Latest Odisha News

BREAKING NEWS

Browsing Category

ଓଡିଶା

Odisha

ବର୍ଷା ବିତ୍ପାତ ମୁକାବିଲା: ରନ୍ଧା ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା ପାଇଁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲଗାଣ ବର୍ଷା ଓଡ଼ିଶାରେ ବିଭୀଷିକା ରଚିଛି । ଆହୁରି ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରୁ ସତର୍ତ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆହୁରି ଅଧିକ ତଳିଆ ଅଞ୍ଚଳରେ ବନ୍ୟା ଆସିପାରେ । ଜନବସତି…

ରାସ୍ତା ଉପରେ ଚାଲୁଛି ୪ ଫୁଟ୍ ପାଣି, ଯାତାୟତ ଠପ୍

କଟକ: ଲଗାଣ ବର୍ଷାରେ ରାଜ୍ୟରେ ସ୍ଥିତି ବେହାଲ୍ । ଚାରିଆଡେ ଖାଲି ପାଣି ଆଉ ପାଣି । ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଚାଲୁଛି ବନ୍ୟା ପାଣି। ଆଠଗଡ଼ରେ ପୁରୁଣା କଟକ ସମ୍ବଲପୁର ରାସ୍ତାର ଆଠଗଡ-ଦହିସରା-ମାଧପୁରଠାରେ ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟର ପାଣି । ଫଳରେ ଆଠଗଡ଼ ବ୍ଲକର ୨ଟି ଗାଁ…

ଅନୁଗୋଳ-ତାଳଚେର ରୋଡ୍‌ରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଏସବୁ ଟ୍ରେନ୍ ଚଳାଚଳ ବାତିଲ

ଭୁବନେଶ୍ୱର: ଅନୁଗୋଳ-ତାଳଚେର ରୋଡ୍‌ରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଫଳରେ ଢେଙ୍କାନାଳ-ସମ୍ବଲପୁର ରେଳ ଲାଇନରେ ବାଧାପ୍ରାପ୍ତ ହୋଇଛି ଟ୍ରେନ୍ ଚଳାଚଳ । ୧୨ଟି ଟ୍ରେନର ଚଳାଚଳ ବାତିଲ ହୋଇଥିବା ବେଳେ ୮ଟି ଟ୍ରେନ୍‌ର ଗତିପଥ ବଦଳିଥିବା ନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି ।…

ଲଗାଣ ବର୍ଷାରେ ୧୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ, ୩ ମୃତ

ଭୁବନେଶ୍ବର : ଲଘୁଚାପ ଜନିତ ବର୍ଷାରେ ଅସ୍ତବ୍ୟସ୍ତ ସାରା ରାଜ୍ୟ । ଚାରିଆଡେ ପାଣି ଆଉ ପାଣି । ରେକର୍ଡ ବର୍ଷାରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଜଳବନ୍ଦୀ ସମସ୍ୟା ଉପୁଜିଛି । ଲୋକଙ୍କ ଘରେ ପାଣି ପଶିଛି । ଦୁଇ ଦିନର ଳଗାଣ ବର୍ଷାରେ ବେହାଲ ହୋଇଛି ସାଧାରଣ ଜନଜୀବନ । ବର୍ଷା ଯୋଗୁଁ ରାଜ୍ୟରେ…

ଢେଙ୍କାନାଳରେ ବର୍ଷା ବିତ୍ପାତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଙ୍କଡାହାଡ଼ ବ୍ଲକ ବିରାଶାଳ ଗାଁରେ ଲଗାଣ ବର୍ଷା ଯୋଗୁଁ ବିଶାଳକାୟ ବୃକ୍ଷ ଉପୁଡି ପଡିବା ସହ ବିଦ୍ୟୁତ ତାର ଗୁଡିକ ଛିଣ୍ଡି ପଡିଛି । ଫଳରେ ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଠପ ହୋଇ…

ଅସୁରକ୍ଷିତ କାକଟପୁର ମା’ ମଙ୍ଗଳା ମନ୍ଦିର, ଗର୍ଭ ଗୃହରେ ଫାଟ

କୋଣାର୍କ: ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି । କିଛି ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥିବା କିଛି ସ୍ଥାନରେ ଲୋକେ ପାଣି ଘେରରେ ରହିଛନ୍ତି । ଜୀବନଯାତ୍ରା ବେଶ୍ ପ୍ରଭାବିତ ହୋଇଛି । ସେହିଭଳି କିଛି ସ୍ଥାନରେ ମଠ ମନ୍ଦିର ଗୁଡିକରେ ପାଣି ପଶିଯିବା ଯୋଗୁ ଜଳ…

ଦେଶରେ ୭୫ କୋଟି ଟପିଲା ଟିକାକରଣ

ନୂଆଦିଲ୍ଲୀ : ସାରା ଦେଶରେ ଜାରି ରହିଛି ମହାମାରୀ କରୋନାର ପ୍ରକୋପ । କରୋନାକୁ ମାତ୍ ଦେବାକୁ ଦେଶରେ ଜାରି ରହିଛି ଟିକାକରଣ । ଏଭଳି ସ୍ଥିତିରେ କରୋନା ବିରୋଧରେ ଦେଶକୁ ମିଳିଛି ସଫଳତା । ଏହାରି ଭିତରେ ଦେଶରେ ୭୫ କୋଟି ଟପିଛି ଟିକାକରଣ । ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର…

ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ଭୁବନେଶ୍ବର : ଆସନ୍ତାକାଲି ରାଉରକେଲାରେ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଆସନ୍ତାକାଲି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ…

ଯାଜପୁର ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ , ୭ ଅଭିଯୁକ୍ତ ଗିରଫ

ଯାଜପୁର : ପାଣିକୋଇଲି ଥାନା ସୋତି ଗାଁ ନିକଟରେ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦାଫାସ । ୨ କିନ୍ନର ସମେତ ୭ ଜଣଙ୍କୁ ଦଫା ୩୦୨ ଅନୁଯାୟୀ କୋର୍ଟ ଚାଲଣ କରାଯାଇଛି। ଦୀର୍ଘ ୯ ଦିନ ପରେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ସଫଳ ହୋଇଛି ।ଦୁଇ କିନ୍ନରଙ୍କ ସହ ଶାରୀରୀକ ସମ୍ପର୍କ ରଖିବା ପରେ…

୧୦ ଲକ୍ଷରୁ ଅଧିକ ଟଙ୍କାର ମଦ ବୋଝେଇ ଟ୍ରକ ଜବତ, ଡ୍ରାଇଭର ସହ ୩ ଗିରଫ

ବାଲେଶ୍ବର : ବାଲେଶ୍ମବର ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ମଦ ଜବତ ।୧୦ ଲକ୍ଷରୁ ଅଧିକ ଟଙ୍କାର ମଦକୁ ୧୬ ନମ୍ବର ଜାତୀୟ ରାଜପଥର ଖନ୍ତାପଡା ଜବତ କରିଛି ଅବକାରୀ ବିଭାଗ । ମଦ ଚୋରା ଚାଲାଣ ଘଟଣାରେ ସୋର ପଠାଣମହଲା ଗ୍ରାମର ଡମ୍ପର ଡ୍ରାଇଭର ଶେଖ ଆବୁ ରହିମକୁ ଗିରଫ କରାଯାଇଛି ।…