Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଦ୍ରକ ପାଲଟିଛି ବ୍ରାଉନ୍ ସୁଗାର ବେପାରୀଙ୍କ ଭୂସ୍ୱର୍ଗ, ପୁଣି ୨ ଗିରଫ

ଭଦ୍ରକ: ପ୍ରତିଦିନ ଭଦ୍ରକ ଜିଲ୍ଲାରେ ସାମ୍ନାକୁ ଆସୁଛି ବ୍ରାଉନ ସୁଗାର କାରବାର ଜନିତ ଖବର । ଗତକାଲି ପୁରୁଣାବଜାର ପୋଲିସ ହାତରେ ଧରାପଡିଛନ୍ତି ଦୁଇ ବ୍ରାଉନ୍ ସୁଗର ଚାଲାଣକାରୀ । ସେମାନଙ୍କଠାରୁ ବ୍ରାଉନ୍ ସୁଗାର ଜବତ ହୋଇଥିଲାବେଳେ ଜାରି ରହିଛି ତଦନ୍ତ । ଗତକାଲି ଭଦ୍ରକ ଟାଉନ ଓ ଇଛାପୁର…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ଗୃହ ମନ୍ତ୍ରାଳୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶୁକ୍ରବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ୩ ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରାଳୟ ବୈଠକ ବସିବ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର, ୧୨ ଗେଟ୍‌ ଖୋଲା

ଭୁବନେଶ୍ବର: ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ସର୍ବାଧିକ ୬୩୦ ଫୁଟ ଜଳ ଧାରଣ କ୍ଷମତା ଥିବାବେଳେ ଏହାର ୯୮%ରୁ ଅଧିକ ଏବେ ଭରିଗଲାଣି । ଏବେ ୬୨୯.୩୩ ଫୁଟରେ ଜଳ ସ୍ତର ଥିବାବେଳେ ଘଣ୍ଟାକୁ ଘଣ୍ଟା ପାଣି ବଢ଼ୁଛି । ତେଣୁ ଡ୍ୟାମ୍ କର୍ତ୍ତୃପକ୍ଷ ଅଧିକ ଗେଟ୍ ଖୋଲିଛନ୍ତି । ଏବେ ୧୨ଟି ‌ଗେଟ୍‌…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ,୧୦ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ । ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର…

ମହାନଦୀରେ ଭାସିଯାଉଥିବା ହାତୀ କଟକ ମୁଣ୍ଡୁଳିରେ ଅଟକିଲା, ଏବେ ପୁଣି ନଦୀମୁହାଁ

କଟକ: ମହାନଦୀର ପ୍ରଖର ସୁଅ ଆଗରେ ହାର ମାନିଥିଲା ହାତୀ । ଶେଷରେ ଭାସଭାସି ମୁଣ୍ଡୁଳିରେ ଅଟକିଥିଲା । ଆଜି ସକାଳୁ ଏହି ଘଟଣା ସମଗ୍ର ଅଂଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଫସି ରହିଥିବା ହାତୀଙ୍କୁ ଉଦ୍ଧାର କରିବା ଲାଗି ବନ ବିଭାଗ ଓ ଅଗ୍ନିଶମ ବିଭାଗ ଚେଷ୍ଟା କରିଥିଲେ ହେଁ ହାତୀଟି…

ଓଡ଼ିଶାରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ, କଟକରୁ ୩ ମୃତକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ…

ଓଡ଼ିଶାରେ କମୁଛି କରୋନା,୨୪ ଘଣ୍ଟାରେ ୫୩୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି । କ୍ୱାରେଣ୍ଟିନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୨୩ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୫୪…

ରାଜଧାନୀରେ କରୋନା ଆତଙ୍କ, ସିଲ୍ ହେଲା କୋର୍ଟ ପରିସର

ଭୁବନେଶ୍ୱର: ଧିରେଧିରେ କରୋନା ସଂକ୍ରମଣ ପୁଣିଥରେ କାୟା ବିସ୍ତାର କରିବାରେ ଲାଗିଛି । ଏହି ଧାରାରେ ରାଜଧାନୀ ସ୍ଥିତ କୋର୍ଟରେ ୧୫ଜଣ କର୍ମର୍ଚାରୀ କରାନା ସଂକ୍ରମିତଙ୍କ ଚିହ୍ନଟ ହେବା ପରେ ବିଏମ୍‌ସି କୋର୍ଟ ପରିସରକୁ ସିଲ୍ କରିଛି । ଆସନ୍ତା ୨୭ ତାରିଖରେ ବିଏମ୍‌ସି ସମସ୍ତ କର୍ମଚାରୀଙ୍କର…

ପୁଣି ବଢିଲା ସୁବର୍ଣ୍ଣରେଖା ନଦୀ ଜଳସ୍ତର, ବନ୍ୟା ସ୍ଥିତି ନେଇ ଲୋକେ ଆତଙ୍କିତ

ବାଲେଶ୍ୱର: ବନ୍ୟା ପରିସ୍ଥିତିକୁ ଅଧିକ ଜଟିଳ କରିବାରେ ଲାଗିଛି ସୁବର୍ଣ୍ଣରେଖା ନଦୀରେ ବଢୁଥିବା ଜଳସ୍ତର । ଗତ ଦୁଇଦିନମଧ୍ୟରେ ଜଳସମ୍ପଦ ବିଭାଗର ରାଜଘାଟ ରିଡିଂ ପଏଣ୍ଟଠାରେ ଜଳସ୍ତର ପୁଣି ଉପରମୁହାଁ ହୋଇଛି । ଗୁରୁବାର ରାତିରେ ଜଳସ୍ତର ୯.୧୬ ମିଟର ଥିବାବେଳେ ଶୁକ୍ରବାର ସକାଳ ୮ଟା ସୁଦ୍ଧା…

ଚମ୍ପୁଆ ବିଧାୟିକାଙ୍କୁ ବିରୋଧ, ଆନ୍ଦୋଳନକୁ ଓହ୍ଲାଇଲେ ଯୋଡ଼ା ଟ୍ରକ୍ ମାଲିକ ଓ କର୍ମଚାରୀଙ୍କ ପରିବାର

ଚମ୍ପୁଆ : ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତଙ୍କ ବିରୁଦ୍ଧରେ ଜୋର ଧରିଲା ଆନ୍ଦୋଳନ । ବିଧାୟିକାଙ୍କୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଯୋଡ଼ା ଅଞ୍ଚଳର ଟ୍ରକ୍ ମାଲିକ ଓ କର୍ମଚାରୀଙ୍କ ପରିବାର । ଆଜି ସନ୍ଧ୍ୟାରେ ହଜାର ହଜାର ଲୋକେ ବିଧାୟିକାଙ୍କ ବିରୁଦ୍ଧରେ ଏକାଠି ହୋଇ…