Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲଘୁଚାପ ସକ୍ରିୟ: ଆଜି ଓଡ଼ିଶାର ୬ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଲଘୁଚାପ ନେଲା ଓ୍ୱେଲ୍ ମାର୍କଡ ଲୋ ପ୍ରେସରର ରୂପ । ଗତକାଲିର ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓ୍ୱେଲ ମାର୍କଡ ଲୋ ପ୍ରେସର କ୍ଷେତ୍ର ଭାବେ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ।…

ପିପିଲି ଉପନିର୍ବାଚନ ପାଇଁ ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଅନୁଷ୍ଠିତ ହୋଇଛି ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ । କୋଭିଡ ଗାଇଡଲାଇନ ଅନୁପାଳନ ନେଇ ଜିଲ୍ଲା ପ୍ରଶାସନ ଓ ରାଜନୈତିକ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନିର୍ବାଚନ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ବିଭିନ୍ନ ରାଜନୈତିକ ଦଳର…

ପିପିଲି ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର : କୋଭିଡ୍‌ ଯୋଗୁଁ ସ୍ଥଗିତ ଥିବା ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ବିଭିନ୍ନ ରାଜନୈତିକ ଦଳ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ପରାମର୍ଶ କ୍ରମେ…

ସରକାରଙ୍କ ପାର୍ବଣ କଟକଣା ବିରୋଧରେ କଟକରେ ବନ୍ଦ ଡାକରା

କଟକ: ପୂଜା ପାର୍ବଣରେ ସରକାରଙ୍କ କଟକଣାକୁ ବହୁ ପୂର୍ବରୁ ବିରୋଧ ହୋଇଆସୁଛି । ଖାସ କରି ମୂର୍ତ୍ତି ଉଚ୍ଚତାକୁ କେନ୍ଦ୍ର କରି କଟକରେ ବିବାଦ ଦେଖାଦେଇଛି । ସରକାରୀ କଟକଣାକୁ ବିରୋଧ କରି ଆସନ୍ତା ୧୩ ତାରିଖରେ କଟକ ବନ୍ଦ ପାଇଁ ବିଜେପି ଡାକରା ଦେଇଛି । ସରକାରଙ୍କ କଟକଣା ଅନୁଯାୟୀ ୪ ଫୁଟ୍…

ଜୟପୁର ବାଟ କୁହୁଡିରେ ଦୁର୍ଘଟଣା, ୨ ମୃତ

ଜୟପୁର : ଜୟପୁର ବାଟ କୁହୁଡି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଜଗଦଲପୁରରୁ କୋଟପାଡ଼ ଅଭିମୁଖେ ଆସୁଥିବା କାର । କିନ୍ତୁ ଏହି ସମୟରେ ବାଟକୁହୁଡି ଗାଁ ନିକଟରେ କାର ସହ ମୋଟର ସାଇକେଲର…

ଯୁବତୀଙ୍କ ଠାରୁ ଝାମ୍ପିନେଲେ ଟଙ୍କା

ବାଲେଶ୍ୱର : ଯୁବତୀଙ୍କ ଠାରୁ ଲୁଟ୍ । ବାଲେଶ୍ୱର ଗୋପୀନାଥ ମନ୍ଦିର ବଙ୍ଗଳାସାହି ଛକ ନିକଟରେ ଏପରି ଅଘଟଣ ହୋଇଛି । ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କ ଠାରୁ ଲୁଟ୍ ହୋଇଛି। ଯୁବତୀ ଜଣକ ରେମୁଣା ଶାଖାରେ କାର୍ଯ୍ୟରତ ଅଛନ୍ତି । ସେ ଆଜି ଦ୍ୱିପ୍ରହରେ ମନ୍ଦିରସାହି ଅଞ୍ଚଳରୁ…

ଜଗଦୀଶ କାନୁନଗୋ ଓ ଜୟନ୍ତ ବେହେରା ପାଇବେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ

ଭୁବନେଶ୍ବର : ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷିତ ହୋଇଛି । ଚଳିତବର୍ଷ ପାଇଁ ବିଶିଷ୍ଟ ଚିତ୍ରକର ଜଗଦୀଶ କାନୁନଗୋ ଓ ପ୍ରସିଦ୍ଧ ଘୁମୁରା ଶିଳ୍ପୀ ଜୟନ୍ତ ବେହେରା ଏହି ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ…

କାର ସହ ୧୩୨ କେଜି ଗଞ୍ଜେଇ ଜବତ, ୪ ଗିରଫ

ଗଜପତି : ପୁଣି ଆନ୍ତରାଜ୍ୟ ଗଂଞ୍ଜେଇ ଚୋରା ଚାଲାଣ ରାକେଟ ଠାବ । ଗଜପତି ଜିଲ୍ଲା ମୋହନା ପୋଲିସ ଜରଉ ଘାଟିରୁ କାର ସହ ୧୩୨ କେଜି ଗଞ୍ଜେଇ ଜବତ ହୋଇଛି । ଗଂଜେଇ ଚୋରା ଚାଲାଣ ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୪ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ, ଆଜି ଗୋବିନ୍ଦପୁର ଓ ଜରଉ ଅଞ୍ଚଳରେ…

ଇସ୍ରାଏଲରେ ସଫଳ ହେଲା ବିଶ୍ବର ଅନ୍ୟତମ ବିରଳ ଅସ୍ତ୍ରୋପଚାର, ଅଲଗା ହେଲା ଦୁଇ ଯାଆଁଳା ଶିଶୁଙ୍କ ମୁଣ୍ଡ

ଇସ୍ରାଏଲ : ଇସ୍ରାଏଲରେ ସଫଳ ହେଲା ବିଶ୍ବର ଅନ୍ୟତମ ବିରଳ ଅସ୍ତ୍ରୋପଚାର । ଦୁଇ ଯାଆଁଳା ଶିଶୁଙ୍କ ମୁଣ୍ଡକୁ କରାଯାଇଛି ଅଲଗା । ଜନ୍ମବେଳେ ଦୁଇ କନ୍ୟା ଶିଶୁଙ୍କ ମୁଣ୍ଡ ଯୋଡି ହୋଇ ରହିଥିବାରୁ ନାନା ସମସ୍ୟା ଦେଖା ଦେଇଥିଲା । ସୋରୋକା ମେଡିକାଲ ସେଣ୍ଟରରେ ଦୀର୍ଘ ୧୨ ଘଣ୍ଟାର ଅସ୍ତ୍ରୋପଚାର ପରେ…

ବହୁ ଚର୍ଚ୍ଚିତ ଦାରା ସେନାର ମୁଖ୍ୟ ମୁକେଶ ଜେନ ମାମଲା ,କଟକ ଗସ୍ତରେ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ

କଟକ: ବହୁ ଚର୍ଚ୍ଚିତ ଦାରା ସେନା ମୁଖ୍ୟ ମୁକେଶ ଜେନ ମାମଲା । ଦାରା ସେନାର ମୁଖ୍ୟ ମୁକେଶ ଜେନଙ୍କ ବିରୋଧରେ ହୋଇଥିବା ମାମଲାର ଡିସଚାର୍ଜ ପାଇଁ କଟକ ଆସିଛନ୍ତି ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ଏପି ସିଂହ । ଗତବର୍ଷ ରଥ ଯାତ୍ରାକୁ ନେଇ ଉପୁଜିଥିବା ବିବାଦ ସମୟରେ ମୁକେଶ ଜେନ  ଜଗନ୍ନାଥଙ୍କୁ…