Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଙ୍ଗୀତ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ବଞ୍ଚି ରହିବେ ଦେବ ଦାସ

ଭୁବନେଶ୍ୱର : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ ସଂସ୍କୃତି ଓ ସଂସ୍କୃତି, ମ୍ୟୁଜିକ ସିଜ୍‌ଲର୍ସ ଓ ଉପାସନା ପକ୍ଷରୁ ସ୍ଥାନୀୟ ବୁଦ୍ଧବିହାର ପରିସରରେ କଣ୍ଠଶିଳ୍ପୀ ଦେବ ଦାସଙ୍କ ସ୍ମୃତିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି । ଏହି ସଭାରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ…

କାଲି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ କାର୍ଡ

ଭୁବନେଶ୍ବର : ମାଲକାନଗିରି ଓ ସୁନ୍ଦରଗଡ଼ ପରେ ଆସନ୍ତାକାଲି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ବଲାଙ୍ଗିରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ ।…

ମହିଳା ସଶକ୍ତିକରଣ ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଜାତିସଂଘ ପ୍ରତିନିଧିଙ୍କ ପ୍ରଶଂସା

ଭୁବନେଶ୍ବର : ରାଜ୍ୟର ମହିଳା ସଶକ୍ତିକରଣ ଏବଂ ବିଭିନ୍ନ କ୍ଷେତ୍ରରେ ପ୍ରଶିକ୍ଷଣ ପାଇଁ ଜାତିସଂଘର ମହିଳା ପ୍ରତିନିଧି ସୁଶାନ ଜେନ ଫରଗୁସନ୍‌ଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ବୈଷୟିକ ଶିକ୍ଷାରେ ସ୍ନାତକ ହାସଲ କରୁଥିବା ଏକ ତୃତୀୟାଂଶଙ୍କ ମଧ୍ୟରେ ଯେଭଳି…

ବାଲେଶ୍ୱର ରେଳ ବିକାଶ : ଦକ୍ଷୀଣପୂର୍ବ ରେଳବାଇ ଜେନରାଲ ମ୍ୟାନେଜରଙ୍କ ସହ ଆଲୋଚନା କଲେ ପ୍ରତାପ ଷଡଙ୍ଗୀ

ବାଲେଶ୍ୱରେ : ବାଲେଶ୍ୱରେ ହେବ ରେଳପଥର ବିକାଶ ।ଏନେଇ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଦକ୍ଷୀଣପୂର୍ବ ରେଳବାଇ ଜେନରାଲ ମ୍ୟାନେଜର ଶ୍ରୀମତି ଯୋସୀଙ୍କ ଙ୍କ ସହିତ ଆଲୋଚନା କରିଛନ୍ତି । ଅନ୍ୟପଟେ ବାଲେଶ୍ୱରରେ ରେଳ ଭିତ୍ତି ଭୂମି ଗୁଡିକର ବିକାଶ ସହ ରେଳ ସେବାକୁ ନେଇ ଦେଖାଦେଉଥିବା ବିଭିନ୍ନ…

କନ୍ଧମାଳ ଚକାପାଦ ଗାଁରୁ ଦେଶୀ ବନ୍ଧୁକ ସହ ବନ୍ଧୁକ ତିଆରି ସାମଗ୍ରୀ ଜବତ, ୩ ଗିରଫ

କନ୍ଧମାଳ : କନ୍ଧମାଳ ଚକାପାଦ ଗାଁରୁ ଦେଶୀ ବନ୍ଧୁକ ସହ ବନ୍ଧୁକ ତିଆରି ସାମଗ୍ରୀ ଜବତ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ଗୁଣୁପୁର ଆଦର୍ଶ ଥାନା ପୋଲିସ । ଚଢ଼ାଉ ବେଳେ ୩ଟି ପିସ୍ତଲ, ୨ଟି ଦେଶୀ ବନ୍ଧୁକ ଓ ବିପୁଳ ପରିମାଣର ଦେଶୀ ବନ୍ଧୁକ ତିଆରି ଯନ୍ତ୍ରପାତି ଓ ସାମଗ୍ରୀକୁ ଜବତ କରାଯାଇଛି ।…

କେନ୍ଦୁଝର ନେସ୍କୋ ଇଲେକ୍ଟ୍ରିକାଲ୍ ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନସ୍ ଚଢାଉ

କେନ୍ଦୁଝର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ନେସ୍କୋ ଇଲେକ୍ଟ୍ରିକ୍ ବିଭାଗ ଏମଆରଟି ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନସ୍ ଚଢାଉ । ଏକାସାଙ୍ଗରେ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନସ୍ । କେନ୍ଦୁଝରର ନେସ୍କୋ କାର୍ଯ୍ୟାଳୟରେ ମିଟର୍ ରିଡିଂ ବିଭାଗରେ ଡେପୁଟି ମ୍ୟାନେଜର…

ରଙ୍ଗ ଦେଖାଇଲା ବହୁରୂପୀ ପଶ୍ଚିମବଙ୍ଗ, ପୁଣିଥରେ ଉଦୟପୁରରେ ବେଆଇନ ପାଚେରୀ ନିର୍ମାଣ ଅପଚେଷ୍ଟା

ବାଲେଶ୍ୱର: ପୁଣିଥରେ ଓଡିଶା ସୀମାରେ ପଶ୍ଚିମବଙ୍ଗର ଦାଦାଗିରି । ଓଡିଶା ଉଦୟପୁର ସୀମାରେ ସ୍ଥାନୀୟ ପ୍ରଶାସନ ଜାରି କରିଥିବା ୧୪୪ ଧାରାକୁ ଉଲ୍ଲଂଘନ କରି ପଶ୍ଚିମବଙ୍ଗ ପାଚେରୀ ନିର୍ମାଣ କରିବାକୁ ପୁଣି ଥରେ ଉଦ୍ୟମ କରିଥିଲା । ହେଲେ ସ୍ଥାନୀୟ ଲୋକ ଓ ପ୍ରଶାସନର ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗର…

ଗୁପ୍ତତଥ୍ୟ ଲିକ୍ ଘଟଣାର ଦୁବାଇ ଲିଙ୍କ୍, ଚାଞ୍ଚଲ୍ୟକର ଖୁଲାସା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଚାନ୍ଦିପୁର ଆଇଟିଆରରୁ ଡିଆର୍‌ଡିଏର ତଥ୍ୟ ଲିକ୍ ମାମଲାରେ ଚାଞ୍ଚଲ୍ୟକର ଖୁଲାସା । ଗିରଫ ୫ ଅଭିଯୁକ୍ତଙ୍କ ଜେରା ପରେ ସାମ୍ନାକୁ ଆସିଛି ସାଂଘାତିକ ତଥ୍ୟ । ଗୁପ୍ତ ତଥ୍ୟ ଲିକ ଘଟଣାରେ ରହିଛି ଦୁବାଇ ଲିଙ୍କ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା । ଦୁଇଟି…

ବିଭିନ୍ନ ହାଇକୋର୍ଟର ୧୭ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ

ନୂଆଦିଲ୍ଲୀ : ବିଭିନ୍ନ ହାଇକୋର୍ଟର ୧୭ ଜଣ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ୍‌ କରିଛନ୍ତି । ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୟ କୁମାର ମିଶ୍ରଙ୍କର ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରାଯାଇଛି । ସେହିପରି କୋଲକାତା ହାଇକୋର୍ଟରୁ ୨ଜଣ…

ଅବ୍ୟବସ୍ଥା ଘେରରେ ଏରସମା ହୋଇପାରୁନି ବର୍ଷାଜଳ ନିଷ୍କାସନ

ପାରଦୀପ : ବର୍ଷା ପାଣି ନିଷ୍କାସନ ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଉଛି । ଏନେଇ ପାରଦୀପ-ଏରସମା-କୁଜଙ୍ଗ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ଲୋକମାନେ । ପାରାଦୀପ ବ୍ଲକ ଜପା ପଞ୍ଚାୟତରୁ ବର୍ଷା ପାଣି ନିଷ୍କାସନ ହୋଇନପାରିବାରୁ ଲୋକମାନେ ଅସନ୍ତୋଷ ଜାହିର କରିଛନ୍ତି। କେତେକ ଲୋକଙ୍କ ଘର…