Latest Odisha News

BREAKING NEWS

Browsing Category

ଓଡିଶା

Odisha

ମର୍ମନ୍ତୁଦ ଦୁର୍ଘଟଣା, ଜଣେ ମୃତ ଜଣେ ଗୁରୁତର

ଢେଙ୍କାନାଳ : ଦୁର୍ଘଟଣା ନେଲା ଜୀବନ । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର କୁଲେଇ ଠାରେ ଥିବା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକକୁ ପଛ ପଟୁ ଧକ୍କା ଦେଲା ଟ୍ରକ । ଫଳରେଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ…

ମୁହଁ ଖୋଲିଲେନି ବିଦ୍ୟାଭାରତୀ

ବଲାଙ୍ଗିର: ଫାଇନାଲ୍‌ ସେମିଷ୍ଟର ଦେଲେ ବିଦ୍ୟାଭାରତୀ । କାହା ସହିତ କଥା ହେଲେନି । ବିଦ୍ୟା ବାପା କହିଲେ- ବିଦ୍ୟା ଓ ପୁରା ପରିବାର ମାନସିକ ଚାପରେ ଅଛୁ  । ପରୀକ୍ଷା ଦେଲେ ବିଦ୍ୟାଭାରତୀ । ବହୁଚର୍ଚ୍ଚିତ ମୃତ ପାରଳାଖେମୁଣ୍ଡି ଏସିଏଫ୍‌ଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ…

୧୧ ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ, ୨୪ଘଣ୍ଟାରେ ବର୍ଷିବ ଜୋର୍

ଭୁବନେଶ୍ୱର: ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସହ ହେବ ବଜ୍ରପାତ । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ଭିତରେ ଜୋର୍ ବର୍ଷା ଓ ବଜ୍ରପାତ ହୋବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୧୧ ଜିଲ୍ଲାରେ ଅଧିକ…

ଯାଜପୁରରେ ମାତିଛନ୍ତି ଚୋର, ଦୋକାନରୁ ଚୋରି ଅଭିଯୋଗ

ଯାଜପୁର : ଯାଜପୁରରେ ମାତିଛନ୍ତି ଚୋର । ଯାଜପୁର ଜିଲ୍ଲା ବିଝାରପୁର ଥାନା ବାଳମୁକିଳି ଛକରେ ବିଳମ୍ବିତ ରାତିରେ ଦୋକାନ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ପ୍ରାୟ ୩ଟି ଦୋକାନରୁ ଚୋର ମାନେ ସ୍କାଇ ଲାଇଟ ଭାଙ୍ଗି ବହୁ ଜିନିଷ ପତ୍ର ଲୁଟ୍ କରିଛନ୍ତି । ବଜାରରେ ଥିବା ମେଡିସିନ ଷ୍ଟୋର…

ପୁଅ ଜିଉଁନ୍ତିଆ ପୂଜା ବନ୍ଦାପନା

ସୁବର୍ଣ୍ଣପୁର : ଆଶ୍ବୀନ ମାସ ମୂଳାଷ୍ଟମୀରେ ସାରା ପଶ୍ଚିମ ଓଡିଶାରେ ପାଳିତ ହୋଇଯାଇଛି ପୁଅ ଜିଉନ୍ତିଆ ଓଷା l ହେଲେ ସୁବର୍ଣ୍ଣପୁର ଗଡଜାତରେ ଏହି ପୂଜାର ସ୍ୱତନ୍ତ୍ରତା ରହିଛି l ସନ୍ତାନମାନଙ୍କ ମଙ୍ଗଳ ତଥା ଦୀର୍ଘାୟୁ କାମନା କରି ମାଆ ମାନେ ଅତି ନିଷ୍ଠାର ସହ ଏହି ଓଷା ପାଳନ କରିଛନ୍ତି l ଏହି…

ଲୋକସେବା ଭବନରୁ ଢମଣା ଉଦ୍ଧାର

ଭୁବନେଶ୍ୱର : ରାଜ୍ୟ ଲୋକସେବା ଭବନରେ ସାପ । ୪ ଫୁଟ୍ ଲମ୍ବର ଢମଣା ସାପ ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ । ରାଜ୍ୟ ଲୋକସେବା ଭବନର ହୋମ ଡିପାର୍ଟମେଣ୍ଟର କୋର୍ଡିନେସନ ସେକ୍ସନରୁ ଢମଣା ସାପଟିକୁ ଉଦ୍ଧାର କରାଯାଇଥିଲା । ଆଜି ସକାଳ ୯.୧୫ ମିନିଟ ପାଖାପାଖି ସମୟ ହେବ ଗୃହ ବିଭାଗ କର୍ମଚାରୀ…

ବୈତରଣୀରେ କୁମ୍ଭୀର ଆତଙ୍କ

ଯାଜପୁର : ଯାଜପୁର ଜିଲ୍ଲା ବୈଚରଣୀ ନଦୀରେ କୁମ୍ଭୀର ଆତଙ୍କ । ମଇଁଷିକୁ ପାଣି ଭିତରକୁ  ଟାଣିନେଲା କୁମ୍ଭୀର । ଦଶରଥପୁର ବ୍ଲକ ଅନ୍ତର୍ଗତ କୟାଁ ଅଞ୍ଚଳ ରେ ଏଭଳି ଘଟଣା ଘଟିଛି । ଯାହାକୁ ନେଇ ସ୍ଥାୟୀୟ ଅଞ୍ଚଳ ବାସୀ ଭୟଭୀତ ହୋଇପଡ଼ିଛନ୍ତିା କୟାଁ ପଞ୍ଚାୟତ ଇଚ୍ଚାପୁର ନିକଟରେ କୁମ୍ଭୀର…

ଟ୍ରେନ୍ ଦୁର୍ଘଟଣାରେ ଆଖି ବୁଜିଲେ ହାସ୍ୟ ଅଭିନେତା ଗୁଡୁଙ୍କ ମାଆ

ଯାଜପୁର: ଓଲିଉଡ୍ ହାସ୍ୟ ଅଭିନେତା ଗୁଡୁଙ୍କ ମାଆ ଟ୍ରେନରୁ ଖସି ପଡ଼ି ମୃତ୍ୟୁବରଣ କରିଛନ୍ତି । ଯାଜପୁର ଜିଲ୍ଲା ଯଖପୁରା ରେଳ ଷ୍ଟେସନରେ ଏହି ଦୁର୍ଘଟଣା ଘଟିଛି । ଟ୍ରେନରେ ଚଢୁଥିବା ବେଳେ ଖସି ପଡ଼ିଥିଲେ ଗୁଡୁଙ୍କ ମାଆ ଗୀତାଞ୍ଜଳି ।  ସେ ତାଙ୍କ ଝିଅ ସହ ଖୋର୍ଦ୍ଧା-କେନ୍ଦୁଝର ଇଣ୍ଟରସିଟି…

ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଦୁଇ ଯବାନ ଗୁରୁତର

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁରରେ ମାଓ ହିଂସା । ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଦୁଇ ସିଆରପିଏଫ୍ ଯବାନ ଗୁରୁତର। ମୋଦକପାଲ୍ ଥାନା ଅନ୍ତର୍ଗତ ହାଲବାପଡ଼ା ଗାଁ ନିକଟରେ ହୋଇଛି ବିସ୍ପୋରଣ । ଆହତ ଯବାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବରେ ୪ ଜଣଙ୍କ ନାଁ ସୁପାରିଶ

କଟକ: ଓଡ଼ିଶା ହାଇକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା । ଏଥିପାଇଁ ୪ ଜଣଙ୍କର ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ୍ । ଦୁଇ ଜଣ ଆଡ୍‌ଭୋକେଟ୍‌ ଓ ଦୁଇ ଜଣ ଜୁଡ଼ିସିଆଲ ଅଫିସରଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରାଯାଇଛି । ଜୁଡିସିଆଲ୍ ଅଫିସର ରାଧାକୃଷ୍ଣ…