Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେନି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ। କୋଭିଡ଼ ଯୋଗୁଁ ଗତ…

କୋଣାର୍କ ମନ୍ଦିରରେ ଝଲସିଲା ତ୍ରିରଙ୍ଗା ପତାକାର ଝଲକ

ପୁରୀ: ଲେଜର ଲାଇଟ୍ ମାଧ୍ୟମରେ ତ୍ରିରଙ୍ଗା ପତାକା ପରି ଚିତ୍ରିତ ହୋଇଥିଲା କୋଣାର୍କ ମନ୍ଦିର। ଆଲୋକମାଳାରେ ଝଲସୁଥିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର। ଯାହା ପର୍ଯ୍ୟଟକଙ୍କ ବେଶ୍ ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇଥିଲା। କୋଭିଡ଼୍ ଟୀକାକରଣ ଭାରତବର୍ଷରେ ୧୦୦କୋଟି ପୂରଣ ହେବାକୁ ଥିବାବେଳେ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ମିଳିନି ମୃତକଙ୍କ ପରିଚୟ

ବରଗଡ: ବରଗଡ଼ରେ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଛି ।  ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୫ ସାହାରାପଡା ଛକ ନିକଟରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।…

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ…

ବିଜୟା ଦଶମୀରେ ଫିକା ପଡିଛି ପାର୍ବଣ

ଭୁବନେଶ୍ୱର: ଆଜି ବିଜୟ ଦଶମୀ । ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଦିନ । ହେଲେ ଦଶହରା ଫିକା ପଡ଼ିଛି ଶ୍ରଦ୍ଧାଳୁୂ ବିନା । ମହାମାରୀ କରୋନା କଟକଣା ପାଇଁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାର୍ବଣର ମାହୋଲ ‌ସାରା ରାଜ୍ୟରେ ଦେଖିବାକୁ ମିଳୁନାହିଁ। ମହାମାରୀ ନେଇ…

ଶ୍ରୀମନ୍ଦିରରେ ଦଶହରାର ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଦଶହରାରେ ସବୁଠି ଚାଲିଛି ପୂଜାର୍ଚ୍ଚନା । ସେହିଭଳି ଶ୍ରୀମନ୍ଦିରରେ ଦଶହରାରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ…

ପୁଣି ପୋଲିସ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି  : ପୁଣି ପୋଲିସ ଓ ମାଓବାଦୀ ମୁହାଁମୁହିଁ । ମାଓକ୍ୟାମ୍ପ ଚାଲିଥିବା ବେଳେ ଉଭୟ ପକ୍ଷରୁ ଗୁଳି ମାଡ କରାଯାଇଥିଲା । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିମାଡ  । ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା…

ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣା ମୄତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି: ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣାର ମୃତ୍ୟୁ ହୋଇଛି । ଅସୁସ୍ଥ ହୋଇ ଚିକିତ୍ସା ହେଉଥିବା ବେଳେ ଗୁରୁବାର ଦିନ ତାଙ୍କର ମୃତ୍ୟୁ ହୋଇଯାଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆନ୍ଧ୍ର ଓଡିଶା ଓ ଛତିଶଗଡ ପୋଲିସର ମୋଷ୍ଟ ୱାଣ୍ଟେଡ ମାଓ ନେତା ତଥା ନକ୍ସଲ ସଂଗଠନର…

ଆଜି ରାଜ୍ୟରୁ ୪୬୭ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ସଂକ୍ରମଣ ମାମଲା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୬୭ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୬୬ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ । ଗତକାଲି ରାଜ୍ୟରୁ ଚିହ୍ନଟ ହୋଇଥିଲେ ୫୨୧…

ଦେଶର ୭୩୬ଟି ଜିଲ୍ଲାରେ ୧୧୨ ଦିନ ମଧ୍ୟରେ ୨୪୯୪ ପିଏସଏ ଅକ୍ସିଜେନ୍ ପ୍ଲାଣ୍ଟ କାର୍ଯ୍ୟକ୍ଷମ

ନୂଆଦିଲ୍ଲୀ : ରେକର୍ଡ ୧୧୨ ଦିନ ମଧ୍ୟରେ ଦେଶର ୭୩୬ଟି ଜିଲ୍ଲାର ସରକାରୀ ଡାକ୍ତରଖାନାରେ କାର୍ଯ୍ୟକ୍ଷମ ହୋଇଛି ୨୪୯୪ ପ୍ରେସର ସ୍ବିଙ୍ଗ ଆଡସୋର୍ପସନ ବା (ପିଏସଏ) ଅକ୍ସିଜେନ ଉତ୍ପାଦନ ପ୍ଲାଣ୍ଟ । ଏହି ସବୁ ଅକ୍ସିଜେନ ପ୍ଲାଣ୍ଟରୁ ଦୈନିକ ୩,୩୨୪ ଟନ୍ ଅମ୍ଳଜାନ ଉତ୍ପାଦନ ହେଉଛି । ଏସବୁ ଅକ୍ସିଜେନ…