Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲଗାଣ ବର୍ଷାରେ ବେହାଲ କେନ୍ଦ୍ରାପଡ଼ା

କେନ୍ଦ୍ରାପଡା: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବେହାଲ ହୋଇଛି କେନ୍ଦ୍ରାପଡା ପୋୖରାଞ୍ଚଳର ବିଭିନ୍ନ ଅଞ୍ଚଳ । ପୋୖରାଞ୍ଚଳର ବିଭିନ୍ନ ଅଞ୍ଚଳ ଗୁଡିକରେ ବର୍ଷାପାଣି ଜମି ରହିଥିବାରୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସ୍ଥାନୀୟ ବାସିନ୍ଦା । କେତେକ ସ୍ଥାନରେ ଘର ଭିତରେ ପାଣି ପଶିଥିବା ବେଳେ ଅନ୍ୟ…

ବର୍ଷାରେ ବେହାଲ ସ୍ଥିତି, ଗୋଦାବରୀରେ ବଢୁଛି ଜଳ ସ୍ତର

ଭୁବନେଶ୍ୱର: ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା। ବର୍ଷା ଯୋଗୁ ଚାରିଆଡେ ପାଣି ଜମି ରହିଛି । ଘର ଦ୍ୱାରରେ ମଧ୍ୟ ପାଣି ପଶିଯିବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ନାସିକରେ ପ୍ରବଳ ବର୍ଷା ଯୋଗୁ ପ୍ରଭାବିତ ହୋଇଛନ୍ତି ଲୋକେ। ଘର ଦ୍ୱାରରେ ପାଣି ପଶି ଯାଇଥିବା ବେଳେ ପାଣି ଘେରରେ ବହୁ ଲୋକ…

ନିର୍ଧୁମ୍ ଛେଚା ଖାଇଲା ଚୋର

ଅନୁଗୁଳ :ଘରେ ପଶି ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର । ନିର୍ଧୁମ୍ ମାଡ ଖାଇବା ପରେ ପୋଲିସ ଚୋରକୁ ବାନ୍ଧି ନେଇଛି । ଏହି ଘଟଣାରେ ସଂପୃକ୍ତ ଅନ୍ୟଦୁଇଜଣ ଫେରାର ଅଛନ୍ତି। ଏପରି ଘଟଣା ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା କୋରଡା ଗାଁର ଆମ୍ବିୁରି ସାହିରେ ଘଟିଛି । ଟଙ୍କା ସହ ସୁନାଗହଣା ଲୁଟିବା…

ଲାଗିଲା ମାଓବାଦୀଙ୍କ ବ୍ୟାନର, ରାୟଗଡାରେ ସକ୍ରିୟ ହେଲା କି ଲାଲବାହିନୀ ?

ରାୟଗଡା: ପୁଣି ଉଡିଲା ଲାଲବାହିନୀର ଲାଲ ପତାକା । ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁର ଓ ଥୁଆପାଡି ରାସ୍ତାରେ ଲାଗିଲା ମାଓବାଦୀଙ୍କ ବ୍ୟାନର । ଏହି ବ୍ୟାନରରେ ସରକାର ବିରୋଧୀ ବିଭିନ୍ନ ସ୍ଲୋଗାନ ଓ ଦାବି ରହିଛି । ରାସ୍ତାରେ ଲାଗିଥିବା ବ୍ୟାନରରେ ବିଷମକଟକ ଡଙ୍ଗରରେ ଥିବା…

ପାରାଦୀପର ସ୍ଥିତି ବେହାଲ , ବୁଡିଲା ତଳିଆ ଅଞ୍ଚଳ

ପାରାଦୀପ : ଲଗାଣ ବର୍ଷାରେ ପାରାଦୀପ ସ୍ଥିତି ବେହାଲ ହୋଇପଡ଼ିଛି । ତଳିଆ ଅଞ୍ଚଳ ଗୁଡିକରେ ଘର ଭିତର ପାଣି ଲହଡି ଭାଙ୍ଗୁଥିବା ଦେଖିବାକୁ ମିଳିଛି । ଆଉ କେତେକ ସ୍ଥାନରେ ରାସ୍ତା ଉପରେ ପାଣି ଜମିଛି । ଗତକାଲି ରାତିରୁ ବର୍ଷା ସାଙ୍ଗରେ ପବନ ବଢ଼ୁଥିବାରୁ କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବା…

ଆଜିଠୁ ଜଗା ଦର୍ଶନ, ଆନନ୍ଦ ବଜାରରେ ମହାପ୍ରସାଦ ସେବନ

ପୁରୀ : ଆଜିଠୁ ପୁଣି କାଳିଆ ଦର୍ଶନ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ନେଇ ପାରିବେ ପୂଜା ସାମଗ୍ରୀ, ଆନନ୍ଦ ବଜାରରେ ବସି ଭକ୍ତ କରିପାରିବେ ଅବଢ଼ା ସେବନ ।  ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ପୁଣି ଜଗା ଦର୍ଶନ । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା…

ବଜ୍ରାଘାତରେ ୧୭ ଗାଈ ମୃତ, ଅଳ୍ପକେ ବର୍ତ୍ତିଲେ ୩ ଗାଇ ଚରାଳି

ମାଲକାନଗିରି: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା । ଖାସ କରି ପୁରୀରେ ଲଗାତାର ବର୍ଷା ରେକର୍ଡ ଭାଙ୍ଗିଥିଲାବେଳେ ଧନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏହି ଧାରାରେ ମାଲକାନଗିରି ଜିଲ୍ଲାରେ ତାଣ୍ଡବ ରଚିଛି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ । ବଜ୍ରାଘାତରେ ଆତଙ୍କିତ…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ନଦୀ ପାଣି ସୁଅରେ ଭାସିଲେ ବାଇକ ଆରୋହୀ

ବରଗଡ଼ : ଜୀରା ନଦୀ ପାଣି ସୁଅରେ ଭାସିଲେ ବାଇକ ଆରୋହୀ । ଅମ୍ବାପାଲି ଓ ବରଗଡ଼ ସହରକୁ ସଂଯୋଗ କରୁଥିବା ବେଳେ ଜିରା ନଦୀ ଉପରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି । ବାଇକରେ ଆସୁଥିବା ଜଣେ ବ୍ୟକ୍ତି ଏହି ରାସ୍ତା ଦେଇ ଆସୁଥିବା ସମୟରେ ବାଇକ ସହ ଭାସିଯାଉଥିବା ସ୍ଥାନୀୟ ଲୋକେ ଦେଖିଥିଲେ ।…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ,ପୋଲିସର ତଦନ୍ତ ଜାରି

ବରଗଡ଼ : ଝୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପାନିଛତର ଗାଁ ରାସ୍ତାକଡରେ ଥିବା ଏକ ପରିତ୍ୟକ୍ତ ଦୋକାନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ପାନିଛତର ଗାଁର ବୋଲି ବୋଲି ଜଣାପଡ଼ିଛି । ତାଙ୍କୁ ୨୨ ବର୍ଷ ବୟସ ହେବ ।ଯୁବକ ଜଣକ ଆତ୍ମହତ୍ୟା…