Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ପାର୍ବଣ ଆସନ୍ତାବର୍ଷ ବି ଆସିବ, ପ୍ରଥମେ ଜୀବନ ରହୁ’

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । ପ୍ଲାଟ୍ୟୁ ସ୍ଥିତିରେ ରହିଛି ସଂକ୍ରମଣ । କିନ୍ତୁ ପାର୍ବଣରେ ବଜାରରେ ଲୋକଙ୍କ ଭିଡ ବଢୁଛି । ଏମିତି ହେଲେ ପୁଣି ଥରେ ସଂକ୍ରମଣ ଉପରମୁହାଁ ହୋଇପାରେ ବୋଲି ଚେତେଇ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି,…

ପୌର ନିର୍ବାଚନ ବାଟ ଫିଟିଲା, ଜାରି ହେଲା ଗେଜେଟ୍ ବିଜ୍ଞପ୍ତି

ଭୁବନେଶ୍ୱର: ପୌର ନିର୍ବାଚନ ନେଇ ବାଟ ପରିସ୍କାର । ପୌର ଆଇନରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ଦେଇଥିଲେ । ଏହାପରେ ଆଇନ ବିଭାଗ ପକ୍ଷରୁ ଗେଜେଟ୍ ନୋଟିସ୍ ଜାରି ହୋଇଛି । ଏହି ଆଇନ ଅନୁସାରେ ପୌର ନିର୍ବାଚନରେ ସଂରକ୍ଷଣକୁ ସର୍ବାଧିକ ୫୦ ପ୍ରତିଶତ ମଧ୍ୟରେ…

ନଦୀ ପାର ହୋଇ ସ୍କୁଲ ଯାଉଥିଲେ, ଏବେ ପ୍ରଶାସନିକ ଅଧିକାରୀ ପ୍ରିୟଙ୍କା

ଯାଜପୁର: ପିଲାଦିନେ  ନଦୀ ପାର ହୋଇ ସ୍କୁଲ ଯାଉଥିଲେ । ଏବେ ପ୍ରଶାସନିକ ଅଧିକାରୀ ହେଲେ । ଲୋକଙ୍କ ସେବା ପାଇଁ ପ୍ରଶାସନିକ କ୍ଷେତ୍ରରେ ମନ ବଳାଇ ଏବେ ଓଡିଶା ପ୍ରଶାସନିକ ସେଵାର ୨୦ ନମ୍ବର ସ୍ଥାନରେ ରହିଛନ୍ତି ଯାଜପୁରର ପ୍ରିୟଙ୍କା ପ୍ରିୟଦର୍ଶନୀ ପତି । ଛୋଟ ବେଳେ ନଦୀ ପାରି ହୋଇ ସ୍କୁଲ…

ବାଲୁକା ଚିତ୍ରକଳାରେ ମହାସପ୍ତମୀ

ପୁରୀ : ଆଜି ଶାରଦୀୟ ଦୁର୍ଗା ପୂଜାର ମହା ସପ୍ତମୀ । ପ୍ରତେକ ପୂଜା ମଣ୍ଡପ ଏଥିପାଇଁ ଚଳ ଚଞ୍ଚଳ। ଏହି ପବିତ୍ର ଦିବସରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳାଭୂମିରେ ଏହି ଆକର୍ଷଣୀୟ ବାଲୁକା…

ପୋଲିସ୍ –ମାଓବାଦୀ ମୁହାଁମୁହିଁ, ମାଓନେତା ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ପୋଲିସ୍ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ବେଳେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ ଯବାନ ଗୁରୁତର ହୋଇପଡ଼ିଛନ୍ତି । ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା…

ମାଲକାନଗିରି ଜିଲ୍ଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ଜଣେ ମାଓବାଦୀ ମୃତ ଥିବା ସୂଚନା ମିଳିଛି। ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ…

ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ମା’ ତାରିଣୀ

କେନ୍ଦୁଝର: ଆଜି ଶକ୍ତିପୀଠରେ ପାଳିତ ହେଉଛି ମା’ଙ୍କର ମହାଷ୍ଟମୀ ପୂଜା । କିନ୍ତୁ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ଆଜି ମହାସପ୍ତମୀ ପୂଜା ହେଉଛି । ଏହି ଅବସରରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଦଶହରାରରେ ମା’ ତାରିଣୀଙ୍କ ସୁନାବେଶ ଦର୍ଶନ କଲେ…

ମା’ ଶାରଳାଙ୍କ ପୀଠରେ ଆଜିଠୁ ଲାଗିଲା ୧୪୪ ଧାରା

ଜଗତସିଂହପୁର: ଆଜି ଶକ୍ତିପୀଠରେ ମା’ଙ୍କର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ପୀଠରେ ଜାରି ହୋଇଛି ୧୪୪ ଧାରା । ଆଜିଠୁ ୧୪ ତାରିଖ ଯାଏ ପୀଠରେ ୧୪୪ ଧାରା ବଳବତ୍ତର ରହିବ । ମନ୍ଦିର ଆଖପାଖରେ ଗୋଟିଏ ସ୍ଥାନରେ…

ଆଜି ମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ଆଜି ମଣ୍ଡପରେ ମହାସପ୍ତମୀ ପୂଜା । ଗତକାଲି ଷଷ୍ଠୀରେ ମହାମାୟାଙ୍କୁ ବିଲ୍ୱବରଣ କରାଯାଇଥିଲା । ସପ୍ତାମୀ ପୂଜା ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଆଧ୍ୟାତ୍ମିକ ପରିବେଶ । ଆଜି ମା’ଙ୍କୁ ଚକ୍ଷୁଦାନ ଦିଆଯିବ । ବେଦ ମନ୍ତ୍ର, ଚଣ୍ଡୀ ପାଠରେ…

ବଧୂହତ୍ୟା ମାମଲା: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ବଧୂହତ୍ୟା ମାମଲାରେ ୪ ଜଣଙ୍କୁ ଆଜୀବନ କାରାଦଣ୍ଡ । ବଧୂହତ୍ୟା ମାମଲାରେ ମୃତକଙ୍କ ସ୍ୱାମୀ, ଶ୍ୱଶୁର, ଦିଅର ଓ ଶାଶୁଙ୍କୁ ଯାଜପୁର ମାନ୍ୟବର ଜିଲ୍ଲା ଦେରାଜଜ୍‌ ଶ୍ରୀକାନ୍ତ ମିଶ୍ର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ମାହାଙ୍ଗା ଥାନା ମଣ୍ଡା ଗ୍ରାମର ବାବାଜୀ ପଣ୍ଡାଙ୍କ ଝିଅ…