Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆନ୍ଧ୍ରକୁ ଓଡ଼ିଶାର କଡ଼ା ଜବାବ, କୋଟିଆ ନେରେଡିବାଲସାରେ ଲାଗିଲା ଓଡ଼ିଆ ନାମଫଳକ

କୋରାପୁଟ : ଆନ୍ଧ୍ରକୁ ଓଡ଼ିଶାର କଡ଼ା ଜବାବ । କୋଟିଆରେ ଲାଗିଲା ଓଡ଼ିଆ ନାମ ଫଳକ । ଗତ ୨୭ ତାରିଖ ରାତିରେ ବିବାଦୀୟ କୋଟିଆରେ ଓଡ଼ିଶା ପକ୍ଷରୁ ଲଗାଯାଇଥିବା ନାମଫଳକୁ ହଟାଇ ଦେଇଥିଲା ଆନ୍ଧ୍ର । ଆଉ ଆଜି କୋରାପୁଟ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ପଟାଙ୍ଗି ବ୍ଲକ ପ୍ରଶାସନ ୩ଟି ଗ୍ରାମରୁ…

ତିନି ଯୋଡ଼ା ସ୍ବତନ୍ତ୍ର ଟ୍ରେନର ପୁନଃ ଚଳାଚଳ

ଭୁବନେଶ୍ବର : ରେଳ ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ସୂଚନା । ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ତିନି ଯୋଡା ଟ୍ରେନର ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି ରେଳବାଇ । କଟକ-ପୁରୀ-କଟକ, କଟକ-ଭଦ୍ରକ-କଟକ ଏବଂ କଟକ-ପାରାଦୀପ-କଟକ ସ୍ବତନ୍ତ୍ର ଟ୍ରେନକୁ ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି…

ବୈପାରିଗୁଡା ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ରାୟ ପ୍ରକାଶ

କୋରାପୁଟ : ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି । ଜୟପୁର ସ୍ୱତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟରେ ଏହି ରାୟ ପ୍ରକାଶ ପାଇଥିଲ। ଅଭିଯୁକ୍ତକୁ ବୈପାରିଗୁଡା ଥାନା ଅନ୍ତର୍ଗତ ଦିସାରିଗୁଡାର ବୈଦନାଥ କୁମାରଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡ ସହ ୨୫ ହଜାର ଟଙ୍କା ଆର୍ଥିକ…

ରେଳ ବିଭାଗର ନୂଆ ନିୟମ

ନୂଆଦିଲ୍ଲୀ: ଟିକେଟ ବୁକ୍ କରିବା ପୂର୍ବରୁ ଭାରତୀୟ ରେଳ ବିଭାଗର ନୂଆ ନିୟମ । ଭାରତୀୟ ରେଳର ସମୟ ସାରଣୀରେ ପରିବର୍ତ୍ତନ ହେବାକୁ ଯାଉଛି । କରୋନା ମହାମାରୀ ପାଇଁ ବନ୍ଦ ରହିଥିବା ରେଳ ସେବା ଦୁଇ ବର୍ଷ ପରେ ନୂଆ ସମୟ ସାରଣୀ ମୁତାବକ ଚାଲିବ । ଅକ୍ଟୋବର ପହିଲାରୁ ପ୍ରୟାଗରାଜ ମଣ୍ଡଳରେ ସମସ୍ତ…

ମହାମାରୀ କରୋନା ପାଇଁ ଅକ୍ଟୋବର ଗାଇଡଲାଇନ୍ ଆଣିଲେ ରାଜ୍ୟ ସରକାର

ଭୁବନେଶ୍ବର : ଆସିଲା ଅକ୍ଟୋବର ମାସର କୋଭିଡ ଗାଇଡଲାଇନ୍ । ପାର୍ବଣ୍ୟକୁ ନଜରରେ ରଖି ରାଜ୍ୟ ସରକାର ଆଣିଛନ୍ତି ନୂଆ ଗାଇଡଲାଇନ୍ । ଏହି ନିର୍ଦ୍ଦେଶାବଳୀ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ଯାଏ ବଳବତ୍ତର ରହିବ । ଏ ନେଇ ଏସଆରସି ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି । ପୂଜା…

ଅନ୍ତର୍ଜାତୀୟ ହକିରୁ ଅବସର ନେଲେ ବୀରେନ୍ଦ୍ର ଲାକ୍ରା ଓ ରୂପିନ୍ଦର ପାଲ୍ ସିଂହ

ଭୁବନେଶ୍ବର : ଅନ୍ତର୍ଜାତୀୟ ହକିରୁ ଅବସର ନେଲେ ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ବୀରେନ୍ଦ୍ର ଲାକ୍ରା । ଆଜି ବିଦ୍ଧିବଦ୍ଧ ଭାବେ ସେ ହକିକୁ ଅଲବିଦା କହିଥିବା ଘୋଷଣା କରିଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ହକି ଇଣ୍ଡିଆ । ୩୧ ବର୍ଷୀୟ ବୀରେନ୍ଦ୍ର ଲାକ୍ରା ୨୦୧ ମ୍ୟାଚରେ…

ମାଳି ପର୍ବତରୁ ଖଣି ଖନନ ସପକ୍ଷରେ କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

କୋରାପୁଟ : କୋରାପୁଟରେ ଖଣି ସପକ୍ଷବାଦୀଙ୍କ ରାଲି । ମାଳି ପର୍ବତରୁ ବକ୍ସାଇଟ୍ ଖନନଜୁ ସମର୍ଥନ ଜଣାଇଛନ୍ତି ୪ଟି ପଞ୍ଚାୟତର ଲୋକେ । ତୁରନ୍ତ ଖଣି ଖନନ କରାଗଲେ ଅଞ୍ଚଳର ଲୋକଙ୍କୁ ନିଯୁକ୍ତି ମିଳିବ ବୋଲି ଲୋକେ ଦାବି କରିଛନ୍ତି । ଖଣି ଖନନ କରିବା ନେଇ ଜନ ଶୁଣାଣି କରିବାକୁ ଜିଲ୍ଲାପାଳଙ୍କ…

ମହାବୀର ବସ୍ତିରେ ମହିଳାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପ୍ରେମିକକୁ ବାନ୍ଧିଲା ଭରତପୁର ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନା ମହାବୀର ବସ୍ତି ମହିଳାଙ୍କ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତ ପ୍ରେମିକ ଗିରଫ । କୋଲକାତାର ଶେଖ ଫରିଦକୁ ଗିରଫ କରିଛି ପୋଲିସ । ଓଡ଼ିଶା ଆସିବା ପରେ ସେ ନିଜ ନାମ ପରିବର୍ତ୍ତନ କରି କାର୍ତ୍ତିକ ଜେନା ରଖିଥିଲା । ଗତକାଲି କାର୍ତ୍ତିକ ଓରଫ ଶେଖ ଫରିଦ…

ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ମୃତ

ଆନନ୍ଦପୁର: ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ । ମୃତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ବାଙ୍ଖିଡି ନିକଟରେ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଜଣେ ଏନ୍‌କିୟୁଏମ୍‌ ଅଧିକାରୀ ଗୁହାରଚନ୍ଦ୍ର ପନୱର  ବୋଲି…

ପାର୍ବଣ ସମୟରେ ସତର୍କତା, ଭିଡକୁ ନଯିବା ଲାଗି ପରାମର୍ଶ

ଭୁବନେଶ୍ବର: ପାର୍ବଣ ସମୟରେ ଭିଡକୁ ଦୃଷ୍ଟିରେ ରଖି କୋଭିଡ଼ ସଂକ୍ରମଣ ବଢ଼ିପାରେ । ସଂକ୍ରମଣ ବଢ଼ିପାରେ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।   ସେ ନେଇ ସଚେତନ ହେବା ଆବଶ୍ୟକ । ତେଣୁ ସମସ୍ତେ କୋଭିଡ୍ ମାର୍ଗ ଦର୍ଶିକା ପାଳନ କରିବା । ସାମାଜିକ ଦୂରତା ରକ୍ଷା କରିବା ଓ ଭିଡକୁ…