Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଲାଙ୍ଗିରରେ ବନ୍ଧୁକ ମୁନରେ ଯୁବକଙ୍କ ଠାରୁ ଲୁଟ୍, ଅଭିଯୁକ୍ତ ଗିରଫ

ବଲାଙ୍ଗିର : ବଲାଙ୍ଗିର ସହର ରେଳ ଷ୍ଟେସନ ରାସ୍ତା ଏଫସିଆଇ ଗୋଦାମ ନିକଟରେ ବନ୍ଧୁକ ମୁନରେ ଯୁବକଙ୍କ ଠାରୁ ଲୁଟ୍ ଅଭିଯୋଗ । ଘଟଣାର କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ଗିରଫ କରିଛି ବଲାଙ୍ଗିର ଟାଉନ ପୋଲିସ । ଗିରଫ ଅଭିଯୁକ୍ତ ହେଲା ବଲାଙ୍ଗିର ସହର କଂସାରୀପଡାର ସିଦ୍ଧାର୍ଥ କୁମ୍ଭାର ।…

ଲୁଟ୍ ମାମଲାରେ ୪ ଗିରଫ

ରାଉରକେଲା: ରାଉରକେଲା ସେକ୍ଟର-୩ ପୋଲିସ ୪ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।  ଗିରଫଙ୍କ ମଧ୍ୟରେ ଅଛନ୍ତି ଦୁଇ ମହିଳାଙ୍କ ସହ ଦୁଇ ପୁରୁଷ ।  ଗତ ୨୩ ତାରିଖରେ ସେକ୍ଟର-୨ କ୍ବାର୍ଟରରୁ ସୁନା ଗହଣା, ଟିଭି, ମୋବାଇଲ, ବାଇକ୍ ସହ ଦାମୀ ଲୁଗା ପଟା ଚୋରି ହୋଇଥିବାର…

ନଦୀ ଭିତରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମତ୍ସ୍ୟଜୀବୀ ମୃତ

ଦେବଗଡ଼ : ବାରକୋଟ ଥାନା ଅନ୍ତର୍ଗତ ବଳିତା ଗାଁରେ ଅଘଟଣ । ବ୍ରାହ୍ମଣୀ ନଦୀରେ ଡଙ୍ଗାରେ ମାଛ ଧରୁଥିବା ବେଳେ, ବିଦ୍ୟୁତ ସଂସ୍ପର୍ଶରେ ଆସି ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି । ମୃତ ମତ୍ସ୍ୟଜୀବୀ ହେଲେ ବଳିତା ଗାଁର ଜୟନ୍ତ ତିଇଁ । ହେଲେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ସହଯୋଗୀ ଦୀପୁ ।…

ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ମୁନ୍ନାକୁ ଆଜୀବନ ଜେଲ୍ , ଦଣ୍ଡାଦେଶ ଶୁଣାଇଲେ କେନ୍ଦ୍ରାପଡ଼ା ଜିଲ୍ଲା ଦୌରା ଜଜ୍

କେନ୍ଦ୍ରାପଡା : ଗାଙ୍ଗଷ୍ଟାର ହାଇଦର ର ପୁଅ ତଥା ଦୁର୍ଦାନ୍ତ ଅପରାଧୀ ସେକ କାଦିର ଓରଫ ମୁନ୍ନାକୁ ଆଜି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରାଜଜ । ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଂଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାକାଣ୍ଡରେ କାଦିର ଦୋଷୀ ସାବ୍ୟସ୍ତ…

ବଲାଙ୍ଗିରରେ କାବୁ ହେଲା ଏଟିଏମ୍ ଲୁଟେରା

ବଲାଙ୍ଗିର : ବଲାଙ୍ଗିରରେ କାବୁ ହେଲେ ଏଟିଏମ୍ ଲୁଟେରା । ଏଟିଏମ ଭିତରେ ସାହାଯ୍ୟ ବାହାନାରେ ଅଭିନବ ଉପାୟରେ ଲୁଟ୍ କରୁଥିବା ବେଳେ ଜଣଙ୍କୁ କାବୁ କରିଛନ୍ତି ଲୋକେ । ଘଟଣାରେ ଆଉ ୨ ଜଣ ଫେରାର ହୋଇଯାଇଛନ୍ତି । ଅଟକ ଥିବା ଲୁଟେରାକୁ ଲୋକେ ଟାଉନା ଥାନା ପୋଲିସ ଜିମା ଦେଇଛନ୍ତି । ଅଟକ…

ମହାନଦୀରେ ଭାସିଗଲେ ଗୋଟିଏ ପରିବାରର ୩ ସଦସ୍ୟ, ଦୁଇ ଉଦ୍ଧାର

ସମ୍ବଲପୁର: ଗାଧୋଇବାକୁ ଯାଇ ସମ୍ବଲପୁର ମହାନଦୀ ଦଲେଇପଡା ଘାଟରେ ଭାସିଗଲେ ଗୋଟିଏ ପରିବାରର ୩ ସଦସ୍ୟ । ଆଜି ଅପରାହ୍ନରେ ଏହି ଅଘଟଣ ଘଟିଥିଲାବଳେ ଦୁଇଜଣଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ରହିଛି । ଅପରାହ୍ନ ପ୍ରାୟ ୪ଟା ସମୟରେ ଦଲେଇପଡା ଘାଟରେ ପେନସନପଡାର ୪୦ ବର୍ଷୀୟ ଏମ୍‌ଡି ଅଲତାଫ୍‌,…

ବିଜୁଳିର ବିଭିନ୍ନ ସମସ୍ୟାକୁ ନେଇ ଆମ୍ ଆଦମୀ ପାର୍ଟିର ଧାରଣା

ପୁରୀ: ବିଜୁଳିର ବିଭିନ୍ନ ସମସ୍ୟା ନେଇ ଆମ୍ ଆଦମୀ ପାର୍ଟି ତରଫରୁ ପୁରୀ ରେଡ଼କ୍ରସସ୍ଥିତ ମୁଖ୍ୟ ବିଜୁଳି ଅଫିସ୍ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ପ୍ରଦର୍ଶନ କରାଯାଇଛି। ଅହେତୁକ ବିଦ୍ୟୁତ ଦରବୃଦ୍ଧି ଓ ତୃଟିପୂର୍ଣ୍ଣ ବିଦ୍ୟୁତ ବିଲକୁ ବିରୋଧ ଏବଂ ଓଡ଼ିଶାର ବିଜୁଳି ଉପଭୋକ୍ତାଙ୍କୁ ୨୦୦ୟୁନିଟ୍…

ହାଇକୋର୍ଟରେ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା

କଟକ: କ୍ରାଇମବ୍ରାଞ୍ଚ୍ ତଦନ୍ତ ଉପରୁ ଭରଷା ତୁଟାଇଲେ ମୃତ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପରିବାର । ସେହି ରହସ୍ୟଜନକ ମୃତ୍ୟୁ ମାମଲା ଉପରୁ ପର୍ଦ୍ଦା ଉଠାଇବା ଲାଗି ସୋମବାର ସୌମ୍ୟଙ୍କ ବାପା ହାଇକୋର୍ଟଙ୍କ ଆଶ୍ରୟ ନେଇଛନ୍ତି । ପୁରା ଘଟଣା କ୍ରମର ତଦନ୍ତ, ସିବିଆଇ କିମ୍ବା ହାଇକୋର୍ଟଙ୍କ ଦ୍ଵାରା ଗଠିତ…

୧୧ କେଭି ବିଦ୍ୟୁତ ନେଲା ଆଇଟିଆଇ ଛାତ୍ରଙ୍କ ଜୀବନ , ଅନ୍ୟଜଣେ ଗୁରୁତର

କେନ୍ଦୁଝର : ୧୧ କେଭି ବିଦ୍ୟୁତ ତାର ନେଲା ଛାତ୍ରଙ୍କ ଜୀବନ । କେନ୍ଦୁଝର ବଡବିଲ ଆଇଟଆଇ ଶିକ୍ଷାନୁଷ୍ଠାନ ପରିସରରେ ଆଜି ଏକ ଅଘଟଣ ଘଟିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି । ମୃତ ଛାତ୍ର ଜଣକ ଫିଟର ଟ୍ରେଡ ପଢ଼ୁଥିବା ବେଳେ ସେ ମୟୂରଭଞ୍ଜ ଜିଲ୍ଲାର…

ଭିଜିଲାନ୍ସ ଜାଲରେ ସିଡିପିଓ

କଳାହାଣ୍ଡି: ପୁଣି ଭିଜିଲାନ୍ସ ରେଡ୍ । ଲାଞ୍ଚ ନେଇ ଧରାପଡିଲେ ସିଡିପିଓ । ଭିଜିଲାନ୍ସ ହାତରେ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସିଡିପିଓ । ଛତୁଆ ବିଲ୍ ପାସ୍ ପାଇଁ ନେଉଥିଲେ ଟଙ୍କା ।  ଛତୁଆ ବିଲ୍ ପାସ୍ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଗିରଫ କରିଛି ।…