Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାଜପୁରରେ ବଧୂ ହତ୍ୟା ଅଭିଯୋଗ

ଯାଜପୁର: ଯାଜପୁରରେ ବଧୂ ହତ୍ୟା । ମଙ୍ଗଳପୁର ଥାନା ମହାନ୍ତି ପାଟଣା ଗାଁ ରେ ବଧୂ ହତ୍ୟା ଅଭିଯୋଗ । ମୃତ ମହିଳା ଜଣକ ହେଲେ ଭାଷ୍କର ବେହେରାଙ୍କ ପତ୍ନୀ ବବିତା ବେହେରା । ବବିତାଙ୍କୁ ସ୍ୱାମୀ ଓ ଶାଶୁ ଘର ଲୋକେ ମିଳିମିଶି ହତ୍ୟା କରିଥିବା ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଛି । ଗତକାଲି…

ଶିକ୍ଷୟିତ୍ରୀଙ୍କ ଗଣେଶ ମୂର୍ତ୍ତି ସଂଗ୍ରହ ନିଶା

ପୁରୀ: ପେଶାରେ ଜଣେ ଶିକ୍ଷୟତ୍ରୀ l ହେଲେ ଗଣେଶ ମୂର୍ତ୍ତି ସଂଗ୍ରହ କରିବା ତାଙ୍କ ନିଶା l ଏମିତି ନିଶା ଯୋଗୁଁ ଏବେ ତାଙ୍କ ଫାଖରେ ୬୦୦ରୁ ଅଧିକ ଗଣେଶ ମୂର୍ତ୍ତି ରହିଛି l ତାହା ପୁଣି ବିଭିନ୍ନ ଧାତୁ ଓ ସାମଗ୍ରୀରେ ତିଆରି l ଏମିତି ଜଣେ ନିଆରା ଶିକ୍ଷୟତ୍ରୀ ହେଉଛନ୍ତି ପୁରୀ ବାସେଳୀ ସାହିର…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ଗତକାଲି ରାତିରେ…

ପାହୁର ପରମ୍ପରାରେ ନୂଆଁଖାଇ

ସୋନପୁର: କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି ସୁବର୍ଣ୍ଣପୁରର ନୂଆଁଖାଇ l ସୋନପୁର ଗଡଜାତରେ ଲୋକେ ଆନନ୍ଦ ଉଲ୍ଲାସରେ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଭକ୍ଷଣ କରିଛନ୍ତି l ନୂଆଁଖାଇରେ ଖାଲି ଯେ ଅନ୍ୟବ୍ୟଞ୍ଜନ , ପୀଠାପଣା ଆଦି ତିଆରି କରି ଖାଆନ୍ତି ତାହା ନୁହେଁ , ଇଷ୍ଟଦେବୀ ମାଆ…

ଟ୍ବିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ର ଆଞ୍ଚଳିକ କେନ୍ଦ୍ର ଶନିବାର ଦିନ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଓଡିଶାର ଦଶଟି ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରିଛି। ଆସନ୍ତା ତିନି ଘଣ୍ଟା ପାଇଁ ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର,…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାତ୍ମକ ଆକ୍ରମଣ

ପୁରୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ପୁରୀ ଚୁଡଙ୍ଗ ସାହି ଖୁଣ୍ଟିଆ ବଗିଚାର ରଞ୍ଜନ ଭୋଇଙ୍କୁ ମରଣାତ୍ମକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ରଞ୍ଜନ ଅପରାହ୍ନରେ ନିଜ ଘର ପାଖରେ ଠିଆ ହୋଇ ରାସ୍ତା ମରାମତି କାମ ଦେଖୁଥିବାବେଳେ ଦଶ ରୁ ବାର ଜଣ ଯୁବକ ମାରଣାସ୍ତ୍ର ଧରି…

ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୧୦ ଲକ୍ଷ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥତାରେ ମାଇଲଖୁଣ୍ଟ ହୋଇଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥତା ହାର ବି ବୃଦ୍ଧି ପାଉଛି । କରୋନା ସୁସ୍ଥ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି । ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧୦ଲକ୍ଷ ୫୪୮ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୯୮.୫୦ ପ୍ରତିଶତ…

ଫେକବୁକ୍ ସୁନ୍ଦରୀଙ୍କୁ ଗିରଫ, ଫେକ୍ ଆକାଉଣ୍ଟ ଖୋଲି ଯୁବକଙ୍କୁ ଲୁଟୁଥିଲେ

ଭୁବନେଶ୍ୱର: ଫେସବୁକରେ ଫେକ୍ ଆକାଉଣ୍ଟ କରି ଯୁବକଙ୍କୁ ଚୂନା ଲଗାଉଥିଲେ ମହିଳା । ଏକାଧିକ ଯୁବକଙ୍କୁ ଲୁଟୁଥିଲେ । ଏବେ ଧରାପଡ଼ିଗଲା କାରସାଦି । ଭୁବନେଶ୍ୱର ସହିଦନଗର ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ଫେସବୁକର ଫେକ୍ ଆଞ୍ଜେଲ ପ୍ରିୟା । ଏଭଳି ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ ।…

ଆଜି ଓଡ଼ିଶାରୁ କରୋନାରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପାଞ୍ଚ ଶହ ତଳକୁ ଖସୁନି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଛୋଟ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରେ ୬୩ ହଜାର ୧୭ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୬୩୦ ଆକ୍ରାନ୍ତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୬ ସଂକ୍ରମିତ । ରାଜ୍ୟରେ…

ଟ୍ରକ୍ ପଛରେ ପିଟି ହେଲା ବାଇକ୍, ଦୁଇ ମୃତ ଓ ଜଣେ ଗୁରୁତର

ଭଦ୍ରକ: ଟ୍ରକ ପଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥରେ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା କହରାପୋଖରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ରକକୁ ପଛରୁ ବାଇକ୍ ଧକ୍କା…