Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ

ଚିଲିକା : ଅସୁସ୍ଥତା କାରଣରୁ ବିଚାର ଜେଲ ବଦଳରେ ମେଡିକାଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ତାଙ୍କର ହୃଦରୋଗ ସମସ୍ୟା ଥିବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଜଗଦେବଙ୍କୁ ଭୁବନେଶ୍ୱର କ୍ୟାପିଟାଲ…

ଗୁଡ଼େଶିରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କାର୍ଯ୍ୟକ୍ରମ

ବରଗଡ଼: ବରଗଡ଼ ଜିଲ୍ଲା ଗୁଡ଼େଶିରା ପଞ୍ଚାୟତ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୋମଳମତି ଶିଶୁମାନଙ୍କ ମନରେ ଆନନ୍ଦର ଲହରୀ ଖେଳିଯାଇଥିଲା। ପିଲାଙ୍କୁ ଉତ୍ସାହିତ କରିବା ପାଇଁ ସରପଞ୍ଚ ରୂପଧର ଥପା ଓ ଯୁବ ନେତା ଉମେଶ ପଣ୍ଡା କହିଥିଲେ, ଆମକୁ ଆଗକୁ…

ପାରଳା ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି । ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ଅଭିଯୁକ୍ତ ।…

ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ…

ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲେ ବନ ବିଭାଗ କର୍ମଚାରୀ

କଣ୍ଟାବାଞ୍ଜି: ପୁଣି ଜବତ ହେଲା ଜୀବନ୍ତ ବଜ୍ରକାପ୍ତା । ବଲାଙ୍ଗୀର ଖପ୍ରାଖୋଲରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ବଜ୍ରକାପ୍ତା ଚାଲାଣ ନେଇ ମହରାପଦର ଗାଁ ଠାରେ ଡିଲ୍‌ ହେଇଥିବା ବେଳେ ଜବତ କରିଛି ବନ ବିଭାଗ । ଲାଠୋର ଓ ଖପ୍ରାଖୋଲ ବନ ବିଭାଗ ମିଳିତ ଭାବେ ଗ୍ରାହକ ବେଶରେ ଯାଇ…

ଗାଁରେ ବୁଲୁଛି ଦନ୍ତା, ଆତଙ୍କିତ ଲୋକେ

ବାରିପଦା : କଲେଜ ପରିସରରେ ଦନ୍ତା ହାତୀ ।  ବାରିପଦା ଏମପିସି ଅଟୋନମସ୍ କଲେଜ ପରିସରରେ ଦନ୍ତା ହାତୀ । ଆଜି ସକାଳୁ ଏହି ହାତୀ ବାରିପଦା-ଦେଉଳି ରାସ୍ତା ଆଡୁ ଆସି କଲେଜ ପରିସରରେ ପ୍ରବେଶ କରିଛି ।  ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ବାରିପଦା-ତକତପୁର ରାସ୍ତାରେ ଚଳପ୍ରଚଳକୁ ବନ୍ଦ କରିଛି…

ସୁବର୍ଣ୍ଣପୁରରେ ଗୋ ଶ୍ରଦ୍ଧା ଅଭିଯାନ ଆରମ୍ଭ

ସୋନପୁର: ସୁବର୍ଣ୍ଣପୁର ପୌରାଞ୍ଚଳରେ ବୁଲା ଗାଈ ଗୋରୁଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଅନେକ ସମୟରେ ଟ୍ରାଫିକ୍ ସମସ୍ୟା ମଧ୍ୟ ଦେଖିବାକୁ ମିଳୁଛି। ଏନେଇ ଜିଲ୍ଲା ପ୍ରଶାସନ ତଥା ପୌରପାଳିକା ପକ୍ଷରୁ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନକୁ ନେଇ ଆରମ୍ଭ ହୋଇଛି ଗୋ ଶ୍ରଦ୍ଧା ଅଭିଯାନ।…

କଳାହାଣ୍ଡିରେ ମାତିଛନ୍ତି ନକଲି ମାଷ୍ଟର, ଧରାପଡିଲେ ୧୨ଜଣ

କଳାହାଣ୍ଡି: ସରିଲା କଳାହାଣ୍ଡି ଜିଲ୍ଲାର୧୩ଟି ବ୍ଲକର ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସାର୍ଟିଫିକେଟ୍ ଯାଂଚ ପ୍ରକ୍ରିୟା । ଓ.ଟି.ଇ.ଟି ସାର୍ଟିଫିକେଟ୍ ଯାଂଚ ସମୟରେ ସାମ୍ନାକୁ ଆସିଲା ଚାଂଚଲ୍ୟକର ତଥ୍ୟ । ଜଣେ କି ଦୁଇଜଣ ନୁହେଁ ବରଂ ନକଲି ମାଷ୍ଟର ଭାବେ ସାମ୍ନାକୁ ଆସିଛି ୧୨ ଜଣ…

ଭାରସାମ୍ୟ ହରାଇ ପୋଖରୀରେ ପଶିଲା କାର, ଜଣେ ମୃତ

କେନ୍ଦୁଝର: ରାସ୍ତା ଦୁର୍ଘଟଣାରେ କେନ୍ଦୁଝର ଜିଲ୍ଲାରେ ଜଣେ ମୃତ । ସଦର ଥାନା ଠାକୁରଡିହି ଛକ ନିକଟରେ ଗୋଟିଏ କାର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶିଯାଇଥିଲା । କାର ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ…

ଗୋରୁ ଖାଇଗଲା ବିରି, ତୀର ନେଇଗଲା ମଣିଷ ଜୀବନ

କେନ୍ଦୁଝର: ବିରି ପାଇଁ ଚାଲିଗଲା ଯୁବକଙ୍କ ଜୀବନ । ଗୋରୁ ବିରି ଖାଇବା ଘଟଣାକୁ ନେଇ ଘଟିଯାଇଛି ନୃଶଂସ ହତ୍ୟାକାଣ୍ଡ । ଏଭଳି ଏକ ଘଟଣାକୁ ନେଇ କେନ୍ଦୁଝର ଜିଲ୍ଲା କୋଡାକଳା ଗାଁ ଚର୍ଚ୍ଚାକୁ ଆସିଛି । ସବିଶେଷ ରିପୋର୍ଟ ଅନୁଯାୟୀ ଗୁରୁବାର ଅପରାହ୍ନରେ କୋଡାକଳା ଗାଁର ଜଗଦୀଶ ଦେହୁରୀ, ସାଗୁ…