Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାରସୁଗୁଡ଼ାରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ଭୁବନେଶ୍ବର : ଝାରସୁଗୁଡାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଝାରସୁଗୁଡ଼ାରେ ପହଞ୍ଚିବା ପରେ ପ୍ରଥମେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକରେ ଆଲୋଚନା କରିଥିଲେ । ବୈଠକରେ ଜିଲ୍ଲାପାଳଙ୍କ…

ମାଲକାନଗିରିରେ ସଡକ ଦୁର୍ଘଟଣା, କାର ଧକ୍କାରେ ବାଇକ ଚାଳକ ମୃତ

ମାଲକାନଗିରି: ବାଇକ ଚାଳକଙ୍କୁ ଧକ୍କା ଦେଲା କାର୍ । ଘଟଣାସ୍ଥଳରେ ବାଇକ୍ ଚାଳକ ରିଙ୍କୁ ସିଙ୍ଗାଡିଙ୍କର ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ଟଙ୍ଗଗୁଡା ଗାଁରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଘଟାଇଥିବା କାରକୁ ଅଟକ ରଖିବା ସହ ଲୋକେ ୩୨୬…

ମାଲକାନଗିରିରେ ପେଟ୍ରୋଲ ଦର ବୃଦ୍ଧିକୁ ନେଇ ଚିନ୍ତାରେ ଲୋକ

ମାଲକାନଗିରି: ବଢ଼ିଛି ପେଟ୍ରୋଲ ଦର। ମାଲକାନଗିରି ଜିଲ୍ଲାରେ ଏନେଇ ଲୋକେ ଚିନ୍ତାରେ ପଡ଼ିଛି। ଜିଲ୍ଲାର କାଲିମେଳା ସହରରେ ପେଟ୍ରୋଲ ଦର ଲିଟର ପିଛା ୧୧୦ଟଙ୍କା ରହିଥିବାବେଳେ ଡିଜେଲ ଦର ୧୦୬ଟଙ୍କା ରହିଛି। ମାତ୍ର ମାଲକାନଗିରି ଭଳି ଏକ ପଛୁଆ ଜିଲ୍ଲାରେ ତୈଳ କମ୍ପାନୀର ଏହି ଆଗୁଆ ଦର…

ମାଆ ଭଣ୍ଡାରଘରଣୀଙ୍କ ପୀଠରେ ନବରାତ୍ରୀ ପୂଜା

ନବରଙ୍ଗପୁର : ମାଆ ଭଣ୍ଡାରଘରଣୀଙ୍କ ପୀଠରେ ଆରମ୍ଭ ହେଲା ଶାରଦୀୟ ନବରାତ୍ରୀ ପୂଜା । ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ଭଣ୍ଡାରଘରଣୀଙ୍କ ପୀଠରେ ଶାରଦୀୟ ନବରାତ୍ରୀ ପୂଜା ଆରମ୍ଭ ହୋଇଛି । ଆଜି ଠାରୁ ଏହି ନବଦିନାତ୍ମକ ଦଶହରା ଉତ୍ସବ ଆରମ୍ଭ ହୋଇ ବିଜୟ ଦଶମୀରେ ଶେଷ ହେବ । ଶାରଦୀୟ ଦଶହରା…

ସୁବର୍ଣ୍ଣପୁର ଉଲୁଣ୍ଡା ରେଞ୍ଜ ହିକୁଡି ଗାଁରେ ହାତୀ ଉପଦ୍ରବ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ହିକୁଡି ଗାଁରେ ହାତୀ ଉପଦ୍ରବ । ହାତୀପଲ ଗାଁକୁ ଆସି ଅନେକ ଧାନବିଲ ଦଳି ଚକଟି ନଷ୍ଟ କରି ଦେଇଥିବା ଦେଖିବାକୁ ମିଳିଛି । ତେବେ ଏହି ହାତୀ ପଲ ଫେରିନପାରି ଗାଁରେ ରହିଯାଇଛନ୍ତି । ହାତୀପଲରେ ୪ଟି ବଡ ହାତୀ ଏବଂ ଦୁଇଟି ଛୁଆ ହାତୀ ଅଛନ୍ତି…

କାଲି ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ପୁରୀ : ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ୨୧ଟି ପଞ୍ଚାୟତର ୧୯ ହଜାର…

ଆରମ୍ଭ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’

ଭୁବନେଶ୍ବର : ଆରମ୍ଭ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’ । ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ-ଓଟିଡିସି ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ବିତୀୟ ସଂସ୍କରଣକୁ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଶୁଭାରମ୍ଭ କରିଛନ୍ତି । ଓଡ଼ିଶାର ପାରମ୍ପରିକ…

ଡିଆରଡିଓ ତଥ୍ୟ ଲିକ୍‌ ମାମଲା, ପଦାକୁ ଆସିଲା ରହସ୍ୟମୟୀ ମହିଳାଙ୍କ ପାକିସ୍ତାନ ଲିଙ୍କ୍

ଭୁବନେଶ୍ବର : ଖୋଲୁଛି ଡିଆରଡିଓ ତଥ୍ୟ ଲିକ୍‌ ମାମଲାର ଗୋଟିଏ ପରେ ଗୋଟିଏ ରହସ୍ୟ । ପଦାରେ ପଡିଛି ରହସ୍ୟମୟୀ ମହିଳାଙ୍କ ପାକିସ୍ତାନ ଲିଙ୍କ । ଏହି ରହସ୍ୟମୟୀ ମହିଳା ଜଣଙ୍କର ଆଇଏସଆଇ ସହ ଲିଙ୍କ ଥିବା ସନ୍ଦେହ କରିଛି କ୍ରାଇମବ୍ରାଞ୍ଚ । ତେବେ ଏହି ଫେସବୁକ୍ ପାକିସ୍ତାନରୁ ଅପରେଟ୍‌…

ହରଡ଼ଘଣାରେ ଚାଷୀ

ଟିଟିଲାଗଡ଼: ହରଡ଼ଘଣାରେ ଏବେ ଟିଟିଲାଗଡ଼ ଚାଷୀ। ଗତ ସୋମବାର ଦିନ ଟିଟିଲାଗଡ଼ ଉପଜିଲ୍ଲାପାଳ ସାରର ବ୍ୟାପକ କଳାବଜାରୀ ହେଉଥିବା ନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଦୋକାନ ଓ ଗୋଦାମ ଚଢ଼ାଉ କରିବା ସହ ଅନେକ ସ୍ଥାନରୁ ବେଆଇନଭାବେ ସାର ବି ଜବତ କରିଥିଲେ। ଏହି ମଧ୍ୟରେ ଚାଷୀମାନଙ୍କ ପାଇଁ…

ମା’ ସୁରେଶ୍ବରୀଙ୍କ ଧବଳମୁଖୀ ବେଶ

ସୁବର୍ଣ୍ଣପୁର: ଆଜିଠୁ ଆରମ୍ଭ ହେଉଛି ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା । ଆଜିଠୁ ମା' ସୁରେଶ୍ବରୀ ଭିନ୍ନ ଭିନ୍ନ ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ବଳିଯାତ୍ରାର କେନ୍ଦ୍ରବିନ୍ଦୁ ପାଲଟିଥିବା ଗଡଜାତର ଇଷ୍ଟଦେବୀ ମା' ସୁରେଶ୍ବରୀ ଭିନ୍ନ ଭିନ୍ନ ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ…