Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ। ଲୋକଭବନ ହେଉଛି…

ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ସାମ୍ବାଦିକମାନଙ୍କୁ ଆଶ୍ୱସ୍ତି। ଆଉ ଆୟୁଷ୍ମାନ ଯୋଜନାରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା। ଓଡ଼ିଶାରେ ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ…

ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆରମ୍ଭ ହେଲାଣି ପାର୍ବଣ ଋତୁ। ପାର୍ବଣ ପୂର୍ବରୁ କଟକ ଡିସିପି ଦେଇଛନ୍ତି କଡ଼ା ଚେତାବନୀ। କଟକ ସହରରେ ଜୋର ଜବରଦସ୍ତ ଚାନ୍ଦା ଆଦାୟ ମନା। ଜୋର ଜବରଦସ୍ତ ଚାନ୍ଦା ମାଗୁଥିଲେ ୧୧୨କୁ କଲ୍‌ କରିବାକୁ ଦିଆଯାଇଛି ପରାମର୍ଶ। ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ପ୍ରବଳ ବର୍ଷା ଆଶଙ୍କା; ଏହି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାର କିଛି ଅଂଶରେ ସ୍କୁଲଗୁଡ଼ିକୁ ଆଜି ବନ୍ଦ ରହିଛି। ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ପରେ ଭଦ୍ରକ ଜିଲ୍ଲାରେ ତିହିଡି ଏବଂ ଚାନ୍ଦବାଲି ବ୍ଲକର ଦଶଟି ସ୍କୁଲ ବନ୍ଦ ରହିବ। ପିଲାମାନଙ୍କ…

ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ, ସରଗରମ ରାଜନୀତି

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସେହିପରି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଉଭୟଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା। ରିପୋର୍ଟ ଅନୁଯାୟୀ,…

ବଢୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଛାନିଆ ଲୋକେ

ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ଆଉ ଏକ ସମ୍ଭାବ୍ୟ ବନ୍ୟା ବିପଦ ସୃଷ୍ଟି ହୋଇଛି। କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ବୈତରଣୀ ନଦୀ ପୂର୍ବରୁ ଏହାର ବିପଦ ସ୍ତର ଅତିକ୍ରମ କରିଛି। ଆଜି ସକାଳ ସୁଦ୍ଧା…

ସେପ୍ଟେମ୍ବର ପହିଲାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଜି ରାଜ୍ୟର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି। ଫଳରେ ସେପ୍ଟେମ୍ବର ମାସ ଆରମ୍ଭରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି କିଛି ସ୍ଥାନରେ ଝଡ଼ ଏବଂ ବଜ୍ରପାତ ମଧ୍ୟ…

ଟ୍ରେନ୍‌ରେ ଭିଡ଼ କମାଇବାକୁ ରେଳବାଇର ନୂଆ ଯୋଜନା: ସେପ୍ଟେମ୍ବର ମାସ ପାଇଁ ବଢିବ ଏସି ଓ ସ୍ଲିପର କୋଚ୍ ସଂଖ୍ୟା

ଭୁବନେଶ୍ୱର: ଆଗକୁ ପାର୍ବଣ ଋତୁ ଆସୁଥିବାରୁ ବିଭିନ୍ନ ଟ୍ରେନ୍‌ଗୁଡ଼ିକରେ ଯାତ୍ରୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଲାଣି । ଏହି ସମୟରେ ଯାତ୍ରୀମାନଙ୍କ ଗହଳିକୁ ଆଖି ଆଗରେ ରଖି ତଥା ସେମାନଙ୍କୁ ଅଧିକ ଆରାମଦାୟକ ଓ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ଏକ…

ରାଜ୍ୟରେ ଆଉ ୩ ଦିନ ବର୍ଷିବ: ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜକୁ ଆଇଏମଡିର ‘ରେଡ୍ ଆଲର୍ଟ’

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ଏବେ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ସମଗ୍ର ଓଡ଼ିଶାରେ ପାଗ ବଦଳିବା ସହ ଆଗାମୀ ଆଉ ତିନି ଦିନ ଧରି ରାଜ୍ୟରେ ଲଗାଣ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ…

Safety of tourists at Deomali:ଦେଓମାଳିରେ ସୁରକ୍ଷାକୁ ନେଇ ଲାଗିବ CCTV , ଜଗିବେ ସୁରକ୍ଷାକର୍ମୀ;ପର୍ଯ୍ୟଟକଙ୍କ…

କୋରାପୁଟ:ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଦେଓମାଳିରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କୋରାପୁଟ ଜିଲ୍ଲା ପ୍ରଶାସନ । ଦେଓମାଳିରେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ ଘଟଣା ପରେ ଦେଓମାଳିରେ ସୁରକ୍ଷା ବ୍ୟବସ୍ଥା କଡ଼ା କରିବାକୁ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ…