Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ ଡିଜିଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କଲେ ୨ ମହିଳା ମାଓବାଦୀ

କୋରାପୁଟ: ଲାଲବାହିନୀରୁ ତୁଟୁଛି ଭରସା । ସମାଜର ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ । କୋରାପୁଟ ଜିଲ୍ଲାରେ ଆଜି ଦୁଇ ଜଣ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ପୋଲିସ ଡିଜି ଅଭୟ କୋରାପୁଟ ଗସ୍ତରେ ଯାଇଥିବା ବେଳେ ତାଙ୍କ ନିକଟରେ ସେମାନେ ଆତ୍ମସମର୍ପଣ କରିଛନ୍ତି । ପୋଲିସ ଡିଜି…

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ପୁରୀ: ଶ୍ରୀକ୍ଷେତ୍ରରେ ଚାଂଚଲ୍ୟ ଖେଳାଇଛି ଜଣେ ପୋଲିସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ମାମଲା । ମୃତ ପୋଲିସ କର୍ମଚାରୀ ଜଣକ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିଲେ । ଗତକାଲି ପୁରୀ ସଦର ହୁଲୁହୁଳିଆ ପୋଲ ନିକଟ ରେଳଧାରଣା ପାଶ୍ୱର୍ରୁ ପୋଲିସ କର୍ମୀଙ୍କ ମୃତଦେହ ଉଦ୍ଧାର…

ଆଜି ରାଜ୍ୟରୁ ୫୨୮ କରୋନା ପଜିଟିଭ୍, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫ଶହକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୫୨୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୩ ସଂକ୍ରମିତ । ୨୧ ଜିଲ୍ଲାରୁ ଆଜି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ…

ପିପିଲି ଉପନିର୍ବାଚନ କାଉଣ୍ଟିଂ: ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ରୁଦ୍ର ମହାରଥୀ

ପୁରୀ: କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ପ୍ରଥମେ ପୋଷ୍ଟାଲ୍ ବାଲଟ୍ ଗଣା ଯାଇଥିଲା । ଏହାପରେ ଇଭିଏମ୍ ପେଡି ଖୋଲିଥିଲା । ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୧୪୦୬ ଭୋଟ୍‌ରେ ଆଗୁଆ ଥିବା ସୂଚନା…

କାହା ଦଖଲକୁ ଯିବ ପିପିଲି: ଖୋଲିଲା ଇଭିଏମ୍ ପେଡ଼ି, ଆଜି ଆସିବ ରେଜଲ୍ଟ

ପୁରୀ: ପ୍ରଦୀପ ମହାରଥୀଙ୍କ ଅବର୍ତ୍ତମାନରେ କାହା ଦଖଲକୁ ଯିବ ପିପିଲି । ବିଜେଡି ପୁଣି ଥରେ କବଜା କରିବ ନା ବିରୋଧୀଙ୍କ ହାତକୁ ଯିବ ପିପିଲି । ଆଜି ସ୍ପଷ୍ଟ ହେବ ଉପନିର୍ବାଚନ ଜନାଦେଶ କାହା ସପକ୍ଷରେ ଯାଇଛି । କିଏ କାହାକୁ ଦେଉଛି ମାତ ? ବିଜୟ ବ୍ୟବଧାନ କେତେ ରହୁଛି ? ପିପିଲି ଉପନିର୍ବାଚନ…

ବୌଦ୍ଧ ମହାନଦୀ ସେତୁ ଉପରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସିପଡିଲେ ମହିଳା

ବୌଦ୍ଧ : ବୌଦ୍ଧ ଜିଲ୍ଲା କିଆକଟା ମହାନଦୀ ସେତୁ ଉପରେ ଦୁର୍ଘଟଣା । ବାଇକ ଓ କାର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ପତ୍ନୀ ବ୍ରିଜ୍ ତଳକୁ ଖସିପଡିଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି…

ଅନୁଗୁଳ ଓ ଢ଼େଙ୍କାନାଳ ସମେତ ୧୦ଟି ସ୍ଥାନରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନୂତନ ଗୃହ ଲୋକାର୍ପଣ

ଅନୁଗୁଳ : ଅନୁଗୁଳ ଓ ଢ଼େଙ୍କାନାଳ ସମେତ ୧୦ଟି ସ୍ଥାନରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନୂତନ ଗୃହର ହୋଇଛି ଲୋକାର୍ପଣ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ନୂତନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଲୋକାର୍ପଣ କରିଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ରେ ପିଲାଙ୍କୁ…

ଅନୁଗୁଳ ଜଏରାଟରେ ଗାନ୍ଧି ଜୟନ୍ତୀ ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ : ଗାନ୍ଧି ଜୟନ୍ତୀରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସ୍ଥାନୀୟ ଅଞ୍ଚଳର ବୁଣାକାର, ହସ୍ତଶିଳ୍ପୀ, କାରିଗରମାନଙ୍କ ଦ୍ବାରା ତିଆରି ଉତ୍ପାଦିତ ଜିନଷ କିଣିବାକୁ ଆହ୍ବାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗାନ୍ଧି ଜୟନ୍ତୀ ଅବସରରେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ…

ପୂଜା ବଜାରରେ ଆଡ୍ଡା ଜମାଇବେ ପପୁ ପମ୍‌ପମ୍‌, ରିଲିଜ୍ ହେବ “ଗାଁର ନାଁ ଗାଲୁଆପୁର”

ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଦୁର୍ଗାପୂଜା ମାହୋଲକୁ ସରଗରମ କରିବାକୁ ସଜବାଜ ହେଉଛନ୍ତି ପପୁ ପମ୍‌ପମ୍ ଓ ଅଭିନେତ୍ରୀ ମନୀଷା । ଆଉ ଦିନ କେଇଟା ପରେ ରିଲିଜ୍ ହେବ ବହୁ ପ୍ରତିକ୍ଷୀତ ଓଲିଉଡ ଫିଲ୍ମ “ଗାଁର ନାଁ ଗାଲୁଆପୁର” । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଫିଲ୍ମର ରିଲିଜ୍…

ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ବ

ଭୁବନେଶ୍ବର : ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ କୁମାର ପଟ୍ଟନାୟକଙ୍କୁ ମିଳିଛି ବଡ଼ ଦାୟିତ୍ବ । ତାଙ୍କୁ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଓଡ଼ିଆ ଭାବେ ଏୟାର ମାର୍ଶାଲ ଦିଲ୍ଲୀପ ପଟ୍ଟନାୟକଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।…