Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସକୁ ବଡ଼ ସଫଳତା; ୨,୮୬୮କେଜି ଗଞ୍ଜେଇ ଜବତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୋଲିସ, ମାଲକାନଗିରି ଜିଲ୍ଲା ପୋଲିସ ଓ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ନିଶା କାରବାର ବିରୋଧରେ ଅଭିଯାନକୁ ଜୋରଦାର କରାଯାଇଛି। ସୂଚନା ଅନୁଯାୟୀ ୧୫.୦୩.୨୦୨୬ ରୁ ୨୦.୦୩.୨୦୨୬ ମଧ୍ୟରେ ସର୍ବମୋଟ ୨,୮୬୮ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲ୍ଲା…

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଶିଳ୍ପାନୁଷ୍ଠାନ ଉପରେ ବଡ଼ ଆକ୍ସନ ନେଲେ ରାଜ୍ୟ ସରକାର । ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର । ଜମି ନେଇ ଶିଳ୍ପ କରୁନଥିବା କାରଣରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ ହୋଇଛି । ୫ଟି ମାମଲା…

ନିୟମିତ ହେଲେ ୧୩ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ…

କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି; ଏପ୍ରିଲ୍ ୨ ଯାଏଁ ଅନଲାଇନ୍ ପଞ୍ଜୀକରଣ, ଜୁନ୍ ୩୦ ତାରିଖ…

ଭୁବନେଶ୍ୱର: କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ଏପ୍ରିଲ୍ ୨ ତାରିଖ ଯାଏ ଅନଲାଇନ୍ ପଞ୍ଜୀକରଣ ସୁଯୋଗ ମିଳିବ । ଏହି ସମୟସୀମା ମଧ୍ୟରେ ବାଲବାଟିକା-୧ ଓ ୩ ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ପଞ୍ଜୀକରଣ କରାଯିବ । ଏନେଇ କେନ୍ଦ୍ରୀୟ ବିଦ୍ୟାଳୟ…

ପଖାଳ କେବଳ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ପଖାଳ ଦିବସ । ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ 'ପଖାଳ'ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ 'ପଖାଳ ପରବ' କାର୍ଯ୍ୟକ୍ରମ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ମୃତ୍ୟୁ ସହ ସଂଘର୍ଷ କରି ଜିତିଥିଲେ, ଏସସିବି ନିଆଁ ଆଗରେ ହାରିଗଲେ

କୋରାପୁଟ: କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ। ଭେଣ୍ଡିଆ ପୁଅକୁ ହରାଇ ବାହୁନି ବାହୁନି କାନ୍ଦୁଛି ମାଆ। ଯେତେ ଡାକିଲେ ବି ଆଉ ଡାକ ଶୁଣୁନି ପୁଅ। ଦିନେ ମୃତ୍ୟୁ ସହ ସଂଘର୍ଷ କରି ସୁସ୍ଥ ହୋଇ ଜୀବନ ଜିତିଥିଲେ। ଶେଷରେ କଟକ ଏସସିବି ନିଆଁ ଆଗରେ ହାରିଗଲେ। ଭୟଙ୍କର ନିଆଁରୁ ବଞ୍ଚି ମଧ୍ୟ…

ଏଥର ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଅନେକ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଛନ୍ତି । ଚଳିତ ବର୍ଷ ୫ ଲକ୍ଷ ୪୬ ହଜାର ୮୭୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବାପାଇଁ ଫର୍ମ ଭରିଥିଲେ ହେଲେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୬ ହଜାର ୯୪୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ହେଲେ…

ନନ୍ଦନକାନନ ଆସିବେ ୩ ପ୍ରଜାତିର ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନ ଆସିବେ ୩ ପ୍ରଜାତିର ନୂଆ ଅତିଥି। ଏହି ୩ ପ୍ରଜାତିରେ ରହିଛନ୍ତି ୧୮ ଜୀବଜନ୍ତୁ। ଏଥିପାଇଁ ପ୍ରକ୍ରିୟା ଜାରି ରହିଛି। ଚଳିତବର୍ଷର ଦ୍ଵିତୀୟ ପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟା କାର୍ଯ୍ୟକାରୀ ହୋଇଛି। ନନ୍ଦନକାନନ ପ୍ରାଣୀଉଦ୍ୟାନ ଏବଂ ଗୁଜୁରାଟର ଜୁନାଗଡ଼ ସକ୍କରବାଗ…

ଆଜି ବିଶ୍ଵ ପଖାଳ ଦିବସ: ପ୍ରତିଟି ଓଡ଼ିଆଙ୍କ ପ୍ରିୟ ପଖାଳ ସେବନ କରନ୍ତି ମହାପ୍ରଭୁ

ଭୁବନେଶ୍ଵର: ଆଜି ବିଶ୍ଵ ପଖାଳ ଦିବସ। ଓଡ଼ିଆଙ୍କ ପରିଚୟ ପଖାଳ। ଓଡ଼ିଆ ଲୋକଙ୍କ ଜୀବନଶୈଳୀରେ ପଖାଳ କେବଳ ନିତିଦିନିଆ ଖାଦ୍ୟ ନୁହେଁ, ଏହା ଓଡ଼ିଆଙ୍କ ପରିଚୟ। ପଖାଳ କେବଳ ଏକ ଖାଦ୍ୟ ନୁହେଁ, ବରଂ ଏହା ଓଡ଼ିଆ ଅସ୍ମିତା, ସଂସ୍କୃତି ଏବଂ ପରମ୍ପରାର ଏକ ଅଭିନ୍ନ ଅଙ୍ଗ । ଓଡ଼ିଆଙ୍କ ପାରମ୍ପରିକ ଖାଦ୍ୟ…

Weather Update: ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଆସୁଛି ବଡ଼ ବର୍ଷା। ଆନ୍ଧ୍ର ଉପକୂଳ ଏବଂ ୟାନମ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ବିଜୁଳି ଘଡଘଡି ସହିତ ବର୍ଷା ନେଇ ପାଣିପାଗ ବିଭାଗ କରିଛି ପୂର୍ବାନୁମାନ। ଏନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କାଳବୈଶାଖୀ…