Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀ ସଦର ଥାନା କୋରୁଅ ଗୋଲାସାହିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପୁରୀ : ପୁରୀ ସଦର ଥାନା କୋରୁଅ ଗୋଲାସାହିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ଏନେଇ ମହିଳାଙ୍କ ବାପଘର ଲୋକେ ଯୌତୁକ ଜନିତ ହତ୍ୟାକାଣ୍ଡ ଦର୍ଶାଇ ସଦର ଥାନାରେ ଅଭିଯୋଗ କରିଛନ୍ତି । ମୃତ ମହିଳା ଜଣକ ହେଲେ ସୁଷମା ମାଛୁଆ । ଗତ ଦୁଇବର୍ଷ ତଳେ ବୈଦିକ ରୀତି ନୀତିରେ କୋରୁଅ ଗୋଲାସାହିର ପ୍ରଶାନ୍ତ…

ବିଶ୍ବର ପ୍ରଥମ ମ୍ୟାଲେରିଆ ଟିକାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଅନୁମତି

ନୂଆଦିଲ୍ଲୀ : ବିଶ୍ବର ପ୍ରଥମ ମ୍ୟାଲେରିଆ ଟିକାକୁ ମିଳିଛି ଅନୁମତି । RTS, S-AS01କୁ ଅନୁମତି ଦେଇଛି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ । ଏନେଇ ସୂଚନା ଦେଇଛନ୍ତି WHOର ମହାନିର୍ଦ୍ଦେଶକ ଟେଡରସ ଅଧନମ ଘେବ୍ରେସସ । ଏହି ଟିକାକୁ ଅନୁମତି ମିଳିବା ପରେ ବିଶ୍ବରେ ମ୍ୟାଲେରିଆ ନିରାକରଣ କ୍ଷେତ୍ରରେ ଏକ…

ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି । ଜିଲ୍ଲାରେ ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଯୋଜନାରେ ଉପକୃତ ହେବେ । ସେହିପରି ବ୍ରହ୍ମଗିରିରେ ୧ ହଜାର ୬…

IIMCର ୨୦୨୧-୨୨ ଶିକ୍ଷାବର୍ଷର ପାଠ୍ୟକ୍ରମ ଆରମ୍ଭ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି)ର ୨୦୨୧-୨୨ ଶିକ୍ଷାବର୍ଷର ପାଠ୍ୟକ୍ରମ ଅନ୍‍ଲାଇନ୍‍ ମାଧ୍ୟମରେ ଆରମ୍ଭ ହୋଇଛି । ଗୁରୁବାର ପୂର୍ବାହ୍ଣରେ ଇଂରାଜୀ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ଓ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ…

ମାଆକୁ ମହଙ୍ଗା ପଡିଲା ପୁଅ ପ୍ରତି ଅନାବିଳ ପ୍ରେମ, ଅବହେଳାରେ ଚାଲିଗଲା ନୀରିହ ଜୀବନ

ଉମରକୋଟ: ସାମାନ୍ୟ ପେନ୍‌ସନ ଟଙ୍କା ପାଇଁ ବଳିପଡିଲେ ବିଧବା ବୃଦ୍ଧା । ବଡ ପୁଅର ମୃତ୍ୟୁ ପରେ ବୋହୁର ନିର୍ଯାତନା ଓ ଅବହେଳାରେ ପ୍ରାଣ ହରାଇଛନ୍ତି ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କୁସୁମ ନାୟକ । ଉମରକୋଟ ଶିବାଜୀ ନଗରରେ ଉଦ୍ଧାର ହୋଇଛି କୁସୁମ ନାୟକ ନାମକ ଜଣେ ବିଧବା ବୃଦ୍ଧାଙ୍କ ଗଳିତ…

କାଁ ଭାଁ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ଏହି ସବୁ ଜିଲ୍ଲା ଗୁିଡିକ ହେଉଛି କଟକ ,ଖୋର୍ଦ୍ଧା .ଭୁବନେଶ୍ୱର,ନୟାଗଡ଼,ପୁରୀ ବୌଦ୍ଧ ଏବଂ କଳାହାଣ୍ଡି । ଆଗାମୀ…

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

ପାରାଦୀପ :  ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର…

ସହାୟତା ରାଶି ହଡ଼ପ ଅଭିଯୋଗ,ବିସ୍ଥାପିତଙ୍କ ବିକ୍ଷୋଭ

ନୂଆପଡା: ନୂଆପଡା ଜିଲ୍ଲା ଲୋୟର ଇନ୍ଦ୍ର ବିସ୍ଥାପିତଙ୍କ ସହାୟତା ଅର୍ଥ ରାଶି ଆତ୍ମସାତ ଘଟଣା । ଅନେକ ଦିନର ନିରବ ପରେ ଜଣେ ଦଲାଲ ମଧ୍ୟସ୍ଥି ଶ୍ୟାମ କୁମାର ଅଗ୍ରୱାଲକୁ ଗିରଫ କରି କୋର୍ଟ ଚାଲାଣ କରିଛି ଖଡ଼ିଆଳ ପୋଲିସ । ଘଟଣା ପରେ ପୂର୍ବତନ ଭୁ-ଅର୍ଜନ ଅଧିକାରୀ ନନ୍ଦ କିଶୋର ତାଣ୍ଡି ଫେରାର…

ରାଜ୍ୟରେ ସ୍କ୍ରାପ ପଲିସି କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇନାହିଁ: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରର ସ୍କ୍ରାପ ପଲିସି ନେଇ ରାଜ୍ୟ ସରକାର ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇନାହାଁନ୍ତି  ବୋଲି ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କାର୍ଯ୍ୟକାରୀ ନେଇ କିଛି ନିଷ୍ପତ୍ତି ହୋଇନି । ଗାଡି ଯଦି ଖରାପ ଥିବ ସେ ସଂକ୍ରାନ୍ତରେ ବିଚାର କରାଯିବ । ଯଦି ଗାଡ଼ି…

ପିସିସି ସଭାପତି ପଦରୁ ଇସ୍ତଫା ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର : ପିସିସି ସଭାପତି ପଦରୁ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପିସିସି ସଭାପତି ଚିରସ୍ଥାୟୀ ନୁହଁ ବୋଲି ସେ କହିଛନ୍ତି ।ସଭାପତି ରହିବା ନରହିବା ହାଇକମାଣ୍ଡଙ୍କ ଉପରେ ନିର୍ଭର କରେ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି । ମୁଁ ବହୁତ ଦିନ…