Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର

ଭୁବନେଶ୍ବର : ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡ଼ିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରାଯାଇଛି । ବୈଠକରେ ଓଡ଼ିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି…

ନଷ୍ଟ ହୋଇଥିବା ଗଛ ବିକ୍ରି ଜାଲିଆତି: ୩୪ ବର୍ଷ ପରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ରାୟ, ୯ ଜଣ ଦଣ୍ଡିତ

ଜୟପୁର : ୩୪ ବର୍ଷ ପରେ ଏକ ମାମଲାର ରାୟ ପ୍ରକାଶ କରିଛନ୍ତି ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭଭି କରି ବିଚାରପତି ରାଜେଶ ଏକ୍କା ରାୟର ଶୁଣାଣି କରିଛନ୍ତି । ମାମଲାରେ ୯ ଜଣ ଦଣ୍ଡିତ ହୋଇଛନ୍ତି । କାରାଦଣ୍ଡ ସହ ଅର୍ଥ ଦଣ୍ଡରେ ଦଣ୍ଡିତ କରିଛନ୍ତି ବିଚାରପତି…

ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ…

ଭୁବନେଶ୍ବରରେ ଭାରତୀୟ ରେଳବାଇ ମହିଳା କବାଡି ଟିମ୍ ପାଇଁ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ଆସନ୍ତା ଡିସେମ୍ବରରେ ଅନୁଷ୍ଠିତ ହେବ ସିନିୟର ନ୍ୟାସନାଲ କବାଡି ଚାମ୍ପିଅନସିପ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ କ୍ରୀଡା ପ୍ରୋତ୍ସାହନ ବୋର୍ଡ ପକ୍ଷରୁ ଭୁବନେଶ୍ବର ପୂର୍ବତଟ ରେଳପଥ ଇଣ୍ଡୋର ଷ୍ଟାଡିୟମରେ ମହିଳା କବାଡି ଦଳ ପାଇଁ ଆୟୋଜନ କରାଯିବ ପ୍ରଶିକ୍ଷଣ ଶିବିର ।…

କମିଶନରେଟ ପଞ୍ଝାରେ ଆନ୍ତଃ ଜିଲ୍ଲା ବାଇକ୍ ଲୁଟେରା ଗ୍ୟାଙ୍ଗ୍

କଟକ : କମିଶନରେଟ ପଞ୍ଝାରେ ଆନ୍ତଃ ଜିଲ୍ଲା ବାଇକ୍ ଲୁଟେରା ଗ୍ୟାଙ୍ଗ୍ । ଗ୍ୟାଙ୍ଗର ୪ ଜଣ ସଦସ୍ୟ ଏବଂ ୫ ଜଣ ରିସିଭରଙ୍କୁ ମିଶାଇ ମୋଟ୍ ୯ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି କଟକ ମାଲଗୋଦୋମ ଥାନା ପୋଲିସ । ଏମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି । ମାଲଗୋଦାମ ଥାନା ପୋଲିସ ଏମାନଙ୍କୁ ଗିରଫ…

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର

ଭୁବନେଶ୍ବର : କରୋନାର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ଆଗକୁ ତୃତୀୟ ଲହର ଆସୁଥିବାରୁ ୩ ହଜାର ବେଡ୍ ପ୍ରସ୍ତୁତ ରହିଛି । ସେହିପରି ୪ ହଜାର ୫୦୦ ଡାକ୍ତର ଓ ନର୍ସଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ…

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲାଗି ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଲାଗି ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର ୧୧ ତାରିଖ ପଞ୍ଚମୀ ତିଥିରେ ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ତୁଳା ଲଗ୍ନରେ ନିର୍ଦ୍ଧାରଣ କରାଯାଇଛି । ଏହି ସମୟ ମଧ୍ୟରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି କରାଯିବ…

କଦଳୀ ବୋଝେଇ ଗାଡ଼ିରୁ ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଜୟପୁରରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କଦଳୀ ବୋଝେଇ ଗାଡ଼ିରୁ ଜବତ ହୋଇଛି ଗୋଟିଏ ଟନରୁ ଅଧିକ ଗଞ୍ଜେଇ । ଏକ ପିକ୍ ଅପ୍ ଭ୍ୟାନରେ କଦଳୀ ଯାଉଥିବା ବେଳେ ଅଟକାଇଥିଲା ବୈପାରୀଗୁଡା ପୋଲିସ । ଚେକିଂ ବେଳେ, କଦଳୀ ଗାଡିରୁ ବିପୁଳ ପରିମାଣ ଗଞ୍ଜେଇ ଜବତ ହୋଇଥିଲା ।…

କମିଶନରେଟ୍ ଯୋଜନା , ଯାଞ୍ଚ ହେବ ପ୍ରେସ ଲେଖା ଗାଡ଼ି

କଟକ:  ନିଜକୁ ସାମ୍ବାଦିକ କହି ଦୌରାତ୍ମ୍ୟ ସୃଷ୍ଟି କରୁଥିବା କିଛି ଠକଙ୍କୁ ସାବାଡ଼ କରିବ କମିଶନରେଟ ପୁଲିସ । ମଙ୍ଗଳବାର ଦିନ ସାମ୍ବାଦିକ ସମ୍ମିଳନୀରେ ଏନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଭୁବନେଶ୍ୱର ସମେତ ରାଜ୍ୟରେ ମନଇଛା ଗାଡ଼ିରେ ପ୍ରେସ୍‌ ଲେଖି ବୁଲୁଥିବା ଠକ ସାବାଡ଼ କରିବାକୁ…

ସାମୟିକ ପରିବର୍ତ୍ତିତ ମାର୍ଗରେ ପୁରୀ-ଆନନ୍ଦବିହାର-ପୁରୀ ନୀଳାଚଳ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଉତ୍ତର ରେଳପଥର ଲକ୍ଷ୍ନୌ-ରାଏବରେଲୀ-ପ୍ରତାପଗଡ଼-ବାରାଣସୀ ରେଳ ମାର୍ଗର ଗଙ୍ଗାଗଞ୍ଜ, ରାଏ ବରେଲୀ ଓ ରୂପମାଉ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ପାଇଁ ପୁରୀ ଓ ନୂଆଦିଲ୍ଲୀ ଆନନ୍ଦବିହାର ମଧ୍ୟରେ ଚଳାଚଳ କରୁଥିବା ନୀଳାଚଳ ବିଶେଷ ଟ୍ରେନ ସାମୟିକ ଭାବେ ମାର୍ଗ ପରିବର୍ତ୍ତନ କରି…