Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୀରାକୁଦ ଡ୍ୟାମ୍ ଭର୍ତ୍ତି: କ୍ଷମତା ଯେତିକି ଏବେ ପାଣି ଅଛି ସେତିକି

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାର ଫୁଲ୍ । ଯେତିକି ଜଳ ଧାରଣ କ୍ଷମତା ଏବେ ଡ୍ୟାମରେ ସେତିକି ପରିମାଣର ଜଳ ରହିଛି । ହୀରାକୁଦ ଡ୍ୟାମର ବିପଦ ସଙ୍କେତ ୬୩୦ ଫୁଟ୍ । ଏବେ ଜଳଭଣ୍ଡାରରେ ସମାନ ପରିମାଣର ଜଳସ୍ତର ରହିଛି । ଏବେ ଦୁଇଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ…

ଯୁବକଙ୍କ ତଣ୍ଟିକାଟି ହତ୍ୟା, ବ୍ରିଜ ନିକଟରୁ ମୃତଦେହ ଉଦ୍ଧାର

ବରଗଡ଼: ତଣ୍ଟି କାଟି ଯୁବକଙ୍କୁ ହତ୍ୟା । ନିର୍ମମ ଭାବରେ ହତ୍ୟା କରିବା ପରେ ମୃତଦେହକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ । ବରଗଡ଼ ସହରର ଅମ୍ବାପାଲି ବନଜାରି ବ୍ରିଜ ନିକଟସ୍ଥ ପଡିଆରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ ରହିଛି ଗଭୀର କ୍ଷତ…

ରାଜ୍ୟରେ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ: ୩ କୋଟି ଡୋଜ୍ ଭ୍ୟାକସିନ୍ ଦିଆଗଲାଣି

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଚାଲିଛି କୋଭିଡ୍ ଟିକାକରଣ । କରୋନା ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ କୋଟି ଡୋଜ୍ କୋଭିଡ୍ ଭ୍ୟାକସିନ୍ ଦିଆଗଲାଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ୍ ଟିକାକରଣରେ…

ଅନୁଗୁଳରୁ ୧୨ ଫୁଟର ଅହିରାଜ ସାପ ଉଦ୍ଧାର

ଅନୁଗୁଳ: ବିରାଟକାୟ ଅହିରାଜ ସାପ ଉଦ୍ଧାର । ଅନୁଗୁଳ ଜିଲ୍ଲା ଗଡତରାସ ଗାରୁ ୧୨ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର ହୋଇଛି । ଶିବ ମନ୍ଦିର ନିକଟ ଏକ ଜଳାଶୟ ପାଖରେ ଏକ ବଡ଼ ସାପକୁ ଗାଁର କିଛି ଲୋକ ଦେଖି ଭୟଭୀୟ ହୋଇଯାଇଥିଲେ । ତୁରନ୍ତ ଗ୍ରାମ ସଭାପତି ସୁବର୍ଣ୍ଣୀ ପ୍ରଧାନ ଏସମ୍ପର୍କରେ ଅନୁଗୁଳର…

ମା’ ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା

ଯାଜପୁର: ଧରାପୃଷ୍ଠକୁ ଅବତରଣ କରିବେ ମା’ । ଏଥିପାଇଁ ଶକ୍ତିପୀଠ ଚଳଚଞ୍ଚଳ ହେଲାଣି । ମା’ଙ୍କ ଆଗମନ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା । ଏହି ପୂଜା ଆଗାମୀ ୧୬ ଦିନ ଧରି ହେବାର ପରମ୍ପରା ରହିଥିବା ବେଳେ…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଆଜି ପାଇଁ…

ପରିବାର ପେନସନ୍ ସୁବିଧା ପାଉଥିବା ଭିନ୍ନକ୍ଷମଙ୍କ ଆୟସୀମା ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ : ଯେଉଁ ପରିବାର ପେନସନ୍ ଭୋଗୀ ଶାରୀରିକ ଓ ମାନସିକ ଭିନ୍ନକ୍ଷମ ହୋଇଥିବେ ସେମାନଙ୍କ ପାଇଁ ଥିବା ଆୟ ସୀମାକୁ ବୃଦ୍ଧି କରିଛନ୍ତି ସରକାର । ଫଳରେ ମୃତକଙ୍କ ଭିନ୍ନକ୍ଷମ ପିଲା ଏହା ଦ୍ବାରା ଉପକୃତ ହେବେ ଏବଂ ପରିବାର ପେନ୍‌ସନ ସେମାନେ ପୂର୍ବଭଳି ପାଇବେ । ଏହି ଆୟ ସୀମା ମାସିକ ୯୦୦୦…

ଖଣିଜ ଉତ୍ପାଦନ ଓ ବେନିଫିସେସନ ପ୍ଲାଣ୍ଟର କ୍ଷମତା ବୃଦ୍ଧି ପ୍ରସଙ୍ଗ, ଜନଶୁଣାଣିରେ ଟାଟା ଷ୍ଟିଲକୁ ମିଳିଲା ସମର୍ଥନ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡ଼ାରେ ଥିବା ଟାଟା ଷ୍ଟିଲ୍ ଲିମିଟେଡର ଯୋଡ଼ା ଇଷ୍ଟ ଆଇରନ୍ ମାଇନ୍ ଖଣିରୁ ଖଣିଜ ଉତ୍ପାଦନ ଓ ବେନିଫିସେସନ ପ୍ଲାଣ୍ଟର କ୍ଷମତା ବୃଦ୍ଧି ପାଇଁ ଶେଷ ହୋଇଛି ପରିବେଶ ସଂକ୍ରାନ୍ତୀୟ ଜନ ଶୁଣାଣି । ପୂର୍ବରୁ ଗତ ଏପ୍ରିଲ ୨୬ ତାରିଖରେ ଏହି ଜନ ଶୁଣାଣି ହେବାର ଥିଲା ।…

ଭଦ୍ରକ ତିହିଡି ଅଞ୍ଚରେ ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ସାଇଣ୍ଟିଫିକ ଟିମର ତଦନ୍ତ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ ପୀରହାଟ ଥାନା ନଛିବିନ୍ଧା ଗ୍ରାମରେ ଅଭାବନୀୟ ଘଟଣା । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମହିଳାଙ୍କ ମୃତଦେହ । ମୃତା ମହିଳା ଶଶଧର ରାଉଳଙ୍କ ସ୍ତ୍ରୀ କବିତା ରାଉଳ ବୋଲି ଜଣାଯାଇଛି । ଶୋଇବା ଘର ଖଟ ଉପରେ ମୃତଦେହ ପଡ଼ିଥିବା ବେଳେ, ସିଲିଂ…

ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫିରେ ଭାଗନେବା ପାଇଁ ସୁନ୍ଦରଗଡ଼ ଜିଲ୍ଲାର ଜୟ ବାବାମଣି କୁହାଁ ନୃତ୍ୟ ଦଳ…

ସୁନ୍ଦରଗଡ଼ : ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପାଇଁ ହେବାକୁ ଥିବା ପ୍ରତିଯୋଗିତାରେ ଭାଗନେବା ଲାଗି ମନୋନୀତ ହାଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକର ଜୟ ବାବାମଣି କୁହାଁ ନୃତ୍ୟ ଦଳ । ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଲୋକକଳା ପ୍ରତିଯୋଗିତାରେ ସଂଘର…