Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଆର୍‌ପିଏଫ୍ ଯବାନଙ୍କ ରହସ୍ୟଜନକ ମୃତ୍ୟୁ, ହତ୍ୟା ସନ୍ଦେହ

ସୁବର୍ଣ୍ଣପୁର: ଜଣେ ସିଆର୍‌ପିଏଫ୍ ଯବାନଙ୍କ ମୃତ୍ୟୁ ଘଟଣା ସୁବର୍ଣ୍ଣପୁରରେ ଚାଚଂଲ୍ୟ ଖେଳାଇଛି । ମୃତ ଯବାନ ପ୍ରତାପ ନାଏକଙ୍କ ଘର ମଝିପଡା ବୋଲି ଜଣାପଡିଛି । ଟ୍ରେନରେ ଘରକୁ ଫେରୁଥିବାବଳେ ଆସାମର ଲମଟିଂରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୃତଦେହରେ ବହୁ ଗଭୀର ଆଘାତ ଥିବାବେଳେ…

ହୁ ହୁ ବଢୁଛି ପିଆଜ ଦର

ଭୁବନନେଶ୍ୱର: ହୁ ହୁ ବଢୁଛି ପିଆଜ ଦର ।  ଅକ୍ଟୋବର ଆରମ୍ଭରୁ ତଥା ପାର୍ବଣ ଋତୁ ଆରମ୍ଭ ହେବା ପୂର୍ବରୁ ପୁଣି ବଢ଼ିଲା ପିଆଜ ଦର । ତୈଳ ଦର ପରେ କନ୍ଦାଇଲା ପିଆଜ । ଗତ ୨ ଦିନ ଭିତରେ ପିଆଜ କିଲୋ ଉପରେ ୨୦ ଟଙ୍କା ବୃଦ୍ଧି ପାଇଛି । ମହଙ୍ଗା ମାଡ଼କୁ ନେଇ ଖାଉଟି ହନ୍ତସନ୍ତ ହେଉଛନ୍ତି । ଚଳିତ…

‘ସରକାର ମୋତେ ରୋଜଗାର ଦିଅ’ ନାରା ଦେଇ ଭଞ୍ଜସେନାର ଗଣଧାରଣା

ମୟୁରଭଞ୍ଜ: ପର୍ଯ୍ୟଟନ ଶିଳ୍ପ ମାଧ୍ୟମରେ ଜିଲ୍ଲାର ଲକ୍ଷାଧିକ ବେକାର ଯୁବକ, ଯୁବତୀଙ୍କୁ ଆତ୍ମନିର୍ଭରଶୀଳ କରାଇବା ଦାବି ନେଇ ଭଞ୍ଜସେନା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ଶିଳ୍ପ ହିଁ ଏକମାତ୍ର ଶିଳ୍ପ ଯେଉଁଥିରେ କମ…

କରୋନାରେ ହାରିଗଲେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ

ଭୁବନେଶ୍ୱର : ଆରପାରିରେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ଦାସ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଆଦିତ୍ୟ କେୟାର ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସାଲେପୁରରେ…

[ଭିଡ଼ିଓ] ମାତାଲ ଡାକ୍ତରଙ୍କ ଭିଡ଼ିଓ ଭାଇରାଲ

ଢେଙ୍କାନାଳ : ନିଶାଶକ୍ତ ଅବସ୍ଥାରେ ଡାକ୍ତର ବାବୁ । ଡାକ୍ତରଖାନା ଭିତରେ ମାତାଲ ହୋଇପଡ଼ିଛନ୍ତି ଡାକ୍ତର ବାବୁ । ବାହାରେ ଅପେକ୍ଷା କରିଛନ୍ତି ରୋଗୀ । ଆଉ କାମ ଚଳାଉଛନ୍ତି ଆୟୁଷ ଡାକ୍ତର । ଖାଲି ସେତିକି ନୁହେଁ ଘଣ୍ଟ ଘୋଡାଇବାକୁ ସିକ୍ୟୁରିଟି ଗାର୍ଡ଼ ବି ରେଡି । ଏହି ଦୃଶ୍ୟ ଦେଖିବାକୁ ମିଳିଛି…

ବିଧାୟକଙ୍କ ନାଁରେ ୨ ହଜାର ଟଙ୍କା ଜରିମାନା

ପୁରୀ : ନିଷିଦ୍ଧାଞ୍ଚଳରେ ଗାଡି ଚଲାଇବା ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ପାଇଁ ପଡ଼ିଛି ମହଙ୍ଗା । ଶ୍ରୀ ମନ୍ଦିର ସମ୍ମୁଖରେ ଗାଡି ଭର୍ତି କରିଥିବାରୁ ବିଧାୟକଙ୍କ ଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ପୁରୀ ପୋଲିସ ବିଧାୟକଙ୍କ ଠାରୁ ଜରିମାନା ଆଦାୟ କରିଛି।ବିଧାୟକଙ୍କ…

ଭୂତ ଖାଉଛି ବୀମା ଟଙ୍କା,ଏଲଆଇସି ଏଜେଣ୍ଟ୍ ଗିରଫ

ଭୁବନେଶ୍ୱର: ଭୂତ ଖାଉଛି ବୀମା ଟଙ୍କା । ମୃତ ବ୍ୟକ୍ତିଙ୍କ ନାଁରେ ବୀମା ଟଙ୍କା ହଡ଼ପ ଅଭିଯୋଗ ।   ଜଣେ ଏଲଆଇସି ଏଜେଣ୍ଟ ଗିରଫ । ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି ଏଜେଣ୍ଟ କବିରାଜ ବେହେରା। ତାଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି । ସେ ୪ ଜଣ…

ଆଜାଦୀ କା ଅମୃତ ମହୋତ୍ସବରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ

ପୁରୀ: ପୁରୀ ବେଳାଭୂମିରେ ୭୫ତମ ଆଜାଦୀ କା ଅମୃତ ମହୋତ୍ସବ। ଦୁଇଦିନିଆ ପୁରୀ ଗସ୍ତରେ ଆସି କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ପୁରୀ ବ୍ଲୁଫ୍ଲାଗ ବେଳାଭୂମିରେ ଝାଉଁ ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କେନ୍ଦ୍ର…

ପାୱାରଟିଲର ମେସିନରେ ଚାପି ହୋଇ ଚାଷୀ ଗୁରୁତର

କାମାକ୍ଷାନଗର : ପାୱାରଟିଲର ମେସିନରେ ଚାପି ହୋଇ ଚାଷୀ ଗୁରୁତର । ନିଜ ଚାଷ ଜମିରେ ଚାଷ କଲାବେଳେ ଏପରି ଅଘଟଣାର ଶିକାର ହୋଇଛନ୍ତି ଚାଷୀ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଖଟଖୁରା ଗାଁ ରେ ଏପରି ଅଘଟଣ ଘଟିଛି । ଗୁରୁତର ଚାଷୀ ଜଣକ ହେଉଛନ୍ତି ପ୍ରତାପ କୁମାର ସାହୁ । ସେ ଚାଷ…

ମହିଳାଙ୍କ ଅଜବ ଜିଦ୍ , ଘଞ୍ଚ ଜଙ୍ଗଲରେ ତପସ୍ୟା ମଗ୍ନ

ପାପଡାହାଣ୍ଡି : ମହିଳାଙ୍କ ଅଜବ କାରନାମା । ବିନା ଖାଇବା ପିଇବାରେ ଜଙ୍ଗଲରେ ବସିଛନ୍ତି । ମୁଠାଏ ଦାନା ବି ନେଉନାହାନ୍ତି । ମନରେ ଗୋଟିଏ ନିଶା ପରମବ୍ରହ୍ମଙ୍କୁ ପ୍ରାପ୍ତ କରିବାକୁ କରୁଛନ୍ତି ତପସ୍ୟା । ଏହି ଦୃଶ୍ୟ ଦେଖିବାକୁ ମିଳିଛି ପାପଡାହାଣ୍ଡି ଢାମଣାପଦର ବାହାଲି ଜଙ୍ଗଲରେ । ମହିଳା ଜଣକ…