Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅପରାଧର ସବୁ ସୀମା ପାର୍, ରୋଗୀ ଏମର୍ଜେନ୍ସି ଆଳରେ ଆମ୍ବୁଲାନ୍ସରେ ହେଉଛି ଗଞ୍ଜେଇ ଚାଲାଣ

ଭୁବନେଶ୍ୱର: ଅପରାଧର ସବୁ ସୀମା ଟପିଲା। ଏଥର କୌଣସି କାର କିମ୍ବା ବାଇକରେ ନୁହେଁ ବରଂ ଅତି ଚତୁରାତର ସହ ଆମ୍ବୁଲାନ୍ସରେ କରାଯାଉଛି ଗଞ୍ଜେଇ ଚାଲାଣ। ରୋଗୀ ଏମର୍ଜେନ୍ସି ଆଳ ଦେଖାଇ ପାରି ହେଉଥିଲେ ବେପାରୀ। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଛକରେ ଚେକିଂ ବେଳେ ଧରାପଡିଲେ। କଟକରୁ ଭୁବନେଶ୍ବର…

ସ୍ପଞ୍ଜ କାରଖାନାରେ ଏକାସଙ୍ଗେ କେମିତି ଜୀବନ ହରାଇଲେ ୩ ଶ୍ରମିକ?

ଅନୁଗୁଳ: ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଦୁର୍ଘଟଣା। ଅନୁଗୁଳ ଶ୍ରୀମେଟାଲିକ କାରଖାନାରେ ଘଟିଛି ଅଘଟଣ। ମେଣ୍ଟେନାନ୍ସ ବେଳେ ଦୁର୍ଘଟଣା ଘଟି ୩ ଶ୍ରମିକଙ୍କ ମୃତ୍ୟୁ। ଢେଙ୍କାନାଳ ହିନ୍ଦୋଳ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ତିନିଜଣ ହେଲେ…

ତାତିରୁ ମିଳିବ ଆଶ୍ୱସ୍ତି, ଦେଶବ୍ୟାପୀ ବର୍ଷା ଓ କୁଆପଥର ମାଡ଼ ନେଇ IMDର ଆଲର୍ଟ

ଭୁବନେଶ୍ୱର/ନୂଆଦିଲ୍ଲୀ: ଏପ୍ରିଲ୍ ମାସର ପ୍ରଚଣ୍ଡ ଖରା ଏବଂ ଲଗାତାର ଝାଞ୍ଜି ପବନରୁ ଓଡ଼ିଶାବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିବାକୁ ଯାଉଥିବା ବେଳେ ଏବେ କାଳବୈଶାଖୀର ଭୟ ଘାରିଛି। ଭାରତୀୟ ପାଣିପାଗ ବିଭାଗ (IMD) ର ତାଜା ପୂର୍ବାନୁମାନ ଅନୁଯାୟୀ, ମେ' ମାସ ଆରମ୍ଭରୁ ଦେଶର ପାଣିପାଗ…

ମୁଖ୍ୟମନ୍ତ୍ରୀଙ୍କ ତିନି ଦିନିଆ ଗୁଜୁରାଟ ଗସ୍ତ;ଶିଳ୍ପପତି ଏବଂ ନିବେଶକଙ୍କୁ ଭେଟିବେ…

ଭୁବନେଶ୍ୱର: ଓଡିଶାରେ ନିବେଶ ପାଇଁ ହାଇଦ୍ରାବାଦ ଏବଂ କୋଲକତାରେ ସଫଳ ରୋଡ୍ ସୋ ପରେ, ଓଡ଼ିଶା ବର୍ତ୍ତମାନ ତାହାର ନିବେଶ ଆକର୍ଷଣ ଅଭିଯାନକୁ ଗୁଜରାଟକୁ ବିସ୍ତାର କରିବାକୁ ପ୍ରସ୍ତୁତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେ ୫ ରୁ ୭ ତାରିଖ ପର୍ଯ୍ୟନ୍ତ ଗୁଜରାଟର ୪ଟି ସହରରେ ୩ ଦିନିଆ…

୧.୦୮ କୋଟି ଟଙ୍କା ଆତ୍ମସାତ ଅଭିଯୋଗ; ବ୍ୟାଙ୍କ ଶାଖା ପରିଚାଳକ ଗିରଫ

ଭୁବନେଶ୍ୱର: ମାଲକାନଗିରି ସ୍ଥିତ କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (KCC)ର ଶାଖା ପରିଚାଳକଙ୍କୁ ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ୧.୦୮ କୋଟି ଟଙ୍କାର ସରକାରୀ ପାଣ୍ଠି ଆତ୍ମସାତ ଅଭିଯୋଗରେ ଗିରଫ କରିଛି। ଏକ ବିବୃତ୍ତିରେ କୁହାଯାଇଛି ଯେ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ୫ଟି LAMPCS…

pension money: ‘ଡୋର୍-ଷ୍ଟେପ୍’ସେବା ଦେବେ ସରକାର; ଘରେ ପହଞ୍ଚିବ ଭତ୍ତା

ଭୁବନେଶ୍ବର:ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ପାଉଥିବା ବୃଦ୍ଧ, ଅସହାୟ ଓ ଭିନ୍ନକ୍ଷମମାନଙ୍କୁ ଆଉ ଖରାରେ ବାହାରକୁ ଆସିବାକୁ ପଡ଼ିବ ନାହିଁ । ଏଣିକି ସେମାନଙ୍କୁ ସେମାନଙ୍କ ଘର ଦୁଆରମୁହଁରେ ଭତ୍ତା ଯୋଗାଇ ଦିଆଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର…

Jajpur Accident: ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା; ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଯାଜପୁର:ଯାଜପୁର ଦୁର୍ଘଟଣାରେ ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏଥିସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ । ବିବାହ ସାରି ବରଯାତ୍ରୀ ଗାଡି ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବୋଲେରୋ…

ବାଦ୍ ପଡ଼ିଥିବା ଆଉ ୧.୨୩ ଲକ୍ଷ ମହିଳାଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଗଲା ବକେୟା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି । ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ମହିଳା ମାନେ ଗତ ମାର୍ଚ୍ଚ ୮…

IPL Betting:ଆଇପିଏଲ ବେଟିଂ ଗ୍ୟାଙ୍ଗର ପର୍ଦ୍ଦାଫାଶ; ୫ଗିରଫ,୬ ଲକ୍ଷ ଟଙ୍କା ଜବତ…

ସୁନ୍ଦରଗଡ଼:ସୁନ୍ଦରଗଡ଼ର ରାଜଗାଙ୍ଗପୁରରେ IPL ବେଟିଂ ବେଳେ ମାଡ଼ି ବସିଲା ପୋଲିସ । ୫ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ  ପୋଲିସ ୧୭ ଲକ୍ଷ ୬୧ ହଜାର ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିଛି । ଗିରଫ ବ୍ୟକ୍ତି ମାନେ ହେଲେ ରାଉରକେଲା ବାସନ୍ତୀ କଲୋନିର ରଞ୍ଜନ କୁମାର ସା (୨୯),…

ବିଚାରଧୀନ କଏଦୀଙ୍କ ମୃତ୍ୟୁ; ୨୦୨୪ ମସିହାରୁ ଜେଲରେ…

ଖୋର୍ଦ୍ଧା:ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତକ ଜଣକ ବାଣପୁର ଥାନା ବାହାଡାଖୋଲା ଶାନ୍ତିନଗରର ଶଠ ରାଉତରାୟ(୮୫ ବର୍ଷ) । ବାଣପୁର ଉପକାରାଗାରରେ ଆଜି ସକାଳେ ଶୌଚ କରିବାକୁ ବାଥରୁମ ଯାଇଥିବା ସମୟରେ ସେଠାରେ ଅସୁସ୍ଥ ହୋଇ ପଡ଼ି ଯାଇଥିଲେ । ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ବାଣପୁର…