Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି । ଏକାଧିକ ପଜିଟିଭ୍…

ଗଞ୍ଜେଇ ଚୋରା ଚାଲାଣ ବେଳେ ଚଢାଉ

ଜୟପୁର: ଗଞ୍ଜେଇ ଚାଲାଣ ବେଳେ ଚଢାଉ । ଜୟପୁର ସଦର ପୋଲିସ ଗଞ୍ଜେଇ ଚାଲାଣ ବେଳେ ଚଢାଉ କରିଛି । ଜୟପୁର ଘାଟି ଶିବ ମନ୍ଦିର ନିକଟରେ ଚଢାଉ କରିଥିଲା । ନମ୍ବର ବିହିନ ଏକ ଟ୍ରକରେ ରାୟପୁର ଗଞ୍ଜେଇ ଚାଲାଣ ବେଳେ ପଣ୍ଡ କରିଥିଲା ସଦର ପୋଲିସ । ଏହି ଗଞ୍ଜେଇ କୋରାପୁଟ ଜିଲା ସିମାନ୍ତ ସୁଙ୍କିର…

ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି

କଟକ: ପବିତ୍ର ମହାଳୟା ବା ଖଡିଲାଗି ଅମାବାସ୍ୟା ।  କଟକର ବିଭିନ୍ନ ପୂଜା ମଣ୍ଡପରେ ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତିରେ ଖଡି ଲାଗି କରାଯାଇଛି । ଖାନନଗର ଖପୁରିଆ ଶିଳ୍ପାଞ୍ଚଳ ପୂଜା ମଣ୍ଗପ ସମେତ ଅନ୍ୟ ସ୍ଥାନରେ ମଧ୍ୟ ଖଡି ଚଢାଯାଇଛି ।  ଆଜି ମୂର୍ତ୍ତିରେ ଖଡିଲାଗି କରାଯାଇଥିବା ବେଳେ…

ପୁଣି ଲଘୁଚାପ , ଫିକା ପଡିବ ପାର୍ବଣ

ଭୁବନେଶ୍ୱର: ପୁଣି ଆସୁଛି ଲଘୁଚାପ । ଫିକା ପଡିବ ପାର୍ବଣ । ଏଥର ବର୍ଷାରେ ଭିଜିବ ପୁରା ଦଶହରା । ଅକ୍ଟୋବର ତୃତୀୟ ସପ୍ତାହରେ ବି ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ରକୁ ମୁହାଁଉଥିବା ଛୋଟ ବାତ୍ୟା ସୃଷ୍ଟି ହେବା ପାଇଁ ପାଗ ଅନୁକୂଳ ରହିଛି । କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ।…

ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫଦାରି ପ୍ରତିବାଦରେ ଯାଜପୁରରେ କଂଗ୍ରେସର ବିକ୍ଷୋଭ

ଯାଜପୁର: ଉତ୍ତରପ୍ରଦେଶରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫ ଦାରି ପ୍ରତିବାଦରେ ଯାଜପୁରରେ କଂଗ୍ରେସର ପ୍ରତିବାଦ ଓ ବିକ୍ଷୋଭ କରାଯାଇଛି। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପ୍ରିୟଙ୍କା ଲକ୍ଷ୍ମୀପୁର ଯାଉଥିବା ସମୟରେ ପୋଲିସ ତାଙ୍କୁ ଗିରଫ କରିଛି। ଏହାର ପ୍ରତିବାଦ କରି ଯାଜପୁର…

କନ୍ଧମାଳରୁ ଚିତାବାଘ ଛାଲ ଜବତ, ଜଣେ ଗିରଫ

ଫୁଲବାଣୀ: ଓଡିଶା ପୋଲିସ ଅଧିନସ୍ତ ଏସ୍‌ଟିଏଫ୍‌କୁ ମିଳିଛି ସଫଳତା । ଜବତ ହୋଇଛି ଗୋଟିଏ ଚିତାବାଘ ଛାଲ । ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଏସ୍‌ଟିଏଫ୍ ଟିମ୍ ପଚରାଉଚରା ଚଳାଇଛି । ଆଜି ସିପ୍ତିଗୁଡାରେ ଚିତାବାଘ ଛାଲ ଡିଲ୍ ହେଉଥିବା ନେଇ ଏସଟିଏଫ୍ ଟିମ୍ ବିଶ୍ୱସ୍ତ ସୁତ୍ରରୁ…

ଓଡ଼ିଆ ଅଭିନେତ୍ରୀ ଉଷସୀ ମିଶ୍ର କୋଭିଡ଼ ପଜିଟିଭ୍

ଭୁବନେଶ୍ୱର:ଜଣାଶୁଣା ଓଲିଉଡ଼ ଅଭିନେତ୍ରୀ ଉଷସୀ ମିଶ୍ର କୋଭିଡ଼୍-୧୯ ପରୀକ୍ଷା କରିଥିଲେ। ଇନଷ୍ଟାଗ୍ରାମରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଉଷସୀ କହିଛନ୍ତି, ଜ୍ୱର ହେବା ପରେ ସେ ଆରଟିପିସିଆର ପରୀକ୍ଷା ପାଇଁ ଯାଇଥିଲେ। ମଙ୍ଗଳବାର ରିପୋର୍ଟ ପାଇବା ପରେ ସେ ପଜିଟିଭ ଥିବା ଜାଣିଥିଲେ। ଗତ…

ଯାଜପୁରରେ ଉଦ୍ଧାର ହେଲା ବିରଳ ମାଛ

ଯାଜପୁର : ନାଳରୁ ଉଦ୍ଧାର ହେଲା ବିରଳ ମାଛ । ଯାଜପୁର ବିଂଝାରପୁର ବରହମପୁର ନାଳରୁ ଏପରି ବିରଳ ମାଛ ଉଦ୍ଧାର କରାଯାଇଛି । ଏହି ମାଛର ଜିଭ ମଣିଷପରି ହୋଇଥିବା ଦେଖିବାକୁ ମିଳିଛି । ମାଛ କେନାଲରେ ଭାସୁଥିବା ଦେଖି ସ୍ଥାନୀୟ ଲୋକମାନେ ଉଦ୍ଧାର କରିଛନ୍ତି । ଏହି ମାଛକୁ କରେଣ୍ଟ ମାଛ କୁହାଯାଉଛି ।…

ପଚା ଅଣ୍ଡାରୁ କେକ୍‌, ଜବତ କଲା ସିଏମ୍‌ସି

କଟକ: ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି ଜବତ ହୋଇଛି । ସାଆନ୍ତ ସାହି ବେକେରି ଫ୍ୟାକ୍ଟ୍ରିକୁ ଚାଲାଣ ବେଳେ ଜବତ କରିଛି ସିଏମସି । ପାଉଁରୁଟି, କେକ୍ ଭଳି ଖାଦ୍ୟ ସାମଗ୍ରୀ…

ଉତ୍ତରପ୍ରଦେଶ ଚାଷୀ ମୃତ୍ୟୁ ଘଟଣା: ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସର ଧାରଣା

ସୋନପୁର: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖୀରିଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଚାଷୀଙ୍କ ପାଇଁ ନ୍ୟାୟ ଦାବି କରିଛି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ। ଏନେଇ ସ୍ଥାନୀୟ ବସଷ୍ଟାଣ୍ଡ ନିକଟରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଦିଆଯାଇଛି। ଜିଲ୍ଲା କଂଗ୍ରେସ ସଭାପତି…