Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ରାୟଗଡ଼ା: ପୋଲିସ ଇନଫର୍ମର ସନ୍ଦେହରେ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ । ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡା ଗାଁ ନିକଟରେ ତାଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ସନ୍ତୋଷ ଦଣ୍ଡସେନା । ଗତକାଲି ରାତି ପ୍ରାୟ ୧୦ଟା ବେଳେ ସଶସ୍ତ୍ର ମାଓବାଦୀମାନେ ଆସି ସନ୍ତୋଷକୁ ଘରୁ…

ଲାଞ୍ଚ ମାଗି ରାୟଗଡ଼ା ଅବକାରୀ ଅଧୀକ୍ଷକ ଚାକିରିରୁ ସସପେଣ୍ଡ, ଭିଡିଓ ଭାଇରାଲ୍ ପରେ ଆକ୍ସନ

ରାୟଗଡା: ମଦ ବ୍ୟବସାୟୀଙ୍କୁ ଲାଞ୍ଚ ମାଗି ଚାକିରିରୁ ସସପେଣ୍ଡ ହେଲେ ରାୟଗଡ଼ା ଜିଲ୍ଲା ଅବକାରୀ ଅଧୀକ୍ଷକ । ଏସମ୍ପର୍କିତ ଅଡ଼ିଓ ଭାଇରାଲ୍ ପରେ ଅବକାରୀ ଅଧୀକ୍ଷକ ପ୍ରସନ୍ନ କୁମାର ନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ବିବାଦ ତେଜିବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ …

ଆଜି ଓଡ଼ିଶାରୁ ୭୧୯ କରୋନା ପଜିଟିଭ୍, ୧୨୫ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହଜାରେ ଭିତରେ ରହିଛି । କିନ୍ତୁ ଛୁଆଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ୭୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୦-୧୮ ବର୍ଷ ଭିତରେ ୧୨୭ ସଂକ୍ରମିତ । ଆଜି ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି ।…

ଆଜିଠୁ ବିଧାନସଭା: କମ୍ପିବ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ୯ ତାରିଖ ଯାଏ ଚାଲିବ । ଚଳିତ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଛି । ଆସନ୍ତା ୩ ତାରିଖରେ ଗୋଟିଏ ଦିନ ପ୍ରାଇଭେଟ୍ ମେମ୍ବର୍ସ ବିଲ୍ ଦିନ ରହିଛି । ଏହି ଅଧିବେଶନରେ ମୋଟ୍ ୧୨ଟି ବିଲ୍ ଆସିବ । ମୌସୁମୀ ଅଧିବେଶନ…

ଜୁଆ ଆଡ୍ଡା ଉପରେ ରାତି ଅଧିଆ ରେଡ୍: ୧୧ ଗିରଫ, ୩ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର: ଜୁଆ ଆଡ୍ଡା ଉପରେ ରାତି ଅଧିଆ ରେଡ୍ । ଅଚାନକ ମାଡ଼ି ବସିଲା ପୋଲିସ । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ବାଳକାଟିରେ ଜୁଆ ଖେଳ ଚାଲିଥିବା ପୋଲିସକୁ ଖବର ମିଳିଥିଲା । ଏହାପରେ ଆରମ୍ଭ ହୋଇଥିଲା ଚଢ଼ାଉ । ୧୧ ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଜବତ ହୋଇଛି ନଗଦ…

ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୯ଟି ଦୋକାନ ଘର

ଭୁବନେଶ୍ୱର: ବିଳମ୍ବିତ ରାତିରେ ଭୁବନେଶ୍ୱର ୟୁନିଟ୍-୧ ହାଟରେ ଲାଗିଲା ନିଆଁ । ଗତକାଲି ରାତି ପାଖାପାଖି ୧୦ଟା ୫୦ ବେଳେ ଅଗ୍ନିକାଣ୍ଡ ହୋଇଥିଲା । ଏଥିରେ ୩ଟି ଦୋକାନ ଘର ସମ୍ପୂର୍ଣ୍ଣ ଛାରଖାର ହୋଇଛି ଆଉ ୬ଟି ଦୋକାନ ଆଂଶିକ ପ୍ରଭାବିତ ହୋଇଛି । ଖବର ପାଇ ଘଟାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଆଜିଠୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର: ସର୍ବସାଧାରଣ ଦର୍ଶନ ପାଇଁ ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର । କୋଭିଡ୍ ଗାଇଡଲାଇନ ମାନି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମହାପ୍ରଭୁଙ୍କୁ ଗର୍ଭଗୃହକୁ ଯାଇ ଦର୍ଶନ କରିବା ନିଷେଧ କରାଯାଇଛି…

ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକ୍ଷମ ହେବ ଏନଟିପିସି ଦର୍ଲିପାଲି ଦ୍ବିତୀୟ ୟୁନିଟ୍

ଭୁବନେଶ୍ବର : ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକ୍ଷମ ହେବ ଏନଟିପିସି ଦର୍ଲିପାଲି ଦ୍ବିତୀୟ ୟୁନିଟ୍ । ଏହି ଦ୍ବିତୀୟ ୟୁନିଟର ପରୀକ୍ଷାମୂଳକ ଉତ୍ପାଦନ ଗତ ଜୁଲାଇ ୨୧ ତାରିଖରେ ଶେଷ ହୋଇଛି । ତେବେ ବିଦ୍ଧିବଦ୍ଧ ଭାବେ ସେପ୍ଟେମ୍ବର ୧ ତାରିଖରୁ ଏହାର ବ୍ୟବସାୟୀକ ଉତ୍ପାଦନ ଆରମ୍ଭ ହେବ ବୋଲି…

ଶତାବ୍ଦୀର ପୁରୁଣା ହେରିଟେଜ୍ ଷ୍ଟିମ୍ ଲୋକୋମୋଟିଭର ପୁନଃ ନିର୍ମାଣ

ପୁରୀ : ପୁରୀ ବିଏନଆର ହୋଟେଲରେ ରଖାଯାଇଥିବା ଶତାବ୍ଦୀର ପୁରୁଣା ହେରିଟେଜ୍ ଷ୍ଟିମ୍ ଲୋକୋମୋଟିଭ୍ PL-୬୯୨କୁ ପୂର୍ବତଟ ରେଳବାଇ ଦ୍ବାରା ମରାମତି ଏବଂ ରକ୍ଷଣାବେକ୍ଷଣ କରାଯାଇଛି । ପୁରୀ ଏବଂ ଏହାର ଆଖପାଖରେ ଥିବା ଲୁଣିଆ ବାୟୁ ଇଞ୍ଜିନକୁ ସଂପୂର୍ଣ୍ଣ ଭାବେ କଳଙ୍କି କରିଦେଇଥିଲା । ଇଞ୍ଜିନର ଛାତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର

ଭୁବନେଶ୍ବର : ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡ଼ିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରାଯାଇଛି । ବୈଠକରେ ଓଡ଼ିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି…