Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ

ଭୁବନେଶ୍ୱର: ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ । ଯଦି ଟିକା ଆସିବାରେ କୌଣସି ସମସ୍ୟା ନହେଲେ ୪ ମାସ ଭିତରେ ଟିକାକରଣ ଶେଷ ହେବ । ବର୍ତ୍ତମାନ ଟିକାରେ କିଛି ସମସ୍ୟା ନାହିଁ । ଏଯାଏ ୨ କୋଟି ୨୦ ଲକ୍ଷ ଡୋଜ୍ ଟିକା ଦିଆ ସରିଲାଣି । ୧କୋଟି ୬୬ ଲକ୍ଷ ଲୋକ ପ୍ରଥମ ଡୋଜ୍ ଓ ୫୩ ଲକ୍ଷ…

ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ

ସମ୍ୱଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ବାହାରିବ ଲଗ୍ନ । ପରମ୍ପରା ଅନୁସାରେ ଜନ୍ମାଷ୍ଟମୀର ପରଦିନ ନୂଆଖାଇ ଲଗ୍ନ ନିର୍ଘଣ୍ଟ କରାଯାଏ । ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ଧାର୍ୟ୍ୟ କରାଯିବ । ଏନେଇ ସନ୍ଧ୍ୟା ୫ଟାରେ ପଣ୍ଡିତ, ଜ୍ୟୋତିର୍ବିଦ ଓ…

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍, ଆଉ ୧୧୦ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ଲାଟ୍ୟୁ ସ୍ଥିତିରେ ଅଛି କରୋନାର ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କିନ୍ତୁ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୩୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି…

କାଲି ଆସିବ ସେପ୍ଟେମ୍ବର ଗାଇଡଲାଇନ୍

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ମାମଲା ହ୍ରାସ ପାଇବା ସହ ସ୍ଥିତିରେ ବି ସୁଧାର ଆସୁଛି । ଧିରେ ଧିରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ, ଆସନ୍ତାକାଲି ଆସିବ ନୂଆ ଗାଇଡଲାଇନ୍ । ସେପ୍ଟେମ୍ବରରେ କଣ ହେବ କୋହଳ, କଣ ରହିବ କଟକଣା, ସେନେଇ ଘୋଷଣା କରିବେ ରାଜ୍ୟ ସରକାର । ଆଗକୁ…

ଗଞ୍ଜାମ ଜିଲ୍ଲାରେ ଆଉ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ : ପଞ୍ଚମ ତଥା ଶେଷ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିଛନ୍ତି । ରୁପାନ୍ତର ସ୍କୁଲରେ ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ…

ବିଜେଡିର ସମାଲୋଚନା, ହତାଶ କର୍ମୀଙ୍କ ମନୋବଳ ବଢ଼ାଇବାକୁ ମାମୁଲି ପ୍ରସଙ୍ଗ ଉଠାଇଛି ବିଜେପି

ଭୁବନେଶ୍ବର : ରାଜ୍ୟ ବିଜେପିକୁ ବିଜେଡିର ସମାଲୋଚନା । ୨୦୧୯ରୁ ସାଧାରଣ ନିର୍ବାଚନ ଓ ପରବର୍ତ୍ତି ଉପନିର୍ବାଚନରେ ହାରିବା ପରେ ନିରୁତ୍ସାହିତ ଅଛନ୍ତି ବିଜେପି ନେତା ଓ କର୍ମୀ । ସେମାନଙ୍କ ଉତ୍ସାହିତ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି ବିଜେପି । ଏଥିପାଇଁ ବିଜେପି ପ୍ରତିଦିନ ମାମୁଲି…

କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

କଟକ : କଟକ କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ । ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଅର୍ଜୁନ ଜେନାକୁ ଗିରଫ କରିଛି କନ୍ଦରପୁର ପୋଲିସ । ବାକି ଟଙ୍କା ମାଗିବାରୁ ସୁଦର୍ଶନ ଶତପଥୀଙ୍କୁ ଅଭୀଯୁକ୍ତ ଅର୍ଜୁନ ହତ୍ୟା କରିଥିବା କହିଛି ପୋଲିସ । ସୂଚନା…

ଡେଙ୍ଗୁ ନିୟନ୍ତ୍ରଣ ପାଇଁ ରାଉରକେଲା ମହାନଗର ନିଗମ ପକ୍ଷରୁ ସ୍ବତନ୍ତ୍ର ସଫେଇ ଅଭିଯାନ

ରାଉରକେଲା : ରାଉରକେଲା ସହରରେ ଡେଙ୍ଗୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛ ରାଉରକେଲା ମହାନଗର ନିଗମ । ଏଥିପାଇଁ ମହାନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ସଫେଇ ଅଭିଯାନ । ସହରର ସମସ୍ତ ଜନଗହଳିପୂର୍ଣ୍ଣ ମାର୍କେଟ ଅଞ୍ଚଳକୁ ସ୍ବଛ ଓ ପରିସ୍କାର ରଖିବା ପାଇଁ ରାଉରକେଲା ମହାନଗର ନିଗମ…

ଗଞ୍ଜେଇ ଚୋରାଚାଲଣ ଅଭିଯୋଗରେ ୫ ଅଭିଯୁକ୍ତ ଗିରଫ

ମାଲକାନାଗିରି: ମାଲକାନାଗିରି ଜିଲ୍ଲା ପୋଲିସକୁ ସଫଳତା। ଗଂଜେଇ ଚୋରା ଚାଲଣ ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲଣ କରିଛି ପୋଲିସ । ଗିରଫ ହୋଇଥିବା ୫ ଜଣଙ୍କ ମଧ୍ୟରେ ବୈପାରଗୁଡାର  ଜଣେ ୱେବ ଚ୍ୟାନେଲର ସାମ୍ବାଦିକ ଥିବା ଖବର ସାମ୍ନାକୁ ଆସିଛି। ଜବତ ହୋଇଥିବା ୧୫୨୦…

ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ ହେବ ସ୍ବାଭାବିକ ଶୁଣାଣି

ନୂଆଦିଲ୍ଲୀ : ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ସୁପ୍ରିମକୋର୍ଟରେ ହେବ ସ୍ବାଭାବିକ ଶୁଣାଣି । କରୋନା ମହାମାରୀ ପାଇଁ ଦୀର୍ଘ ଦିନ ଧରି ଭିଡିଓ କନଫରେନ୍ସିଂ ଜରିଆରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇ ଆସୁଥିଲା । ଭର୍ଚୁଆଲ ଶୁଣାଣି ନେଇ ଓକିଲ ମାନଙ୍କୁ କିଛି ଇଚ୍ଛାଧୀନ ସୁଯୋଗ ଦିଆଯାଇଛି । ବାର୍…