Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରଗଡ଼ରେ ପୋଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଘଟଣାରେ ୪ ଜଣଙ୍କୁ କାର୍ଯ୍ୟାନ୍ତର

ବରଗଡ଼ : ବରଗଡ଼ ଟାଉନ୍‌ ଥାନାରେ ପୋଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୋଲିସ ହେପାଜତରେ ଗୋବିନ୍ଦ କୁମ୍ଭାରଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହେବା ପରେ ୪ ଜଣଙ୍କୁ କାର୍ଯ୍ୟାନ୍ତର କରାଯାଇଛି । କାର୍ଯ୍ୟାନ୍ତର ହୋଇଥିବା ୪ ପୋଲିସ କର୍ଚାରୀ ହେଲେ, ଏସଆଇ…

ବିଦ୍ୟୁତ ସଂସ୍ପର୍ଶରେ ଆସି କଳାହାଣ୍ଡି ଦଶପୁର ଗାଁରେ ବ୍ୟକ୍ତିଙ୍କ ମୃତ୍ୟୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ହେଲେ ଦଶପୁର ଗ୍ରାମର ଘନଶ୍ୟାମ ମେହେର । ଆଜି ସକାଳେ ଘନଶ୍ୟାମ ନିଜ ମୋଟର ସାଇକେଲ ଗ୍ୟାରେଜକୁ ଯାଇ ମିଟର…

ମାଓ ଦମନ ରଣନୀତି ବୈଠକରେ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ : ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଅଞ୍ଚଳ ପ୍ରସଙ୍ଗରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଗୁରୁତ୍ବପୂର୍ଣ୍ଣ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉଠାଇଛନ୍ତି ।…

ବିବାଦୀୟ କୃଷି ଆଇନ ବିରୋଧରେ ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଲୀ : ବିବାଦୀୟ କୃଷି ଆଇନ ବିରୋଧରେ ଆସନ୍ତାକାଲି ଭାରତ ବନ୍ଦ । ସଂଯୁକ୍ତ କିଷାନ ମୋର୍ଟ୍ଟା ପକ୍ଷରୁ ଦିଆଯାଇଥିବା ଏହି ବନ୍ଦକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି । ୪୦ଟି କୃଷକ ସଙ୍ଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚାର ଏହି ବନ୍ଦ ଡାକରାରେ ସାମିଲ ହେବା ପାଇଁ…

ଭୁବନେଶ୍ବରରୁ ୪ ଆନ୍ତଃରାଜ୍ୟ ଏଟିଏମ ଲୁଟେରା ଗିରଫ

ଭୁବନେଶ୍ବର : ଭୁବନେଶ୍ବରରୁ ୪ ଆନ୍ତଃରାଜ୍ୟ ଏଟିଏମ ଲୁଟେରା ଗିରଫ । ଭୁବନେଶ୍ବରର ଟଙ୍କପାଣିରେ ଥିବା ଏକ ଏଟିଏମରେ ଲୁଟ୍ ବେଳେ ଏମାନଙ୍କୁ କାବୁ କରିଛି ସ୍ପେଶାଲ ସ୍କ୍ବାଡ । ୪ ଜଣଙ୍କ ଘର କାନପୁରର ଓ ପଶ୍ଚିମବଙ୍ଗ । ଏମାନେ ପୁରୀ, ବାରିପଦା ସମେତ ବିଭିନ୍ନ ସ୍ଥାନରେ ୩୦ରୁ ଅଧିକ ଏଟିଏମ ଲୁଟ୍…

ଆରମ୍ଭ ହେଲା ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ଗୁଲାବ୍ । ଆରମ୍ଭ ହେଲା ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା । କଳିଙ୍ଗପଟ୍ଟନମ ଠାରୁ ୨୫ କିଲୋମିଟର ଦୂରରେ ଉପକୂଳ ଅତିକ୍ରମ କରିବ ବାତ୍ୟା । ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୩ ଘଣ୍ଟା ଧରି ଚାଲିବ । ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ସରିବ ଲ୍ୟାଣ୍ଡଫଲ…

ଜିରୋ କାଜୁଆଲିଟିକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ‘ଗୁଲାବ’ । ଏହା ପୂର୍ବରୁ ବାତ୍ୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିରୋ କାଜୁଆଲ୍ଟି ବା ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧନଜୀବନ ସୁରକ୍ଷା ସହିତ କୋଭିଡ୍ ନିୟମ ପାଳନ ପାଇଁ ଲୋକଙ୍କୁ ନିବେଦନ…

ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ବାଲେଶ୍ୱର: ଆସୁଛି ବାତ୍ୟା ଗୁଲାବ । ଅସ୍ଥିର ରହିଛି ସମୁଦ୍ର । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ତାଳସରୀ ସମୁଦ୍ର ମୁହାଣରେ ଭାସିଗଲେ ଦୁଇ ପର୍ଯ୍ୟଟକ । ଗୋଟିଏ ପଟେ ଗୁଲାବକୁ ନେଇ ସ୍ଥାନୀୟ ପ୍ରଶାସନ ପ୍ରସ୍ତୁତି ଚଳାଇଥିବାବେଳେ ଏଭଳି ଏକ ଖବର ଚିନ୍ତାର କାରଣ ପାଲଟିଛି । ମିଳିଥିବା…

ସମ୍ଭାବ୍ୟ ବାତ୍ୟା “ଗୁଲାବ”ର ମୁକାବିଲା ପାଇଁ ପ୍ରସ୍ତୁତ ଭାରତୀୟ ନୌସେନାର ଜାହାଜ ଓ ବିମାନ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ଗୁଲାବ' ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ସ୍ଥଳଭାଗ ଅତ୍ରିକମ ବୋଲି ଆକଳନ କରାଯାଇଛି । ଏଥିପାଇଁ ଘୂର୍ଣ୍ଣିଝଡର ଗତିବିଧି ଉପରେ ଭାରତୀୟ ନୌସେନା ତୀକ୍ଷ୍ଣ ନଜର ରଖିଛି ।…

କଥା ରଖିଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ମିଳିଲା ସହାୟତା ରାଶି

କେନ୍ଦୁଝର: ମୁଣ୍ଡଳିରେ ଖବର ସଂଗ୍ରହ କରୁଥିବା ସମୟରେ ଜଣାଶୁଣା ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଖେଳିଥିଲା ଶୋକର ବାତାବରଣ । ଅରିନ୍ଦମଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା…