Latest Odisha News

BREAKING NEWS

Browsing Category

ଓଡିଶା

Odisha

କଳାହାଣ୍ଡିରେ ସାମାଜିକ ସେବା କାର୍ଯ୍ୟକ୍ରମ

କଳାହାଣ୍ଡି: କଳାହାଣ୍ଡିରେ ସାମାଜିକ ସେବା କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ଏକମାସ ଧରି ହେବାକୁ ଥିବା ସାମାଜିକ ସେବା କାର୍ଯ୍ୟକ୍ରମ ଚାଲିଛି। ବିଜୁ ଜନତା ଦଳ ଟାଉନ ଉପସଭାପତି ରାଜୀପ ଲୋଚନ ଶତପଥିଙ୍କ ନେତୃତ୍ୱରେ…

ଆଜିଠୁ ଆରମ୍ଭ ଓଜେଇଇ କାଉନସେଲିଂ

ଭୁବନେଶ୍ୱର: BTech, BArch, BPlan, BCAT ଏବଂ ଇଣ୍ଟିଗ୍ରେଟେଡ୍ MSc ପାଠ୍ୟକ୍ରମ ପାଇଁ ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ୨୦୨୧ ପ୍ରକ୍ରିୟା ଆଜିଠୁ ଆରମ୍ଭ ହେବ। ଆଜି ଅପରାହ୍ନ ୫ଠାରୁ ଏହି ପ୍ରକ୍ରିୟା ଆରମ୍ଭ ହେବ। ବିସ୍ତୃତ କାର୍ଯ୍ୟସୂଚୀ, ସିଟ୍ ମ୍ୟାଟ୍ରିକ୍ସ ଏବଂ କାଉନସେଲିଂ…

ବେଆଇନଭାବେ ସ୍ଥାନ ସଂରକ୍ଷଣ ନେଇ ସୁବର୍ଣ୍ଣପୁର ଜିଲ୍ଲା ବିଜେପିର ଅଭିଯୋଗ

ସୁବର୍ଣ୍ଣପୁର: ପଞ୍ଚାୟତ ନିର୍ବାଚନ ନେଇ ବଢ଼ୁଛି ଉଷ୍ମତା। ବେଆଇନଭାବେ ସ୍ଥାନ ସଂରକ୍ଷଣ କରାଯାଇଥିବା ନେଇ ଉଠୁଛି ବିବାଦ। ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ଆସିଛି ଏହିଭଳି ଅଭିଯୋଗ। ବିଜେଡ଼ି ଦଳକୁ ସୁହାଇଲା ଭଳି ପଞ୍ଚାୟତ ନିର୍ବାଚନ ପାଇଁ ଅନୂସୂଚିତ ଜାତି, ଅନୂସୂଚିତ ଜନଜାତି, ପଛୁଆ…

ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ, ଚିକିତ୍ସା ନପାଇ ରୋଗୀ ନିରାଶ

କେନ୍ଦୁଝର: ନିଯୁକ୍ତିର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ଆୟୁଷ ଡାକ୍ତରଙ୍କ ଅସହଯୋଗ ଆନ୍ଦୋଳନ। ଏପଟେ ରୋଗୀ ଚିକିତ୍ସା ନପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବକ୍ସିବାରିଗାଁ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରତିଦିନ ୫୦ରୁ ଉର୍ଦ୍ଧ୍ବ ରୋଗୀ ଆୟୁଷ…

ରେମତା ଗାଁରୁ ଉଦ୍ଧାର ହେଲା ବଜ୍ରକାପ୍ତା

ବରଗଡ଼: ପୁଣି ଉଦ୍ଧାର ହେଲା ବଜ୍ରକାପ୍ତା। ରେମତା ଗାଁ ମଝିରୁ ଉଦ୍ଧାର ହେଲା ବଜ୍ରକାପ୍ତା। ବରଗଡ଼ ଜିଲ୍ଲା ରେମତାଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଜଣେ ସ୍ଥାନୀୟ ଯୁବକ ପ୍ରଥମେ ଏହାର ଶବ୍ଦ ଶୁଣିଥିଲେ। ଅନ୍ୟ ଯୁବକଙ୍କୁ ଏହି ଶବ୍ଦ ବିଷୟରେ ଜଣାଇବା ସହ ସେମାନଙ୍କ ସହଯୋଗରେ ତାଙ୍କ…

ବୁଦ୍ଧିଷ୍ଟ ସର୍କିଟରେ ଓଡ଼ିଶାକୁ ସାମିଲ ଦାବି, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ନୂଆଦିଲ୍ଲୀ: ସ୍ୱଦେଶ ଦର୍ଶନ ଯୋଜନା ଅନ୍ତର୍ଗତ ବୁଦ୍ଧିଷ୍ଟ ସର୍କିଟରେ ଓଡ଼ିଶାକୁ ସାମିଲ କରାଯାଉ । ଏନେଇ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କେନ୍ଦ୍ରମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଚିଠି ଲେଖି…

ମନିଷ ଅନୁରାଗ ମୃତ୍ୟୁ ମାମଲା: ଅଭିଯୁକ୍ତଙ୍କୁ ରିମାଣ୍ଡ ଆବେଦନର ଆଜି ଶୁଣାଣି

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଉଗାରିବ କମିଶନରେଟ ପୋଲିସ । ସେମାନଙ୍କୁ ରିମାଣ୍ଡରେ ନେଇ ଅଧିକ ତଥ୍ୟ ହାସଲ କରିବ । ଆଜି ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ରିମାଣ୍ଡ ଆବେଦନର ଶୁଣାଣି ରହିଛି । ୫ ଦିନିଆ…

ଆଜି ରାଜ୍ୟରୁ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୧ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ୫୦୦ ତଳକୁ ଖସିଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ପାଖାପାଖି ୧୦୦ ଅଧିକ । ଗତକାଲି ରାଜ୍ୟରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ଏହି ସଂଖ୍ୟା ରହିଛି ୪୪୩ । କ୍ୱାରେଣ୍ଟିନରୁ ୨୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୫ । ୧୮ ବର୍ଷ…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ମୟୂରଭଞ୍ଜ ବୈଶିଙ୍ଗାରେ ଲଜ୍ଜା, ଜଙ୍ଗଲରେ +୩ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ମୟୂରଭଞ୍ଜ : ବୈଶିଙ୍ଗା ଥାନା ୧୮ ନମ୍ବର ଜାତୀୟ ରାଜପଥ କଳମାରେ ଲଜ୍ଜା । ପ୍ରେମିକକୁ ମାଡ଼ ମାରି +୩ରେ ପଢୁଥିବା ପ୍ରେମିକାଙ୍କୁ ଉଠାଇ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଛନ୍ତି ତିନି ଜଣ ଯୁବକ । ଏଭଳି ଏକ ଲଜ୍ଜାଜନକ ଘଟଣାକୁ ନେଇ ମୟୂରଭଞ୍ଜ ବୈଶିଙ୍ଗା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି…