତିରିକ୍ତ ତହସିଲଦାର ଘରେ ଅନୁପସ୍ଥିତ ଥିବାବେଳେ ତାଙ୍କ…

ପିହୁ ନିଖୋଜ ଘଟଣା: ତଦନ୍ତ ପ୍ରକ୍ରିୟା ନେଇ ଅସନ୍ତୋଷ ପ୍ରକାଶ କଲେ ମା’

ଯାଜପୁର: ପିହୁ ଶିଶୁ ନିଖୋଜ ଘଟଣା। ୧୪ମାସ ପରେବି ମିଳୁନି ପତ୍ତା। ଏବେବି ପିହୁର ମା’ ଝିଅର ଫେରିବା ବାଟକୁ ଚାହିଁ ବସିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ପିହୁର କୌଣସି ସନ୍ଧାନ ମିଳିନଥିବାବେଳେ ତଦନ୍ତ ପ୍ରକ୍ରିୟା ନେଇ ପିହୁର ମା’ ଅସନ୍ତୋଷ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ପଞ୍ଚାୟତର ସରପଞ୍ଚ ପଦବୀରେ ତଫସିଲଭୁକ୍ତ ଜନଜାତିଙ୍କ ସଂରକ୍ଷଣ ନେଇ ଦାବି

ଯାଜପୁର: ସରକାରଙ୍କ ଘୋଷଣାକୁ କାର୍ଯ୍ୟକାରୀ କରିବାକୁ ଦାବି କରାଯାଇଛି। ଯାଜପୁର ଜିଲ୍ଲା କୋରେଇ ବ୍ଲକ ଜହ୍ନା ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ମାତ୍ର କେତେକ ବ୍ୟକ୍ତି ଏହାକୁ ବିରୋଧ କରି ଏହାକୁ ସାଧାରଣ ବର୍ଗଙ୍କ ପାଇଁ ସ୍ଥାନ ସଂରକ୍ଷଣ…

ମହାଆଳତୀ ମାଧ୍ୟମରେ ସଚେତନତା ସୃଷ୍ଟି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତେନ୍ତୁଳିଘାଟରେ ଲଙ୍କେଶ୍ୱରୀ କମିଟି ପକ୍ଷରୁ ମହାଆଳତୀ କରାଯାଇଛି। ପବିତ୍ର ମହାଳୟାରୁ ଏହି ମହାଆଳତୀ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ପୂର୍ଣ୍ଣମୀ ଦିନ ଏହା ଶେଷ ହେବ। ମହାନଦୀକୁ ସ୍ୱଚ୍ଛ ରଖିବା ସହିତ କରୋନା ମହାମାରୀକୁ ଦୂର କରିବାକୁ ଏକ ଅଭିନବ…

ମହିଳା ହକି ଇଣ୍ଡିଆ ପ୍ରତିଯୋଗିତା: ୨୧ରୁ ୩୧ସିନିଅର, ୨୦ରୁ ୨୯ ଜୁନିଅର

ଭୁବନେଶ୍ୱର: ଏକାଦଶତମ ହକି ଇଣ୍ଡିଆ ବରିଷ୍ଠ ମହିଳା ଜାତୀୟ ହକି ପ୍ରତିଯୋଗିତା ଉତ୍ତର ପ୍ରଦେଶର ଝାନସୀଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଚଳିତ ମାସ ୨୧ରୁ ୩୧ତାରିଖ ପର୍ଯ୍ୟନ୍ତ ହେବ। ସେହିପରି କନିଷ୍ଠ ମହିଳା ଜାତୀୟ ହକି ପ୍ରତିଯୋଗିତା ଝାରଖଣ୍ଡର ସିମଡ଼େଗାରେ ଅନୁଷ୍ଠିତ ହେବାକୁ ଯାଉଛି।…

ତୈଳ ଦର ବୃଦ୍ଧି ନେଇ ବଢ଼ିଲା ଲୋକଙ୍କ ଚିନ୍ତା

ମାଲକାନଗିରି: ଉପାନ୍ତ ଅଞ୍ଚଳ ମାଲକାନଗିରିରେ ପୁଣି ବଢ଼ିଲା ତୈଳ ଦର। କାଲିମେଳା ଅଞ୍ଚଳରେ ତେଲ ଦର ସେଞ୍ଚୁରି ମାରିଥିବାବେଳେ ଏବେ ୧୧୩ଟଙ୍କା ବୃଦ୍ଧି ପାଇ ପୁଣି ରେକର୍ଡ଼ ସୃଷ୍ଟି କରିଛି। ହେଲେ ମାଲକାନଗିରି ଭଳି ଏକ ପଛୁଆ ଜିଲ୍ଲାରେ ତୈଳ କମ୍ପାନୀର ବୃଦ୍ଧି ପାଉଥିବା ଦର ସମସ୍ତଙ୍କ ଚକିତ…

ଠେକୁଆ ମାଂସ ପାଇଁ ସ୍ତ୍ରୀହନ୍ତା ସାଜିଲା ମାତାଲ ସ୍ୱାମୀ

ପାଟଣାଗଡ: ଛୋଟଛୋଟ କଥାରେ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ କଳିଝଗଡା ଲାଗିବା କିଛି ନୂଆ କଥା ନୁହେଁ । ହେଲେ ସେହି ସାମାନ୍ୟ ଝଗଡା ଯଦି ହତ୍ୟାକାଣ୍ଡର ରୂପ ନିଏ, ତେବେ କ’ଣ କରିବେ ଆପଣ ? ବଲାଙ୍ଗୀର ଜିଲ୍ଲାରେ ଠେକୁଆ ମାଂସ ଖାଇବାକୁ ନେଇ ଜଣେ ସ୍ୱାମୀ ନିଜ ସ୍ତ୍ରୀକୁ ହତ୍ୟା କରିବାକୁ ପଛାଇନଥିଲା ।…