Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜିଏସଟି ଠକେଇ ସନ୍ଦେହରେ ଚଢଉ

ବରଗଡ଼ : ଜିଏସଟି ଠକେଇ ଅଭିଯୋଗ । ଜିଏସଟି ଫାଙ୍କିଥିବା ସନ୍ଦେହରେ ଗଜଲକ୍ଷ୍ମୀ ଷ୍ଟୋର ଉପରେ ଚଢଉ। ପଦ୍ମପୁର ସହରର ଜଗଦଳପୁର ରାସ୍ତାରେ ଥିବା ବୈଦନାଥ ଅଗ୍ରୱାଲଙ୍କ ଷ୍ଟୋର ଉପରେ ଜିଏସଟି ବିଭାଗ ଚଢଉ କରିଛି । ଜିଏସଟି ବିଭାଗ ବରଗଡ଼,ସମ୍ବଲପୁର ଓ ରାଉରକେଲା ର ତିନିଗୋଟି ଟିମ୍ ଏକକାଳିନ ଚଢଉ…

ବିଭିନ୍ନ ଦାବି ନେଇ ଧାରଣାରେ ପଞ୍ଚାୟତବାସୀ

ପାରାଦୀପ : ବିଭିନ୍ନ ଦାବି ନେଇ କୁଜଙ୍ଗ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ତିନୋଟି ପଞ୍ଚାୟତର ଲୋକମାନେ । ଗତ ଲଘୁଚାପ ଜନୀତ ବର୍ଷାରେ କୁଜଙ୍ଗ ବ୍ଲକ ଗଣ୍ଡକୀପୁର ,କାଳିଆପାଟ୍ଟ ଓ ମଙ୍ଗଳରାଜପୁର ପଞ୍ଚାୟତର କିଛି ଗ୍ରାମ ଏବେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତିା ଜଳ ନିଷ୍କାସନ…

ଭାସିଗଲା ମାଛ ବୋଝେଇ ଟ୍ରାକ୍ଟର

ବାଲେଶ୍ୱର : ବନ୍ୟା ପାଣିରେ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଉଛି । ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ସିଲଦା ଚଟାଣରେ ଏପରି ଅଘଟଣ ଘଟିଛି। ଜଳକା ନଦୀରେ ବନ୍ୟାରେ ସ୍ରୋତ ପ୍ରବାହିତ ହେଉଥିବା ସମୟରେ ।ମାଛ ବୋଝେଇ ଟ୍ରାକ୍ଟର ଟି ସେହି ରାସ୍ତା ପାର୍ ହେବା ପାଇଁ ଚେଷ୍ଟା କରୁଥିଲା…

ଖୋଲିଲା ଶ୍ରୀମନ୍ଦିର ,ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଶନିବାର ଖୋଲିଲା ଶ୍ରୀମନ୍ଦିର । ଶୁକ୍ରବାର ଶ୍ରୀମନ୍ଦିର  ବାମନ ଜନ୍ମ ନୀତି ଓ ବିଶ୍ୱକର୍ମାପୂଜା ପାଇଁ ସାଧାରଣ ଦର୍ଶନ ବନ୍ଦ ଥିଲା । ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ସ୍ୱଭାବିକ ହୋଇଛି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ବାମନ ରୂପୀ…

ଦୁର୍ବଳ ବନ୍ଧ ଯୋଗୁ ବଢୁଛି ଚିନ୍ତା

ପାରାଦ୍ଵୀପ: ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକରେ ତାଣ୍ଡବ ରଚିବାକୁ ଯାଉଛି ବନ୍ୟାଜଳ। ହାଂସୁଆନଦୀରେ ୬୦ ଫୁଟର ଘାଇ ହୋଇଯିବା ଫଳରେ ସୋମପୁର ପଞ୍ଚାୟତଭିତରେ ବନ୍ୟା ଜଳ ପସିବା ଆରମ୍ଭ ହୋଇଯାଇଛି । ବିଶେଷ କରି ଘାଇ ମୁହଁ ନିକଟରେ କାଇଥୋଳ, ଅଣଖିଆ ଗାଁରେ ପାଣି ପଶି ଗାଁ ଭିତରେ ଆଣ୍ଠୁଏ ପାଣି…

ଚାଷୀଙ୍କୁ ଚାଷ ଜମିରେ ଦଳିଦେଲା ଦନ୍ତା

ମହାବିରୋଡ଼ : ଚାଷୀଙ୍କୁ ଚାଷ ଜମିରେ ଦଳିଦେଲା ଦନ୍ତା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖଣ୍ଡୁଆଳମୁଣ୍ଡା ଗାଁରେ । ଗାଁର କୁମ୍ଭାରପଶି ନିକଟରେ ଚାଷୀଙ୍କୁ ଦଳି ମାରିଛି ଦନ୍ତା । ମୃତକ ଜଣଙ୍କ ପରଜଙ୍ଗ ଥାନା…

ଆଜି ୨୫ ଜିଲ୍ଲାରୁ ୬୯୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ତଳ ଉପର ହେଉଛି । କେବେ କମୁଛି, ପୁଣି କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୯୫ ଆକ୍ରାନ୍ତ । ଏମାନଙକ୍ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଆକ୍ରାନ୍ତ । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।…

କଲ୍ୟାଣ ମଣ୍ଡପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଇନ୍‌ଫୋସିଟି ଥାନା ଅଞ୍ଚଳର ଏକ କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକଙ୍କ ନାମ ପ୍ରକାଶ ବଳ । ଘର ଯାଜପୁର ଅଞ୍ଚଳରେ ବୋଲି ଜଣାପଡିଛି । ସେ ୫ବର୍ଷ ହେବ ସଂପୃକ୍ତ ମଣ୍ଡପରେ କାମ କରି ଆସୁଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା…

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ…

ଜଳେଶ୍ୱରରୁ ବିପୁଳ ବ୍ରାଉନସୁଗର ଜବତ, ମହିଳାଙ୍କ ସମେତ ୪ ଗିରଫ

ବାଲେଶ୍ୱର: ବ୍ରାଉନସୁଗର ହବ୍ ପାଲଟିଛି ଜଳେଶ୍ୱର । ପୁଣି ଜବତ ହୋଇଛି ଧଳା ଜହର। ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି । ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ଜଳେଶ୍ୱର ପୋଲିସ । ଝାଡେଶ୍ୱରପୁର ଅଞ୍ଚଳରେ ସେକ ନୁରହୁସେନ ଘରେ ଚଢ଼ାଉ ହୋଇଥିଲା । ରେଡ୍ ବେଳେ…