Latest Odisha News

BREAKING NEWS

Browsing Category

ଓଡିଶା

Odisha

ନନ୍ଦନକାନନ ଅନୁଧ୍ୟାନ କଲେ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷ

ଭୁବନେଶ୍ବର : ନନ୍ଦନକାନନ ଅନୁଧ୍ୟାନ କରିଛନ୍ତି କେନ୍ଦ୍ରୀୟ ଚିଡ଼ିଆଖାନାର କର୍ତ୍ତୃପକ୍ଷ । ଆଜି କେନ୍ଦ୍ରୀୟ ଚିଡ଼ିଆଖାନାର ପିସିସିଏଫ ୟୁ ପ୍ରକାଶମ ଯୋଗ ଦେଇ ନନ୍ଦନକାନନ ପ୍ରାଣୀ ଉଦ୍ୟ।ନ ଓ ବଟାନିକାଲ ଗାର୍ଡେନର ବିଭିନ୍ନ ଦିଗ ଉପରେ ସ୍ଥିତି ପରଖିଛନ୍ତି । ପ୍ରାଣୀ ଉଦ୍ୟନରେ ବସବାସ କରୁଥିବା…

ବାଲୁକା କଳାରେ ତାଲିବାନୀଙ୍କ ବର୍ବରତାର ଚିତ୍ର

ପୁରୀ:ବାଲୁକା କଳାରେ ତାଲିବାନୀଙ୍କ ହିଂସ୍ରତାର ଝଲକ। ଆଫଗାନିସ୍ତାନରେ ମହିଳାଙ୍କ ଉପରେ ଚାଲିଥିବା ଅତ୍ୟାଚାର ବର୍ବରତା ଦିନକୁ ଦିନ ବଢିଚାଲିିଛି। ଏମିତି ଛାତିଥରା ଦୃଶ୍ୟର ଛବିକୁ ବାଲୁକା କଳା ମାଧ୍ୟମରେ ଲୋକ ଲୋଚନକୁ ଆଣିଛନ୍ତି ପୁରୀର ପ୍ରଖ୍ୟାତ ଭାସ୍କଯ୍ୟ ଶିଳ୍ପୀ ଶ୍ରୀଧର ଦାସ। ସମଗ୍ର…

ଧରା ପଡିଲେ ଠକ , ଲୁଟିଥିଲେ ୨୦ ଲକ୍ଷ

ମୟୂରଭଞ୍ଜ: ଧରାପଡିଲେ ଠକ। ଋଣ କର୍ତାଙ୍କ ଠାରୁ ୨୦ ଲକ୍ଷ ଟଙ୍କା ନେଇ ଫେରାର୍ ହୋଇଯାଇଥିବା ଫାଇନାନ୍ସ କର୍ମଚାରୀ ଗିରଫ। ଟାଉନଥାନା ପୋଲିସ ବାଲେଶ୍ୱରରେ ପହଁଚି ନାରାୟଣପୁର ଗାଁ ରୁ ଅଭିଯୁକ୍ତ ମନୋଜକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ସାଥୀନ କ୍ରେ ଡିଟ କେୟାର ନେଟୱାର୍କ…

ଦୁର୍ଘଟଣାରେ ୫ ଆହତ

ପୁରୀ : ପୁରୀ ଚନ୍ଦନ ପୁର ଅଗ୍ନି ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ନଳାରେ ପଶି ଯାଇଛି। ଫଳରେ କାରରେ ଥିବା ବ୍ୟକ୍ତିମାନେ ଆହାତ ହୋଇଛନ୍ତି। କାରରେ ୫ ଜଣ ଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ଆହତ ମାନଙ୍କୁ ଉଦ୍ଧାର କରିବା…

ବିନ୍ଦାସ୍ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର: ବିନ୍ଦାସ୍ ବିଧାୟକ ସୁର ରାଉତରାୟ। ପ୍ରତିଦିନ କିଛି ନା କିଛି ମଜାଳିଆ କଥା କହି ଲୋକଙ୍କୁ ହସାଉଥିବା ଜଟଣୀ ବିଧାୟକ ସୁର ଭାଇ। ୫୦ ବର୍ଷରୁ ଅଧିକ ସମୟ ଧରି ରାଜନୀତିରେ ବେଶ୍ ସକ୍ରିୟ ଆଉ ୭୭ ବର୍ଷ ବୟସରେ ବି ଏକଦମ୍ ଯୁବ ସୁଲଭ ଠାଣୀ ବେଫିକର ଅନ୍ଦାଜ ସହ କୌତୁକିଆ ମିଜାଜ ପାଇଁ ବେଶ୍…

କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ

ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ  । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ତେବେ ଜନ୍ମାଷ୍ଟମୀ ନେଇ…

କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ପୁଣି କିଛି ସ୍ଥାନରେ ହାଲକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛିା ,କଟକ,ଖୋର୍ଦ୍ଧା,ପୁରୀ,ଜଗତସିଂହପୁର,ବାଲେଶ୍ୱର,କେନ୍ଦ୍ରାପଡା,ଯାଜପୁର,ଭଦ୍ରକ,ଢେଙ୍କାନାଳ,କେଉଁଝର,ମୟୂରଭଞ୍ଜ,ଅନୁଗୁଳ,କୋରାପୁଟ,ରାୟଗଡା,ଗଂଜାମ,ଗଜପତି,କନ୍ଧମାଳ,ନୟାଗଡ…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି: ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାର ମାର୍କ ସିଟ୍…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାଯକଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଓଡ଼ିଶାରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ ଫାଇନାଲ୍ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ୍ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବାକୁ ସେ ଅନୁରୋଧ…

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ବସ୍

କୋରାପୁଟ: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । କୋରାପୁଟ ଜିଲ୍ଲା ପଞ୍ଚଡା ନିକଟରେ ଗତକାଲି ଭୋର ସାଢ଼େ ୪ଟା ବେଳେ ଏହି ଦୁର୍ଘଟଣା ହୋଇଛି  । ଏଥିରେ ୪ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସରେ ୩୦ ଜଣ ଯାତ୍ରୀ ଥିଲେ…

ବୋହୂ ଦେଖି ଫେରିବା ରାସ୍ତାରେ ଓଲଟିଲା ବୋଲେରୋ, ୧୨ ଆହତ

କୋରାପୁଟ: ନିଜ ବାପ ଘରକୁ ବୁଲି ଯାଇଥିବା ବୋହୂକୁ ଦେଖିବାକୁ ଯାଇ ଫେରବା ରାସ୍ତାରେ ଓଲଟି ପଡ଼ିଲା ବୋଲେରୋ । ଏଥିରେ ୧୨ ଜଣ ଆହତ ହୋଇଛନ୍ତି । କାକିରିଗୁମ୍ମା ଥାନା ଆମ୍ବିଳିଆମ୍ବଗୁଡ଼ା ଛକ ନିକଟରେ ଗତ ରାତିରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ଭିତରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।…