Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁଇଟି କଲେଜରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର, ସ୍ବାକ୍ଷରିତ ହେଲା ଚୁକ୍ତିପତ୍ର

ଭୁବନେଶ୍ବର : ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଥିବା ବ୍ରହ୍ମପୁରର ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଓ କେନ୍ଦୁଝରର ଜିସିଇରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ଓ୍ବାର୍ଲଡ ସ୍କିଲ୍ ସେଣ୍ଟରରେ ୩ଟି ଚୁକ୍ତିନାମା ସ୍ବାକ୍ଷର ହୋଇଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ…

ସିନେମା ‘ଅର୍ଦ୍ଧସତ୍ୟ’ର ସ୍ପେଶାଲ ସ୍କ୍ରିନିଂ

ଭୁବନେଶ୍ବର : କୌସ୍ତଭ ଡ୍ରିମଓ୍ବାର୍କ ପ୍ରାଇଭେଟ୍ ଲିମିଟେଡ୍ ବ୍ୟାନରରେ ନିର୍ମିତ ଭିନ୍ନ ଧରଣର ସିନେମା ‘ଅର୍ଦ୍ଧସତ୍ୟ’ର ସ୍ପେଶାଲ ସ୍କ୍ରିନିଂ ହୋଇଛି । ଏକ୍ସପ୍ଲାନେଡ୍ ମଲର ସିନେପଲିସରେ ଏହି ସିନେମାର ପ୍ରମିୟର କରାଯାଇଛି । ଆୟୋଜିତ ଏହି ସ୍ପେଶାଲ ସ୍କ୍ରିନିଂରେ ଚଳଚ୍ଚିତ୍ର କଳାକାର ଓ…

ବାଲେଶ୍ବର ତାଳକୁରୁଣିଆରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍, ଦୁଇ ରାଉଣ୍ଡ ଗୁଳି ଫୁଟାଇ ଖସିଗଲେ ଦୁର୍ବୃତ୍ତ

ବାଲେଶ୍ବର : ବାଲେଶ୍ବରରେ ମାତିଛନ୍ତି ଲୁଟେରା । ବାହାନଗା ବ୍ଲକ ତଳକୁରୁଣିଆ ଛକରୁ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମହିଳା ଜଣକ ସ୍କୁଟିରେ ଯାଉଥିବା ବେଳେ ଦୁଇ ଜଣ ତାଙ୍କୁ ଅଟକାଇଥିଲେ । ପରେ ଛୁରୀ ଦେଖାଇ ଭୟଭୀତ କରି ମହିଳାଙ୍କ ବେକରୁ ସୁନା ଚେନ ଛିଡ଼ାଇ ନେଇ ପଳାଇ…

ପୋଖରୀରେ ବୁଡି ଚାଲିଗଲା ୨ ଭଉଣୀଙ୍କ ଜୀବନ

ମାଲକାନଗିରି : ପୋଖରୀରେ ଗାଧୋଇବା ହେଲା କାଳ। ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡିଯାଇ ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଯାଇଛି । ମାଲକାନଗିରି ଜିଲ୍ଲା ପେଡ଼ାକୋଣ୍ଡା ପଞ୍ଚାୟତର ମଙ୍ଗ ଗାଁରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାପା ମାଆ ଜମିକୁ ଚାଷ କାର୍ଯ୍ୟ ପାଇଁ ଯାଇଥିବା ବେଳେ ବଡ…

ପାର୍ବଣ ପାଇଁ କଡ଼ା ହେଲା କଟକଣା : ସୋମବାରରୁ ଟ୍ବିନ୍ ସିଟିରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ପାର୍ବଣ ପାଇଁ କଡା ହେଲା କଟକଣା । ଦୁର୍ଗାପୂଜାରେ ଭିଡ ହେବାର ସମ୍ଭାବନା ଥିବାରୁ ଆସନ୍ତା ସୋମବାରରୁ ଟୁଇନ୍ ସିଟି ଭୁବନେଶ୍ବର ଓ କଟକରେ ଆରମ୍ଭ ହେବ ନାଇଟ କର୍ଫ୍ୟୁ । ରାତି ୮ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟକର୍ଫ୍ୟୁ ଲାଗୁ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା…

ନନ୍ଦନକାନନକୁ ଆସିଲେ ୮ ରାଜସ୍ଥାନୀ ଜନ୍ତୁ

ଭୁବନେଶ୍ବର : ନନ୍ଦନକାନନକୁ ଆସିଲେ ରାଜସ୍ଥାନ ଜନ୍ତୁ । ରାଜସ୍ଥାନ ନହରଘର ବାୟୋଲୋଜିକାଲ ପାର୍କରୁ ନନ୍ଦନକାନନକୁ ଆସିଛନ୍ତି ୮ଟି ନୂଆ ଅତିଥି । ଏମାନଙ୍କ ମଧ୍ୟରେ ଦୁଇଟି ଗଧିଆ, ଦୁଇଟି ଘଡିଆଳ କୁମ୍ଭୀର, ଦୁଇଟି କଲରା ପତରିଆ ବାଘ ଏବଂ ୨ଟି ଚିଙ୍କାରା ହରିଣ ରହିଛନ୍ତି । ଏମାନେ ଗତକାଲି…

କଶ୍ମୀରରେ ହିନ୍ଦୁଙ୍କ ହତ୍ୟା ଘଟଣାକୁ ନେଇ ବରଗଡ଼ ବଜରଙ୍ଗୀ ଦଳର ବିକ୍ଷୋଭ

ବରଗଡ଼ : ବରଗଡ଼ରେ ବଜରଙ୍ଗୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ । କଶ୍ମୀରରେ ନିରୀହ ହିନ୍ଦୁ ମାନଙ୍କୁ ହତ୍ୟା କରାଯାଇଥିବା ନେଇ ବରଗଡ଼ ଗାନ୍ଧୀ ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବଜରଙ୍ଗୀ ଦଳର କର୍ମୀମାନେ । ଆତଙ୍କବାଦୀମାନଙ୍କ ପୋଷ୍ଟର ଓ ପାକିସ୍ତାନୀ ପତାକାରେ କୁଶପୁତ୍ତଳିକା ଦାହ କରିଥିଲେ…

ଭିଜିଲାନ୍ସ ଜାଲରେ ୨ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ଅଧକାରୀ,ବାସଭବନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ। ରାଉରକେଲା ଆଞ୍ଚଳିକ ପଲ୍ୟୁସନ ଅଧିକାରୀ ଡଃ ପି.କେ ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାଉରକେଲାରୁ ଭୁବନେଶ୍ୱର ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଠାରୁ ୧ଲକ୍ଷ ୭୫ହଜାର ନଗଦ…

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର ପାଇଥିଲା ଭିଜିଲାନ୍ସ।…

ମାତିଛନ୍ତି ସାଇବର ଠକ

ଭୁବନେଶ୍ୱର : ମାତିଛନ୍ତି ସାଇବର ଠକ । ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ଭୁଆଁ ବୁଲାଇ ଲୁଟିବାରେ ଲାଗିଛନ୍ତି ଠକମାନେ । ଦିନ ଦ୍ୱିପ୍ରହରେ ଲକ୍ଷ ଲକ୍ଷ ଟଙ୍କା ଠକି ନେଉଛନ୍ତି । ଏନେଇ ବାରମ୍ବାର ସଚେତନତା କରାଯାଇଥିଲେ ମଧ୍ୟ ଲୋକମାନେ ଚେତୁନାହାନ୍ତି । ଫଳରେ ବେଳକୁ ବେଳ ସାଇବର ଠକେଇ…