Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୂତୀଙ୍କ ଅଭିଯୋଗରେ ୱେବ୍ ସାମ୍ବାଦିକ ସୁଧାଂଶୁ ରାଉତ ଥାନାରେ ଅଟକ

ଭୁବନେଶ୍ୱର: ଧାବିକା ଦୂତୀ ଚାନ୍ଦଙ୍କୁ ଅଶ୍ଳୀଳ ମନ୍ତବ୍ୟ ଓ ବ୍ଲାକମେଲିଂ କରିବା ଅଭିଯୋଗରେ ୱେବ୍ ମିଡିଆ ସାମ୍ବାଦିକ ସୁଧାଂଶୁ ରାଉତ ଥାନାରେ ଅଟକ । ଆଜି ଭୁବନେଶ୍ୱରରେ ମହିଳା ଥାନା ପୋଲିସ ତାଙ୍କୁ ଥାନାକୁ ଉଠାଇ ନେଇ ପଚରାଉଚରା କରୁଥିବା ସୂଚନା ରହିଛି । ଅଲିମ୍ପିକ ଗେମ୍ସରୁ ଫେରିବା ପରେ…

ଟ୍ରେନ୍ ଦୁର୍ଘଟଣାରେ ଯୁବକ ଆହତ

ଭଦ୍ରକ: ଭଦ୍ରକ ରେଲୱେ ଷ୍ଟେସନରେ ଅଘଟଣ। ଟ୍ରେନ ଦୁର୍ଘଟଣାରେ ହାତ କଟିଯିବା ଫଳରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତି କରାଯାଇଛି। ଯୁବକ ଜଣକ ଭଦ୍ରକ ୧୪ ନମ୍ବର ୱାର୍ଡର ନୀଳକଣ୍ଠପୁର ଗାଁ ର କାଳିଆ ସିଂ ଙ୍କ ପୁଅ ଜିତେନ୍ଦ୍ର ବୋଲି ଜଣାପଡ଼ିଛି।…

ଯାଜପୁରରେ ଡବଲ ମର୍ଡର

ଯାଜପୁର : ଯାଜପୁରରେ ଡବଲ ମର୍ଡର । ଯାଜପୁର ପାଣିକୋଇଲି ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରୁ ଦୁଇ ଜଣଙ୍କ ମୃତ ହେହ କୁ ପୋଲିସ ଉଦ୍ଧାର କରିଛିା। ମୃକକ ଦୁଇ ଜଣ ଜହ୍ନା ଗାଁ ର ବିଜୟ ସାହୁ ଓ ମାନସ ରଞ୍ଜନ ଦାସ ବୋଲି ଜଣାପଡ଼ିଛି।ଉଭୟଙ୍କ ଦେହରେ କ୍ଷତ ସ୍ଥାନ ରହଛି। ପୋଲିସ ଉଭୟଙ୍କ ମୃତ ଦେହକୁ…

ବିଜେଡି-କଂଗ୍ରେସ ଭିତରେ ଡିଲ୍ ହୋଇଛି: ମୋହନ ମାଝୀ

ଭୁବନେଶ୍ୱର: ବିଧାନସଭା ନଚାଲିବା ନେଇ ବିଜେଡି ଓ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ବିଜେପି ବିଧାୟକ ମୋହନ ମାଝୀ । ଅଭିଯୋଗ ଆଣିଛନ୍ତି, ବିଜେଡି ଓ କଂଗ୍ରେସ ଭିତରେ ଡିଲ୍ ହୋଇଛି । ସେ କହିଛନ୍ତି, ମାହାଙ୍ଗା ମର୍ଡର, ଆଇନ ଶୃଙ୍ଖଳା ଉପରେ ଆଜି ଆଲୋଚନା ହେବାର ଥିଲା । ମୋହନ ମାଝୀ କହିଛନ୍ତି,…

ବିଧାନସଭାରେ OSSC ଦୁର୍ନୀତି ତାତି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ତିନି ଦିନ ହେଲାଣି ବିଧାନସଭାରେ ସରୁନି ଅଚଳାବସ୍ଥା । ବାଚସ୍ପତି ସର୍ବଦଳୀୟ. ଡାକି ଆଲୋଚନା କଲେ ବି ଫଳ ଶୂନ । ଆଜି ଅଧିବେଶନ ଆରମ୍ଭରୁ ପୁଣି ହଟ୍ଟଗୋଳ ହୋଇଥିଲା । ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ଉଠାଇଥିଲା ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନରେ ଦୁର୍ନୀତି ପ୍ରସଙ୍ଗ ।…

ଓଡ଼ିଶାରୁ ୮୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୭ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୨୦ ଜଣ ୦-୧୮ ବର୍ଷ ଭିତରେ ଛୁଆ ଓ କିଶୋର ଅଛନ୍ତି । ଆଜି କ୍ୱାରେଣ୍ଟାଇନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୪ । ଖୋର୍ଦ୍ଧା…

‘ମୋ ବସ୍’ର ୨ଟି ଅତ୍ୟାଧୁନିକ ଡିପୋର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ‘ମୋ ବସ୍’ର ଦୁଇଟି ଡିପୋକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଭୁବନେଶ୍ୱର ପଟିଆ ଓ ଅନ୍ୟଟି ଭଗବାନପୁରରେ ରହିଛି । ସନ୍ଧ୍ୟା ୫ଟାରେ ଏହାର ଉଦଘାଟନ କାର୍ଯ୍ୟକ୍ରମ ରହିଛି । ‘ମୋ ବସ୍’ ପାଇଁ କରାଯାଇଥିବା ଦୁଇଟି ଅତ୍ୟାଧୁନିକ ଡିପୋ ମଧ୍ୟରେ ବସ୍…

ଜାତୀୟ ରାଜପଥ କଡ଼ରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁର୍ଘଟଣା ନା ହତ୍ୟା ?

ଯାଜପୁର: ଜାତୀୟ ରାଜପଥ କଡ଼ରୁ ୨ ଜଣଙ୍କର ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ମିର୍ଜାପୁର ନିକଟ ୧୬ ନମ୍ବର ଜାତୀୟ ରାଜପଥ କଡ଼ରୁ ୨ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହା ଦୁର୍ଘଟଣା ନା ହତ୍ୟା ଏଯାଏ ସ୍ପଷ୍ଟ ହୋଇନି । ମୃତଦେହ ନିକଟରେ ଏକ ବାଇକ୍ ପଡ଼ିଥିବା…

ଜେଲରେ ରାତି କାଟିଲେ ଗୁରୁଜୀ ମାନସ ଦାସ ଓ ପୁଅ, ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର: ଜେଲ ଯାଇଛନ୍ତି ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନ ଦାସ । ଖୋର୍ଦ୍ଧା ଜେଲରେ ବାପା-ପୁଅ ପ୍ରଥମ ରାତି କାଟିଛନ୍ତି । ଗତକାଲି ସେମାନଙ୍କୁ ଖୋର୍ଦ୍ଧା ଏସଡିଜେଏମ୍ କୋର୍ଟରେ ହାଜର କରିଥିଲା । ସେମାନଙ୍କ ଜାମିନ ନାମାଞ୍ଜୁର ହେବାରୁ ଉଭୟଙ୍କୁ ଜେଲକୁ ପଠାଇ…

ପୂର୍ବତଟ ରେଳବାଇର ବରିଷ୍ଠ କ୍ରୀଡ଼ା ଅଧିକାରୀ ହେଲେ ଅମିତ ରୋହିଦାସ

ଭୁବନେଶ୍ବର : ପୂର୍ବତଟ ରେଳପଥର ବରିଷ୍ଠ କ୍ରୀଡ଼ା ଅଧିକାରୀ ଭାବେ ଯୋଗ ଦେଲେ ଓଡ଼ିଆ ଅଲମ୍ପିଆନ ହକି ଖେଳାଳି ଅମିତ ରୋହିଦାସ । ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ପରାସ୍ତ କରି କାଂସ୍ୟ ପଦକ ଜିତିଛି ଭାରତୀୟ ଜାତୀୟ ପୁରୁଷ ହକି ଦଳ । ଏହି ଅଭିଯାନରେ ଭାରତୀୟ ଦଳର ଡିଫେଣ୍ଡର ଅମିତ ରୋହିଦାସ…