Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ମନୋରମା ମହାପାତ୍ରଙ୍କର ଶେଷକୃତ୍ୟ

କଟକ: ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଯଶସ୍ୱୀ ସାରସ୍ଵତ ସାଧିକା ମନୋରମା ମହାପାତ୍ର । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ସୂଚନା ମିଳିଛି । ଶେଷକୃତ୍ୟ ରାଷ୍ଟ୍ରୀୟ…

ଆଜି ଓଡ଼ିଶାରୁ ୬୨୩ କରୋନା ପଜିଟିଭ୍, ୧୮ ବର୍ଷ ଭିତରେ ୯୫ ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । ପ୍ଲାଟ୍ୟୁ ସ୍ଥିତିରେ ରହିଛି ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ରୁ ୭୦୦ ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୩୬୨ ଓ ଲୋକାଲ୍…

ପୁରୀ ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ ହୋଇଛି । ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ୱ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ…

ରାଜଧାନୀରେ ପୁଣି ୨ଟି ବାର୍ ସିଲ୍

ଭୁବନେଶ୍ୱର: ଯେତେ କହିଲେ ବି କୋଭିଡ୍ କଟକଣାକୁ ବେଖାତିର କରୁଛନ୍ତି ବାର୍ ମାଲିକ । ଭୁବନେଶ୍ୱରରେ ଗତ କିଛି ଦିନ ହେବ ଏଭଳି ଘଟଣା ସାମନାକୁ ଆସୁଛି । କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱରରେ ପୁଣି ଦୁଇଟି ବାର୍ ସିଲ୍ କରିଛି ବିଏମସି । ସିଲ୍ ହୋଇଛି BBI ଓ UPRE ବାର୍ ।…

ରାଜ୍ୟରେ ଟଳିଲା ବନ୍ୟା ଆଶଙ୍କା: ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ଖସୁଛି

ଭୁବନେଶ୍ୱର: ବର୍ଷା କମିଛି । ହୀରାକୁଦକୁ କମିଛି ବନ୍ୟା ପାଣି ପ୍ରବେଶ । ଗୋଟିଏ ପରେ ଗୋଟିଏ ଗେଟ୍ ବନ୍ଦ ହୋଇଛି । ଏବେ ୧୨ଟି ଗେଟ୍ ଦେଇ ବନ୍ୟା ପାଣି ନିଷ୍କାସନ ହେଉଛି । ଫଳରେ ମହାନଦୀରେ ବି ଖସୁଛି ଜଳସ୍ତର । ଏଥିସହ ରାଜ୍ୟରେ ବନ୍ୟା ଆଶଙ୍କା ଟଳିଛି । ଗତକାଲି ରାତିରେ ହୀରାକୁଦ ଜଳଭଣ୍ଡାରରୁ…

ପରଲୋକରେ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ର

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ହୋଇଯାଇଛି । କଟକ ଏସ୍ସିବି ମେଡିକାଲରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଦୈନିକ ଖବର କାଗଜ ସମାଜର ପୂର୍ବତନ ସମ୍ପାଦିକା ଥିଲେ ମନୋରମା ମହାପାତ୍ର । ତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।…

ସେକ୍ସ ରାକେଟ୍ ଠାବ କଲା ପୋଲିସ

ସୁବର୍ଣ୍ଣପୁର  : ସେକ୍ସ ରାକେଟ୍ ଠାବ କଲା ପୋଲିସ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ସେକ୍ସ ରାକେଟ୍ ଠାବ କରିଛି ପୋଲିସ ।ଦୁଇ ଜଣ ଦେହଜୀବୀ ଓ ଦୁଇଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି ପୋଲିସ । ଅଟକ ଯୁବକ ଦୁଇଜଣ ସୁବଲୟା ଅଞ୍ଚଳର ସୁରେଶ ମେହେର (୨୮ ) ଓ ଧର୍ମଶାଳା…

ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି

ମାଲକାନଗିରି : ମାଲକାନଗିରି ଗସ୍ତରେ ରାଜ୍ୟ ବିଜେପିର ସମ୍ପାଦକୀୟ ଟିମ୍ । ସାଧାରଣ ସମ୍ପାଦକ ତଥା କୁଚିଣ୍ଡାର ପୂର୍ବତନ ବିଧାୟକ ରବିନାରାୟଣ ନାୟକ ଓ ସମ୍ପାଦକ ଟଙ୍କଧର ତ୍ରିପାଠୀ ମାଲକାନଗିରି ଗସ୍ତରେ ଆସି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।ଅଗଷ୍ଟ ମାସ ୨୦…

ଟ୍ରକ୍‌ ଚକା ତଳେ ଚାଲିଗଲା ଜୀବନ

ରାୟଗଡ଼ା : ଟ୍ରକ୍ ଚାପାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ । ମୁନିଗୁଡା ପାଇକ ସାହିର ସୁବାସ ଚନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଟ୍ରକ୍ ଚାପାରେ ମୃତ୍ୟୁ ହୋଇଯାଇଛି । ସେ ତିନିକଣିଆ ଛକରେ ଯାଉଥିବା ସମୟରେ ପଛପଟୁ  ରାୟଗଡ଼ା ଅଭିମୁଖେ ଯାଉଥିବା ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ…

ହାତୀ ଆକ୍ରମଣରେ ଚାଲିଗଲା ନାବାଳକର ଜୀବନ

ମୟୂରଭଞ୍ଜ  : ହାତୀ ଆକ୍ରମଣରେ ଚାଲିଗଲା ନାବାଳକର ଜୀବନ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ମଧୁରିଆ ଗାଁ ରେ ଗତକାଲି ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଛି। ସୂଚନା ଅନୁସାରେ ଦୁଇଟି ଦନ୍ତା ହାତୀଙ୍କୁ ଘର ସାମ୍ନାରେ ଦେଖି ନାବାଳକର ବାପା ଓ ମା ନିଜ…