Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟ ପ୍ରଶାସନର ହେବ ଆଧୁନିକୀକରଣ, ମୋହନ ସରକାର କିଣିବେ AI ଉପକରଣ

ଭୁବନେଶ୍ୱର: ସେମିକଣ୍ଡକଟର ପରେ ଏଆଇ (AI) କୁ ଗୁରୁତ୍ବ । ମୋହନ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ । ପ୍ରଶାସନିକ ଦକ୍ଷତାକୁ ସୁଦୃଢ଼ ​​କରିବା ଏବଂ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ସମସ୍ତ ବିଭାଗକୁ ଏଆଇ ଉପକରଣ କିଣିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼; ଅଭିଯୁକ୍ତ ଫେରାର

ପୁରୀ:ଶ୍ରୀକ୍ଷେତ୍ରରେ ପୁଣି ହିଂସାକାଣ୍ଡ । ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି । ସ୍ବଷ୍ଟ ଦିବାଲୋକରେ ଛୁରାମାଡ଼ ହୋଇଛି। ଆହତ ମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

TPCODL: ଟିପିସିଓଡିଏଲ୍ ପକ୍ଷରୁ ନୟାଗଡ଼ରେ ୬୬ ଭାଗ୍ୟଶାଳୀ ଉପଭୋକ୍ତା ପୁରସ୍କୃତ

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ ନୟାଗଡ଼ ଡିଭିଜନରେ ଆୟୋଜିତ ଏକ ସ୍ୱତନ୍ତ୍ର ପୁରସ୍କାର ବିତରଣ ସମାରୋହରେ ‘ବିଲ୍ ପେ ଆଣ୍ଡ୍ ୱିନ୍ ସ୍କିମ୍‌’ ଅଧୀନରେ ୬୬ ଜଣ ଭାଗ୍ୟଶାଳୀ…

ସ୍ୱତନ୍ତ୍ର ଅଭିଯାନର ଦ୍ୱାଦଶ ଦିନରେ ବଡ଼ ସଫଳତା: ଜବତ ହେଲା ୧.୬୯ କୋଟି ଟଙ୍କାର ବେଆଇନ ସାମଗ୍ରୀ

ଭୁବନେଶ୍ୱର: ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଚାଲୁଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ଦ୍ୱାଦଶ ଦିନରେ ଆଉ ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ପ୍ରାୟ ୧.୬୯ କୋଟି ଟଙ୍କା ମୂଲ୍ୟର ବେଆଇନ ସାମଗ୍ରୀ ବିଭିନ୍ନ ଜିଲ୍ଲାରୁ ଜବତ କରାଯାଇଛି। ବେଆଇନ ମଦ ଓ ନିଷିଦ୍ଧ ମାଦକ ଦ୍ରବ୍ୟ ବିରୋଧରେ…

Asian Men’s U-17 Handball Championship: ୧୫ରୁ ପ୍ରଥମ ଯୁବ ଏସିଆନ୍ ହ୍ୟାଣ୍ଡବଲ ଚାମ୍ପିଅନସିପ୍; ଭାରତୀୟ ଦଳରେ ୨…

ଭୁବନେଶ୍ୱର: ଜୋଡାନର ରାଜଧାନୀ ଅମାନ ସହରରେ ଚଳିତ ମାସ ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ 17 ବର୍ଷରୁ କମ୍ ବାଳକ ଏସିଆନ୍ ହ୍ୟାଣ୍ଡବଲ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ଅଂଶଗ୍ରହଣ କରିବେ ୩ଜଣ । କୋଚ ଭାବେ ଗୌରୀ ଶଙ୍କର ମିଶ୍ର ତଥା ଖେଳାଳି ଭାବେ…

Nuapada BY Election: ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର…

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍ । ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ଏସଏସଆର । ଆଗାମୀ ଉପନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ହେବ ବୋଲି ସୂଚନା ଦିଆଯାଇଛି । ଉପନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି…

Zero Accident Day: କେନ୍ଦୁଝରର ୧୩ଟି ବ୍ଲକରେ ଗଡ଼ିଲା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥ

କେନ୍ଦୁଝର: ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” (ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ…

ଦରମା ମିଳିବା ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ‘ଆମ ବସ୍‌’ ଡ୍ରାଇଭର

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲେ ‘ଆମ ବସ୍‌’ ଡ୍ରାଇଭର । ସୋମବାର ଦରମା ମିଳିବ ନେଇ ‘CRUT’ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ । ସୂଚନାଥାଉକି, ଆଜି ପୋଖରୀପୁଟ ଡିପୋର ୪୩ଟି ବସ ବନ୍ଦ ରହିଥିଲା । ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼…

ବାମରା ତହସିଲଦାରଙ୍କୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ବର: ୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡା ଧରାପଡିବା ଘଟଣା । ଏନେଇ ବଡ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, ୨୦୧୯ ବ୍ୟାଚର ଟପର ଅଶ୍ୱିନୀ କୁମାର ପଣ୍ଡା ଲାଞ୍ଚ ନେଇ ଧରାପଡ଼ିଛନ୍ତି, ଆଜି କିମ୍ବା କାଲି ଭିତରେ ତାଙ୍କୁ…

ନିଖୋଜ ମହିଳା ଟ୍ରାଫିକ୍ କନଷ୍ଟେବଳଙ୍କୁ ଖୋଜିବା ପାଇଁ ପୁରସ୍କାର ଘୋଷଣା…

ଭୁବନେଶ୍ୱର: ଭୁବନେଶ୍ୱରରେ ସେପ୍ଟେମ୍ବର ୬ରୁ ଜଣେ ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ଥିବା ନେଇ ସୂଚନା ମିଳିଛି।ଯେଉଁ ବ୍ୟକ୍ତି ତାଙ୍କ ବିଷୟରେ ସୂଚନା ଦେବ କମିଶନରେଟ୍ ପୋଲିସ ତାଙ୍କୁ ୨୫୦୦୦ ଟଙ୍କା ନଗଦ ପୁରସ୍କାର ଦେବା ନେଇ ଘୋଷଣା କରିଛନ୍ତି। ଏଥିସହିତ କମିଶନରେଟ୍ ପୋଲିସ, ୟୁପିଡି…