Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରକାଶ ପାଇଲା NIRF ୨୦୨୧ ତାଲିକା : ଟପ୍‌ ୨୫ ବିଶ୍ବବିଦ୍ୟାଳୟ ତାଲିକାରେ ‘ସୋଆ’

ଭୁବନେଶ୍ବର : ପ୍ରକାଶ ପାଇଲା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମଓ୍ବାର୍କ ୨୦୨୧ ତାଲିକା । ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ନେଇ ଘୋଷଣା କରିଛନ୍ତି । ତାଲିକାରେ ଭାରତର ଶ୍ରେଷ୍ଠ ମେଡିକାଲ ବିଶ୍ବବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି…

ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ

ଭୁବନେଶ୍ବର : ଆସନ୍ତାକାଲି ଚଳାଚଳ କରିବ ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀର ରେଳ ଭବନରୁ ଭିଡିଓ କନଫରେନ୍ସିଂ ଜରିଆରେ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ହୀରାଖଣ୍ଡ…

ବିଷମକଟକ ଡାଙ୍ଗରପୋଡା ଗାଁରେ ସ୍ୱଚ୍ଛ ପାନୀୟ ଜଳ ଭେଳିକି

ଗୁଣୁପୁର: ଗାଁ ଗହଳୀରେ ସ୍ୱଚ୍ଛ ପାନୀୟ ଜଳ ଯୋଗାଣକୁ ନେଇ ବାହାବା ନେଉଛନ୍ତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର । ହେଲେ ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ଡାଙ୍ଗରପୋଡା ଗାଁରେ କିନ୍ତୁ ସାମ୍ନାକୁ ଆସିଛି କିଛି ଭିନ୍ନ ଚିତ୍ର । ଡାଙ୍ଗରପୋଡା ଗାଁରେ ରହୁଥିବା ଆଦିମ ଆଦିବାସୀଙ୍କ ପାଇଁ…

ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାର ୨୧ତମ ସ୍ଥାନରେ କିଟ୍‍

ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଛି ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ, ବିଶ୍ବବିଦ୍ୟାଳୟ ତାଲିକାର ଶ୍ରେଷ୍ଠ ୨୧ ତମ…

ସରିଲା ଦୁଷ୍କନ୍ତଙ୍କ ଶେଷକୃତ୍ୟ, ଅନିଶ୍ଚିତତା ଘେରରେ ତାଙ୍କ ପରିବାର

ପାରାଦୀପ :ବିଧାନସଭା ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଷ୍କନ୍ତ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ପୁରୀ ସ୍ୱର୍ଗ ଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। । ଦୁଷ୍କନ୍ତଙ୍କ ଗାଁରେ ଏବେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ବୁଧବାର…

ଜୟପୁର ଜଗନ୍ନାଥ ସାଗରରୁ ନାବାଳିକା ମୃତଦେହ ଉଦ୍ଧାର ଘଟଣା, ପ୍ରେମିକକୁ ଗିରଫ ଦାବିରେ ରାସ୍ତାରୋକ

ଜୟପୁର : ଜଗନ୍ନାଥ ସାଗରରୁ ନାବାଳିକା ଶବ ଉଦ୍ଧାର ଘଟଣା। ପ୍ରେମିକକୁ ଗିରଫ ଦାବିରେ ଜୟପୁର ଜୟନଗର ରାସ୍ତାରେ ଟାୟରଜାଳି ରାସ୍ତା ରୋକ କରିଛନ୍ତି ଶହ ଶହ ମହିଳା ଓ ପୁରୁଷ । ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଁଚି ଲୋକମାନଙ୍କ ସହ ଆଲୋଚନା କରୁଛି । ଗତ ତିନି ଦିନ ତଳେ ଜୟନଗର ଧୋବା ତୁଠ…

ବିଧାନସଭାରେ ଦୁଷ୍ମନ୍ତଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ହୋହାଲ୍ଲା , ଅପହାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ମୌସୁମୀ ଅଧିବେସନର ଶେଷ ଦିନ ହେଲେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରୁନି। ପ୍ରଶ୍ନ କାଳ ଆରମ୍ଭରୁ ଦୁଷ୍କନ୍ତ ମୃତ୍ୟୁ ପ୍ରସଙ୍ଗ ଓ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ହଙ୍ଗାମା କରିଥିଲେ ବିରୋଧୀ। ସେପଟେ କଂଗ୍ରେସ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଉ ହୋହାଲ୍ଲା କରିଛନ୍ତିା ସେନେଇ…

ବନ୍ଧା ପଡ଼ିଛି ଶୈଶବ

ମାର୍ଥାପୁର : କଲମ ଧରିବା ବୟସରେ ପରିବାରର ବୋଝ । ଜୀବନର କଷଟି ପଥର ଭିତରେ ଚାପି ହୋଇ ଯାଇଛି ତିନି ନିରୀହ ଅନାଥ ଶିଶୁଙ୍କ ଭାଗ୍ୟ । ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଏହି ତିନି ନିରୀହ, ନିଷ୍ପାପ ଅନାଥ ଶିଶୁ ।  ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ମାର୍ଥାପୁର ଗାଁର ତିନି ଅନାଥ ଶିଶୁ…

ଥିଙ୍କର୍ସ କ୍ଲବ୍ ପକ୍ଷରୁ ବିଶ୍ୱ ଶାନ୍ତି ପାଇଁ ଜାତିସଂଘକୁ ସ୍ମାରକପତ୍ର ପ୍ରଦାନ 

ଭୁବନେଶ୍ୱର: ଥିଙ୍କର୍ସ କ୍ଲବ୍ ପକ୍ଷରୁ ବିଭିନ୍ନ ରାଷ୍ଟ୍ରଦୂତଙ୍କୁ ନେଇ ବୈଠକରେ ଆଲୋଚନା ପରେ ବିଶ୍ୱଶାନ୍ତି ଦିଗରେ ସାତ ଦଫା ସମ୍ବଳିତ ସ୍ମାରକପତ୍ର ଜାତିସଂଘ, ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଭାରତର ପ୍ରଧାନମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ, ବିଶ୍ୱର ବିଭିନ୍ନ ଶାନ୍ତି ସଂଗଠନକୁ ପ୍ରଦାନ କରାଯାଇଛି ।…

ଶିଶୁଲେଖା ପ୍ରସଙ୍ଗ ଓ ବୌଦ୍ଧିକ ବିଚାର ଶୂନ୍ୟତା

ଧୀରେନ୍ଦ୍ର କର   ଓଡ଼ିଶା ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକାଶିତ ଶିଶୁ ପତ୍ରିକା, ଶିଶୁଲେଖାର ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ୨୦୨୧ (ମନୋଜ ଦାସ ବିଶେଷାଙ୍କ)ରେ ପ୍ରକାଶିତ ଯଶସ୍ବୀ ସାହିତ୍ୟିକ ମନୋଜ ଦାସଙ୍କ ଏକ ହାତଅଙ୍କା ଚିତ୍ରକୁ ନେଇ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଦ୍ୱାରା ସଞ୍ଚାର ମାଧ୍ୟମରେ…