Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପଞ୍ଚଭୂତରେ ଲୀନ ହେଲେ ମନୋରମା ମହାପାତ୍ର

ପୁରୀ : ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ବତ ସାଧିକା ମନୋରମା ମହାପାତ୍ର । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ମନୋରମା ମହାମାତ୍ରଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜ୍ୟେଷ୍ଠ୍ୟ ପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଥିଲେ ।…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ୨୩ ତାରିଖ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଏବେ ପଶ୍ଚିମ ଉତ୍ତର ବଙ୍ଗୋପ ସାଗରରେ ରହିଛି ଲଘୁଚାପ ବଳୟ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଏହାସହ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ମହାନଦୀର ଉପରମୁଣ୍ଡରେ ବର୍ଷା ଲାଗି ରହିବ ।…

ନେହେରୁ ବଙ୍ଗଳା ମହାନଦୀ ମୁହାଣରେ ଡଙ୍ଗାବୁଡି, ୨ ନିଖୋଜ

ପାରାଦୀପ: ଓଲଟିପଡିଲା ମାଛଧରା ଡଙ୍ଗା । ପ୍ରଖର ସୁଅରେ ଭାସିଯାଉଥିଲେ ୭ ମତ୍ସ୍ୟଜୀବୀ । ସେମାନଙ୍କ ମଧ୍ୟରୁ ୫ଜଣ ଉଦ୍ଧାର ହୋଇଥିଲାବଳେ ଦୁଇଜଣ ଏବେ ବି ନିଖୋଜ ଅଛନ୍ତି । ପାରାଦୀପ ନେହେରୁ ବଙ୍ଗଳା ମହାନଦୀ ମୁହାଣରେ ଏପରି ଘଟଣାକୁ ନେଇ ସ୍ଥାନୀୟ ଅଚଳରେ ଶୋକର ବାତାବରଣ ସୃଷ୍ଟି ହୋଇଛି । ଗତ…

କାଳ ସାଜିଲା ଗଣେଶ ମୂର୍ତ୍ତି ବିସର୍ଜନ, ଗୋଧସ ଜଳପ୍ରପାତରେ ବୁଡି ୩ ମୃତ

ନୂଆପଡା: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ । ନୂଆପଡା ଜିଲ୍ଲାଠୁ ୨୫ କି.ମି ଦୂରରେ ଥିବା ଗୋଧସ ଜଳପ୍ରପାତରେ ବୁଡି ୩ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଆଜି ସକାଳୁ ସେମାନଙ୍କ ମୃତଦେହ ଠାବ ହୋଇଥିବା ସୂଚନା ରହିଛି । ଗତକାଲି ଅପରାହ୍ନରେ ଧରମବନ୍ଧା ଥାନା ଅନ୍ତର୍ଗତ ଗୋଧସ…

ପାରାଦୀପ ଇଣ୍ଡିଆନ୍ ଅଏଲ ଡିପୋରେ ଅଗ୍ନିକାଣ୍ଡ

ପାରାଦୀପ: ଇଣ୍ଡିଆନ୍ ଅଏଲ୍ ଡିପୋରେ ଅଗ୍ନିକାଣ୍ଡ । ତେବେ ନିଆଁକୁ ଆୟତ୍ତକରିବାରେ ସଫଳ ହୋଇଛି ଅଗ୍ନିଶମ ବିଭାଗ । ଆଜି ସକାଳୁ ପାରଦୀପ ସ୍ଥିତ ଇଣ୍ଡିଆନ୍ ଅଏଲ୍ ଡିପୋରେ ଟ୍ରେନ୍ ଷ୍ଟାର୍ଟ ହେବା ସମୟରେ ସ୍ପାର୍କିଂ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି…

ବରଗଡ ଜିଲ୍ଲା ନୃସିଂହନାଥ ରେଂଜରେ ହାତୀ ଆତଙ୍କ, ବ୍ୟାପକ ଫସଲ ନଷ୍ଟ

ବରଗଡ: ହାତୀ ଉପଦ୍ରବରେ ବ୍ୟାପକ ଧାନ ଫସଲ ନଷ୍ଟ । ଆତଙ୍କିତ ହୋଇପଡିଛନ୍ତି ବରଗଡ ଜିଲ୍ଲା ଉପଖଣ୍ଡ ପଦ୍ମପୁର ନୃସିଂହନାଥ ରେଂଜ ଅଂଚଳ ବାସିନ୍ଦା । ବିଗତ ତିନିଦିନ ଧରି ସ୍ଥାନୀୟ ଅଂଚଳରେ ଦୁଇଦୁଇଟି ହାତୀ ଆତଙ୍କ ଖେଳାଇଥିବା ସୂଚନା ରହିଛି । ବର୍ଷା ଓ ମରୁଡି ଭଳି ଦୁଇଟି ପ୍ରାକୃତିକ…

ପକ୍ଷାଘାତରେ ପୀଡିତ ଶିଶୁର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ପୁରୀ: ଦୁନିଆ କ’ଣ ଜାଣିବା ପୂର୍ବରୁ ଦୁନିଆରେ ବଂଚି ରହିବାକୁ ଜଣେ ୬ ବର୍ଷୀୟ ଶିଶୁ ସଂଘର୍ଷ କରୁଛି । ପୁରୀ ଜିଲ୍ଲା ଗାରୋଡିତୋଟା ଗାଁର ଗାଲେଖ ବିଶ୍ୱାଳଙ୍କ ଶିଶୁପୁତ୍ର ଆଶିଷ ପକ୍ଷାଘାତରେ ପୀଡିତ । ହେଲେ ଶତ ଚେଷ୍ଟା ସତ୍ତ୍ୱେ ଆଶିଷକୁ ରୋଗମୁକ୍ତ କରାଇବାରେ ତାଙ୍କ ପରିବାର ସକ୍ଷମ…

ଆଗାମୀ ୩ ଘଣ୍ଟାରେ ଏସବୁ ସ୍ଥାନରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ଦେଇଛି ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ ଓ…

ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ୱଲପୁର: ଉପରମୁଣ୍ଡରେ ବର୍ଷା କମିଛି । ହୀରାକୁଦରୁ ବନ୍ଦ ହେଉଛି ଗୋଟିଏ ପରେ ଗୋଟିଏ ଗେଟ୍ । ଜଳଭଣ୍ଡାରକୁ ଜଳ ପ୍ରବେଶ କମୁଛି । ଆଜି ଆଉ ୪ଟି ଗେଟ୍ ବନ୍ଦ ହୋଇଛି । ଏବେ ହୀରାକୁଦରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବର୍ତ୍ତମାନ ଜଳଭଣ୍ଡାରରେ ଜଳସ୍ତର ରହିଛି…

ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ: ଯୁବକଙ୍କୁ ହତ୍ୟା ପରେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା । ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ ନେଇଛି ଜୀବନ । ଯୁବକଙ୍କୁ ହତ୍ୟା ପରେ ତାଙ୍କ ଘରେ ନିାଁ ଲଗାଇଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଖଦାଳ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି…