Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵ ଯକ୍ଷ୍ମା ଦିବସରେ ଆସନ୍ତୁ ସମସ୍ତେ ରୋଗର ନିୟନ୍ତ୍ରଣ ଏବଂ ନିରାକରଣ ସମ୍ପର୍କରେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ନେତୃତ୍ୱରେ ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର: ଖଡ଼ଗପୁର ସ୍ଥିତ 'ରେଲୱେ ଏମ୍ପ୍ଲୋଇ କଲଚରାଲ ଆସୋସିଏସନ' ର ଦୀର୍ଘ ଦିନରୁ ପଡ଼ି ରହିଥିବା ଜମି ଆବଣ୍ଟନ ସମସ୍ୟାର ସମାଧାନ ପାଇଁ ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସାଂସଦମାନଙ୍କ ଏକ ପ୍ରତିନିଧି ଦଳ କେନ୍ଦ୍ର ରେଳ ମନ୍ତ୍ରୀ…

ଭୁବନେଶ୍ବର ଏୟାରପୋର୍ଟରୁ ୬ କୋଟିରୁ ଅଧିକ ଟଙ୍କାର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ

ଭୁବନେଶ୍ୱର: ଆମ୍ବସଢା ଆଳରେ ଗଞ୍ଜେଇ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ୬ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) ମଙ୍ଗଳବାର ଦିନ ବ୍ୟାଙ୍କକରୁ ଆସୁଥିବା ଦୁଇଜଣ ଯାତ୍ରୀଙ୍କୁ ଅଟକାଇ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ୬…

କଟକ ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ

ଭୁବନେଶ୍ବର: କଟକ ଲିଙ୍କରୋଡ LIC ଅଫିସରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରହିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ନିଆଁ ଏପର୍ଯ୍ୟନ୍ତ ଆୟତ୍ତକୁ ଆସିଲା ନା ନାହିଁ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଆସବାବପତ୍ର ସହ କିଛି ଗୁରୁତ୍ୱପୂର୍ଣ୍ଣ…

ଶପଥ ନେଲେ ବିଜେବି ଫ୍ରେଣ୍ଡସ୍’ର ନବନିର୍ବାଚିତ ପଦାଧିକାରୀ

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ସଂଗଠନ 'ବିଜେବି ଫ୍ରେଣ୍ଡସ୍'ର ୨୦୨୬-୨୦୨୮ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ଗତ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହାପରେ ସୋମବାର ଦିନ ମହାବିଦ୍ୟାଳୟର ଅଧ୍ୟକ୍ଷା ରୀତା ଦାସଙ୍କ ପୌରୋହିତ୍ୟରେ…

ରାଜ୍ୟରେ ବୃଦ୍ଧି ପାଉଛି ଶିଶୁ ନିଖୋଜ ସଂଖ୍ୟା; ସେପଟେ, ଟ୍ୱିନ୍ ସିଟିର ହତ୍ୟା ମାମଲା…

ଭୁବନେଶ୍ୱର: ରାଜ୍ୟରେ ଶିଶୁ ନିଖୋଜ ହେବା ଘଟଣା ଏବେ ପ୍ରଶାସନ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ବିଧାନସଭାରେ ଗୃହ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ଲିଖିତ ଉତ୍ତରରୁ ରାଜ୍ୟରେ ଶିଶୁ ନିଖୋଜ ସଂଖ୍ୟା ବୃଦ୍ଧି ପାଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ଦେଇଥିବା ତଥ୍ୟ…

ଟଳିଲା ବଡ ଅଘଟଣ: ୩ଟି ଲ୍ୟାଣ୍ଡମାଇନ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ବଡ ଅଘଟଣ ଟଳିଲା । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟକରି ପାଇଁ ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରାଯାଇଛି । ମାଲକାନଗିରିଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ଯବାନମାନେ ମାଓବାଦୀମାନଙ୍କ ଦ୍ବାରା ଲଗାଯାଇଥିବା ୩ଟି ଲ୍ୟାଣ୍ଡମାଇନକୁ ଉଦ୍ଧାର କରି ନିଷ୍କ୍ରିୟ…

ବରମୁଣ୍ଡା ବିଏସ୍‌ଏବିଟିରେ ଭିସା ଆବେଦନ କେନ୍ଦ୍ର ପାଇଁ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାରେ ଭିସା ସେବାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ଆଜି ବିଡିଏ ମୁଖ୍ୟାଳୟରେ ଗୃହ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ) ଏବଂ ଭିଏଫଏସ୍ ଗ୍ଲୋବାଲ୍ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି…

Labour Safety:ସମ୍ଭାବ୍ୟ ଅଂଶୁଘାତ ଆଶଙ୍କାରେ ଶ୍ରମିକଙ୍କ ପାଇଁ କଟକଣା;ଦିନ ୧୧ରୁ ଅପରାହ୍ନ ୩ଟା କାମ ମନା

ଭୁବନେଶ୍ବର: ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ଶ୍ରମିକମାନଙ୍କ ନିମନ୍ତେ ନୂଆ ଗାଇଡ୍‌ଲାଇନ୍ ଜାରି ହୋଇଛି । ଏପ୍ରିଲ ୧ରୁ ଜୁନ୍‌ ୧୫ ମଧ୍ୟରେ ଦିନ ୧୧ରୁ ଅପରାହ୍ନ ୩ଟା କାମ ମନା । ସମସ୍ତ ବାଣିଜ୍ୟ, ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ପାଇଁ ଏହି…

OTET2026: ମେ ୨୯ରେ OTET-୨୦୨୬ ପରୀକ୍ଷା; ଆସନ୍ତା ୨୬ରୁ ଅନଲାଇନ୍‌ ଆବେଦନ

କଟକ:ଓଟିଇଟି -୨୦୨୬ ପରୀକ୍ଷା ମେ ୨୯ ତାରିଖରେ ହେବ । ଆସନ୍ତା ୨୬ରୁ ଏପ୍ରିଲ ୯ ତାରିଖ ମଧ୍ୟରେ ଅନଲାଇନ୍‌ ଆବେଦନ ।ଏ ନେଇ ସୋମବାର ମାଧ୍ୟମିକ ଶିକ୍ଷା ବୋର୍ଡ (BSE), ଓଡ଼ିଶା ପକ୍ଷରୁ ପ୍ରବେଶିକା ପରୀକ୍ଷାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସରକାରୀ ୱେବସାଇଟ୍ www.bseodisha.nic.in ରେ…