Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରିରେ ଠାବ ମାଓ ଶିବିର , ବିପୁଳ ପରିମାଣର ବିସ୍ପୋରକ ଜବତ

ମାଲକାନଗିରି : ମାଲକାନଗିରିରେ ପୁଣି ଠାବ ହେଲା ମାଓ ଶିବିର।  ମାଓବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି। । ଏସ.ଓ .ଜି, ଡି.ଭି.ଏଫ ଓ ବି.ଏସ .ଏଫ  ବାହିନିର ମିଳିତ କମ୍ବିଂ ଅପରେସନ ବେଳେ ମାଓ ଶିବିର ଠାବ ହୋଇଛି । ମାଓ ଶିବିରରୁ ବିପୁଳ ପରିମାଣରେ ବିସ୍ପୋରକ ସାମଗ୍ରୀ ଜବତ କଲେ…

ନୂଆପଡ଼ାରେ ଜାତୀୟ ରାଜପଥ ଅବରୋଧ କଲେ ବିସ୍ଥାପିତ

ନୂଆପଡ଼ା : ନୂଆପଡ଼ାରେ ବିସ୍ଥାପିତଙ୍କ ସମସ୍ୟା ସମାଧାନ ଦାବି ନେଇ ରାସ୍ତାରୋକ । ବାରମ୍ବାର ବିସ୍ଥାପିତ ମାନେ ବିଭିନ୍ନ ପ୍ରକାର ଆନ୍ଦୋଳନର ପନ୍ଥା ଅବଲମ୍ବନ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କଲେ ହେଁ ପ୍ରଶାସନିକ ଅଧିକାରୀଙ୍କ ଖାମଖିଲାଲି ମନୋଭାବ ଓ ଉଦାସନିତା ଯୋଗୁଁ ସମସ୍ୟା ସୁଧୁରିବା ବଦଳି…

ନୂଆପଡ଼ାରେ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଲା

ନୁଆପଡ଼ା : ପ୍ରାଥମିକ ସ୍କୁଲ ଖୋଲିବା ନେଇ ଜୋର ଧରିଲା ଚର୍ଚ୍ଚା । କରୋନା ମହାମାରୀ ଯୋଗୁଁ ଦୀର୍ଘଦିନ ହେବ ବନ୍ଦ ରହିଛି ପ୍ରାଥମିକ ବିଦ୍ୟାଳୟ । ଏନେଇ ନୁଆପଡ଼ା ଜିଲ୍ଲାର ଅଭିଭାବକ ସଂଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ସତ୍ୟ ନିଷ୍ଠା ଆଦର୍ଶ ବନବିଦ୍ୟାଳୟର ମହର୍ଷି ଆଶ୍ରମର ଆବାହକ…

ଇସ୍ତଫା ଦେଲେ ମାଲକାନଗିରି ଜିଲ୍ଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ମାଲକାନଗିରି: ଆଗକୁ ଆସୁଛି ପଂଚାୟତ ନିର୍ବାଚନ । ତା ପୂର୍ବରୁ ମାଲକାନଗିରି ଜିଲ୍ଲାରେ ଦେଖାଦେଇଛି ରାଜନୈତିକ ଅସନ୍ତୁଷ୍ଟତା । ଆଜି କଂଗ୍ରେସ ଦଳରୁ ଇସ୍ତଫା ଦେଲେ ମାଲକାନଗିରି କାର୍ଯ୍ୟକାରିଣୀ ସଦସ୍ୟ ରାମ ପ୍ରସାଦ ପଟ୍ଟନାୟକ । ମିଳିଥିବା ସୂଚନା ଅନୁଯାୟୀ ରାମ ପ୍ରସାଦ ପଟ୍ଟନାୟକ ଆଜି…

ଜୁଆ ଆଡ୍ଡା ଉପରେ ରେଡ୍, ୧୪ ଜଣ ଗିରଫ

ସମ୍ବଲପୁର: ଜୁଆ ଆଡ୍ଡା ଉପରେ ପଞ୍ଝା ମାରିଲା ପୋଲିସ । ସମ୍ୱଲପୁର ସହରର ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଉପରେ ଚଢଉ କରି ମୋଟ ୧୪ ଜଣଙ୍କୁ ଗିରଫ କରାଯାଇଛି । ସହରରେ ଜୁଆ ଖେଳ ଚାଲିଥିବା ନେଇ ପୋଲିସକୁ ଖବର ମିଳିଥିଲା । ଏହାପରେ ସ୍ୱତନ୍ତ୍ର ପୋଲିସ ଟିମ୍ ଆରମ୍ଭ କରିଥିଲା ରେଡ୍ । ପୋଲିସ ୧୪…

ଆଜି ରାଜ୍ୟରୁ ୬୪୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୪୪ ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ୩୭୫ ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ସଂକ୍ରମଣ ରହିଛି ୨୬୯ । ୧୮ ବର୍ଷରୁ କମ୍ ଆଉ ୭୨ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ହୋଇଛନ୍ତି । Covid-19…

କାଲି ସନ୍ଧ୍ୟାରେ ବଙ୍ଗୋପସାଗରରେ ଲଘୁଚାପ ହେବ, ୨୫ରୁ ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିଳୟ ମିଆଁମାର ଉପକୂଳ ଓ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ । ଆସନ୍ତାକାଲି ସନ୍ଧ୍ୟା ବେଳକୁ ଏହି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ…

ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ, ୪ ଜଣ ଆହତ

ବ୍ରହ୍ମପୁର: ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ । ବସ୍ ଠିଆ କରି ପରିଶ୍ରା ପାଇଁ ଯିବା ବେଳେ ଧକ୍କା ଦେଇଥିଲା ଅଟୋ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟସ୍ଥ ଚୁଡଙ୍ଗପୁରରେ ଏହି ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ ନୟାଗଡ଼ ଜିଲ୍ଲାର ସୁଧାକର ସାହୁ । ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭର ଓ…

ଜ୍ୟୋତିପ୍ରକାଶଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ, ସାନ ଭାଇର ପାଠପଢ଼ା ଦାୟିତ୍ୱ ନେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଡ୍ରେନରେ ଭାସି ଯାଇ ପ୍ରାଣ ହରାଇଥିବା ରାଜଧାନୀର ଜ୍ୟୋଜିପ୍ରକାଶ ବେହେରାଙ୍କ ପରିବାରକୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ଜ୍ୟୋତିପ୍ରକାଶଙ୍କ ସାନ ଭାଇକୁ ସାଂସଦ କୋଟାରେ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇ ଦ୍ୱାଦଶ ଯାଏ…

କଟକ ଏସସିବିରେ ଇକମୋ ଚିକିତ୍ସାଧୀନ ଆଉ ଜଣେ ରୋଗୀ ମୃତ

କଟକ: ଏସସିବିରେ ଇକୋ ଚିକିତ୍ସାଧୀନ ଆଉ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ନିଶ୍ଚିତକୋଇଲି ଅଞ୍ଚଳର । ଗତକାଲି ଚତୁର୍ଥ ତଥା ଶେଷ ରୋଗୀ ଭାବରେ ଇକମୋ ୟୁନିଟରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହି ୟୁନିଟରେ ଏଯାଏ ଭର୍ତ୍ତି ହୋଇଥିବା ସମସ୍ତ ୪ ଜଣ ରୋଗୀଙ୍କର ମୃତ୍ୟୁ…