Latest Odisha News

BREAKING NEWS

Browsing Category

ଓଡିଶା

Odisha

Ganja Seized: ୮୦ କେଜି ଗଞ୍ଜେଇ ଜବତ, ବନ୍ଧାହେଲା ଅଭିଯୁକ୍ତ

ବୌଦ୍ଧ: ପୋଲିସ ଚଢାଉ କରି ପ୍ରାୟ ୮୦ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ଗିରଫ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାଉଁସୁଣୀ ଥାନାର ରଙ୍ଗାମାଟିଆ ଜଙ୍ଗଲ ପାଖ ରାସ୍ତାରେ ଗୁରୁବାର ରାତିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା । ପୋଲିସ ଚଢାଉ କରି ୮୦ କେଜି ଗଞ୍ଜେଇ ସହ ଗୋଟିଏ ବାଇକ ଜବତ…

Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ

ଭୁବନେଶ୍ବର: ଆଜି ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ସୂଚନା ରହିଛି । ଶେଷ ନିଶ୍ବାସ ତ୍ୟାଗ ବେଳକୁ ୭୦ବର୍ଷ ବୟସ ହୋଇଥିଲା । ଡିସେମ୍ବର ୫ତାରିଖରେ ଅସୁସ୍ଥ ହୋଇ ସେ…

Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ

ନୂଆଦିଲ୍ଲୀ: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଆଜି କେନ୍ଦ୍ର ବଜେଟକୁ ସ୍ୱାଗତ କରି ଏହାକୁ ଏକ ଦୂରଦୃଷ୍ଟିସମ୍ପନ୍ନ ଏବଂ ସମାବେଶୀ ବଜେଟ ଭାବେ ବର୍ଣ୍ଣନା କରିଛନ୍ତି, ଯାହା ଭାରତର ବିକାଶ ଯାତ୍ରାର କେନ୍ଦ୍ରରେ ଜନଜାତି ସମ୍ପ୍ରଦାୟଙ୍କୁ, ବିଶେଷ କରି ଓଡ଼ିଶାବାସୀଙ୍କୁ ସ୍ଥାନ…

Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

କଟକ:ବିଲଡର ସଂସ୍ଥା ମାଲିକ ସଞ୍ଜୀବ ବିଶ୍ୱାଳ ଗିରଫ । ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଗିରଫ କଲା କଟକ ସଦର ଥାନା ପୋଲିସ । ୩୮ଲକ୍ଷ ଠକେଇ ଅଭିଯୋଗରେ ବିଲ୍ଡର ଗିରଫ । ଦୁଇ ଜଣ ବ୍ୟକ୍ତିଙ୍କୁ ଜମି ଦେବାକୁ କହି ଠକି ଥିବା ଅଭିଯୋଗ ହୋଇଥିଲା । ସୂଚନାଥାଉକି, ୨୦୨୪ ସାଧାରଣ ନିର୍ବାଚନରେ…

ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…

ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ର ବଜେଟ୍ ପରେ ଓଡ଼ିଶାର ବିରୋଧୀ ଦଳ ନେତାମାନଙ୍କ ଦ୍ୱାରା ଏହାକୁ ନେଇ ତୀବ୍ର ସମାଲୋଚନା କରାଯାଇଛି। କେନ୍ଦ୍ର ସରକାର ରାଜ୍ୟ ପାଇଁ ସମାନ ବିକାଶ ପ୍ରଦାନ କରିବାରେ ବିଫଳ ହୋଇଥିବା ବିରୋଧୀ…

ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ

କଟକ: ରେଭେନ୍‌ସା ବିଶ୍ୱବିଦ୍ୟାଳୟ ଭୂଗୋଳ ବିଭାଗର ପ୍ରଫେସର ତଥା ମୁଖ୍ୟ ଡକ୍ଟର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦ (କୋର୍ଟ)ର ସଦସ୍ୟ ରୂପେ ମନୋନୀତ ହୋଇଛନ୍ତି। ବିଶ୍ୱଭାରତୀର ପରିଦର୍ଶକ (ଭିଜିଟର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିବର୍ଷ ପାଇଁ ପ୍ରଫେସର ଦାସଙ୍କୁ ମନୋନୀତ…

ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…

ଭୁବନେଶ୍ୱର: ଗତ ସପ୍ତାହ ମଧ୍ୟରେ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅନେକ ସଂଖ୍ୟକ ପ୍ରାଣୀଙ୍କ ମୃତ୍ୟୁ ହେବାରେ ଲାଗିଛି। ତେବେ ଜାନୁଆରୀ ୨୩ରୁ ଜାନୁଆରୀ ୩୦ ମଧ୍ୟରେ ଚିଡ଼ିଆଖାନା ରେ ପାଞ୍ଚଟି ଲୁଣିଆ କୁମ୍ଭୀର, ଦୁଇଟି ଧଳା ମୟୂର ଏବଂ ଗୋଟିଏ ହରିଣକୁ ମିଶାଇ ମୋଟ…

Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍‌…

ଭୁବନେଶ୍ୱର: ସ୍ୱୟଂ ସହାୟକ ଗୋଷ୍ଠୀର ଭଉଣୀମାନେ କେବଳ ଲାଭାର୍ଥୀ ନୁହନ୍ତି, ସେମାନେ ଓଡ଼ିଶା ବିକାଶ ଯାତ୍ରାରେ ଅଂଶୀଦାର । ସେମାନଙ୍କ କଠିନ ପରିଶ୍ରମ, ଶୃଙ୍ଖଳା ଏବଂ ଉଦ୍ୟୋଗୀ ମନୋଭାବ ଗ୍ରାମୀଣ ଅର୍ଥନୀତିରେ ପରିବର୍ତ୍ତନ ଆଣିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଠାରେ…

Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍ ଏକ ଅଭିବୃଦ୍ଧି ମୂଳକ ବଜେଟ୍। ସମାଜର ସବୁ ବର୍ଗର ଲୋକଙ୍କ ଅଭିବୃଦ୍ଧି ଉପରେ ଏଥିରେ ଗୁରୁତ୍ବ ଦିଆଯାଇଛି। ଯୁବ ଶକ୍ତିର ବିକାଶ ଉପରେ ସ୍ବତନ୍ତ୍ର ଫୋକସ୍…

Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…

ଭୁବନେଶ୍ୱର: ଏଥର ବଜେଟରେ ଓଡ଼ିଶାର ଉନ୍ନତି ରେୟାର ୟାର୍ଥ ହବ ଠାରୁ ଶିଳ୍ପ, ପର୍ଯ୍ୟଟନ ଜାତୀୟ ଜଳପଥ ବଜେଟରେ ମିଳିଛି ପ୍ରୋତ୍ସାହନ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୬-୨୭ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି, ଯେଉଁଥିରେ ଓଡ଼ିଶାରେ ଭିତ୍ତିଭୂମି, ଶିଳ୍ପ ଏବଂ…