Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରପଞ୍ଚଙ୍କ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଜଗତସିଂହପୁର : ସରପଞ୍ଚଙ୍କ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଶଙ୍ଖେଶ୍ବର ପଞ୍ଚାୟତରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଭାଇ ହରପ୍ରସାଦ…

ମହିଳା ସ୍ବୟଂ ସହାୟକଙ୍କ ଲାଗି କାର୍ଯ୍ୟକାରୀ ହେବ ସ୍ବତନ୍ତ୍ର ପୋର୍ଟାଲ

ଭୁବନେଶ୍ବର : ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଲାଗି କାର୍ଯ୍ୟକାରୀ ହେବ ସ୍ବତନ୍ତ୍ର ପୋର୍ଟାଲ । ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛି ଅର୍ଥ ବିଭାଗ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଗୁଡ଼ିକ ବ୍ୟାଙ୍କରେ ହଜାର ହଜାର କୋଟି ଟଙ୍କାର ନେଣଦେଣ କରୁଛନ୍ତି…

ଅଷ୍ଟମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ନେଇ ଜାରି ହେଲା SOP

ଭୁବନେଶ୍ୱର : ଦଶହରା ଛୁଟି ପରେ ସ୍କୁଲରେ ଅଷ୍ଟମ ଓ ଏକାଦଶର ପାଠପଢ଼ା ହେବା ନେଇ ପ୍ରକାଶ ପାଇଲା ଏସଓପି । ସକାଳ ୯ ଟାରୁ ଦିନ ୧୨ ଟା ୩୦ ଯାଏଁ ଅଷ୍ଟମ କ୍ଲାସର ପାଠ ପଢ଼ାହେବ। ଏକାଦଶ ଶ୍ରେଣୀ ପାଠପଢ଼ା ଦିନ ୧୦ ଟାରୁ ସାଢେ ଗୋଟାଏ ଯାଏଁ ହେବ । ଅଷ୍ଟମ କ୍ଲାସ ପିଲାଙ୍କୁ ଆଉ ମଧ୍ୟହ୍ନ ଭୋଜନ ଦିଆଯିବ…

ଶିଳ୍ପୀଙ୍କ ନିଆରା ପ୍ରୟାସ, ବୋତଲରେ ଦେବୀ ଦୁର୍ଗାଙ୍କ କ୍ଷୁଦ୍ର ପ୍ରତିମା

ଭୁବନେଶ୍ୱର: ବୋତଲରେ ଦେବୀ ଦୁର୍ଗାଙ୍କ କ୍ଷୁଦ୍ର ପ୍ରତିମା। ଏହିପରି ନିଆରା କଳାକୃତି କରିଛନ୍ତି ଜଣେ ଓଡ଼ିଆ କଳାକାର ଏଲ୍ ଇଶ୍ୱର ରାଓ। ଖୋର୍ଦ୍ଧା ଜଟଣୀ ଗ୍ରାମରେ ତାଙ୍କର ଘର। ଏବେ ଏହି କଳାକୃତି ନେଇ ଚର୍ଚ୍ଚାର ବିଷୟ ପାଲଟିଛି। କୋଭିଡ଼-୧୯ ପାଇଁ ମା’ଙ୍କ ପ୍ରତିମା ତିଆରି ଆର୍ଶୀବାଦ ଲୋଡ଼ିବା ସହ…

ଆଫଗାନିସ୍ତାନର ସିଆ ମସଜିଦରେ ଭୟଙ୍କର ବିସ୍ପୋରଣ,ଏପର୍ଯ୍ୟନ୍ତ ୩୨ ମୃତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦକ୍ଷୀଣ ଆଫଗାନିସ୍ତାନର କାନ୍ଦାହାର ଠାରେ ଥିବା ସିଆ ମସଜିଦରେ ଭୟଙ୍କର ବିସ୍ପୋରଣ । ଏଥିରେ ୩୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ଗୁରୁତର ଆହତଙ୍କୁ କେନ୍ଦ୍ରୀୟ ମିରୱାଇସ ଡାକ୍ତରଖାନାକୁ ସ୍ତାନାନ୍ତର କରାଯାଇଛି । ଆଜି ମସଜିଦରେ…

ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର

ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି…

ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଶ୍ରୀ ଜଗନ୍ନାଥ ସେବା ସଂସ୍ଥା

ମୟୁରଭଞ୍ଜ: ଶ୍ରୀ ଜଗନ୍ନାଥ ସେବା ସଂସ୍ଥାର ନିଆରା ଉଦ୍ୟମ। ଅବହେଳିତ ହୋଇ ପଡ଼ି ରହିଥିବା ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଏହି ସଂସ୍ଥା। ବାରିପଦା ଷ୍ଟେସନ ବଜାର ରେଳଷ୍ଟେସନଠାରେ ଏକ ମାନସିକ ରୋଗୀ ବହୁ ଦିନରୁ ଅବହେଳିତ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଥିଲା। ମାତ୍ର…

JEE ଆଡଭାନ୍ସ ପରୀକ୍ଷା, ଓଡ଼ିଶା ଟପ୍ପର ଗୌତମ ଦାସ

ଭୁବନେଶ୍ୱର : ଜେଇଇ ଆଡଭାନ୍ସ ପରୀକ୍ଷାରେ ଓଡ଼ିଶା ପୁଅ ଆଗରେ । ଶୁକ୍ରବାର ୨୦୨୧ ଜେଇଇ ଆଡଭାନ୍ସ ପରୀକ୍ଷାର ରେଜଲ୍ଟ ବାହାରିଛି । ଏଥିରେ ଓଡ଼ିଶା ଟପ୍ପର ହୋଇଛନ୍ତି ଗୌତମ ଦାସ । ଗୌତମ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ର । ଅଲ ଇଣ୍ଡିଆ ରାଙ୍କ ୧୫୦ ରେ ଗୌତମ ନିଜ ସ୍ଥାନ ବଜାୟ ରଖିଛନ୍ତି।…

ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ, ଜଣେ ଗୁରୁତର

ଖୋର୍ଦ୍ଧା : ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି । ଗୁଳିମାଡରେ ବିଭୂତି ଭୂଷଣ ଜେନା ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ପେଟରେ…

ମାଆଙ୍କ ଦଶମୀ ପୂଜାରେ ସିନ୍ଦୂର ଖେଳ

ଭଦ୍ରକ : ମାଆଙ୍କ ଦଶମୀ ପୂଜା ସହିତ ସିନ୍ଦୂର ଖେଳ ହୋଇଛି। ମାଆଙ୍କ ବିଦାୟ ପୂର୍ବରୁ ମହିଳା ମାନେ ପରସ୍ପରକୁ ସିନ୍ଦୂର ଲଗାଇ ଦୁର୍ଗାଙ୍କୁ ଆବାହନ କରିଥାନ୍ତି । ମଣ୍ଡପରେ ମା’ ଦୁର୍ଗାଙ୍କ ଦଶମୀ ପୂଜା ଅନୁଷ୍ଠିତ ହେଉଛି । ପରେ ମା’ଙ୍କର ବିସର୍ଜନ ହେବ । ତେବେ ଅନେକ ମଣ୍ଡପରେ ପୂଜା ଅନୁଷ୍ଠିତ…