Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଓଡ଼ିଶାରୁ ୮୪୯ କରୋନା ପଜିଟିଭ୍, ଆଉ ୧୧୯ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ଏବେ ରହିଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ୧୮ ବର୍ଷ ଭିତରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୪୮ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୯ ସଂକ୍ରମିତ । ଖୋର୍ଦ୍ଧା…

କଟକ ଏସସିବିରେ ଆରମ୍ଭ ହେଲା ପ୍ରଥମ ଇକ୍‌ମୋ ଚିକିତ୍ସା

କଟକ: ଏସସିବି ମେଡିକାଲରେ ଆରମ୍ଭ ହେଲା ପ୍ରଥମ ଇକମୋ ଚିକିତ୍ସା । ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୫୨ ବର୍ଷୀୟ ମହିଳାଙ୍କୁ ମିଳିଲା ପ୍ରଥମ ଇକ୍‌ମୋ ସେବା ଆରମ୍ଭ ହୋଇଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ । ଏବେ ତାଙ୍କର ରିପୋର୍ଟ ନେଗେଟିଭ୍ ଅଛି ।…

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି । ଆଜି ୮ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାଯଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ…

ରହସ୍ୟମୟ ଶ୍ରୀ ବାଙ୍କେବିହାରୀ

ଭୁବନେଶ୍ୱର: ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ଅସମ୍ଭବକୁ ସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ…

କନ୍ଧମାଳରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଗସ୍ତ ଅବସରରେ ଶରତୋଗା ବୃଦ୍ଧାଶ୍ରମ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଥିଲେ । ଗତ କିଛି ବର୍ଷ ମଧ୍ୟରେ ଜିଲ୍ଲାରେ…

[ଭିଡିଓ] ଖୁଲମଖୋଲା କିଡନାପ୍ , ଏବେ ବି ଚାଲିଛି ତଦନ୍ତ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଂଚଳର ଏକ ଅପହରଣ ଘଟଣାକୁ ନେଇ ଚର୍ଚ୍ଚାର ଜୋର ଧରିଛି । ସିସିଟିଭିରେ କଏଦ ହୋଇଥିବା ଦୃଶ୍ୟକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା । ମହୁଲିଆ ଛକ ନିକଟରୁ ଅପହୃତ ହୋଇଥିବା ମଧୁସ୍ମିତା ପଣ୍ଡାଙ୍କ ଖୋଜଖବର ମିଳିପାରୁନାହିଁ । ଅନ୍ୟପଟେ ଚିନ୍ତିତ ପରିବାର…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଲେଶ୍ୱର: ଜିଲ୍ଲାର ଷ୍ଟେସନ୍ ଛକ ସ୍ଥିତ ବିଦେଶୀ ମଦ ଦୋକାନ ଫାଟକରେ ଆଜି ସକାଳେ ଝୁଲି ରହିଥିଲା ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ । ଦେହର ଅଧିକାଂଶ ସ୍ଥାନରେ ସୃଷ୍ଟି ହୋଇଥିଲା କ୍ଷତ ଚିହ୍ନ । ସ୍ଥାନାୟ ଲୋକଙ୍କଠାରୁ ଖବର ପାଇଁ ଘଟଣାସ୍ଥଳରେ ପହଁଚିଥିଲା ସହଦେବଖୁଣ୍ଟା ପୋଲିସ । ମିଳିଥିବା…

ଅଧିକ ଟଙ୍କାର ଚେକ୍ ଦେଉଥିଲେ ହୁଅନ୍ତୁ ସାବଧାନ, ନଚେତ୍ ବାଉନସ ହେବ ଚେକ୍

ନୂଆଦିଲ୍ଲୀ : ଅଧିକ ଟଙ୍କାର ଚେକ୍ ଦେଉଥିଲେ ଏଣିକି ହୁଅନ୍ତୁ ସାବଧାନ । ଚେକ୍ ସମ୍ପର୍କରେ ବ୍ୟାଙ୍କକୁ ଅବଗତ ନକଲେ ବାଉନସ ହୋଇପାରେ ଆପଣଙ୍କ ଚେକ୍ । ଦିନକୁ ଦିନ ବ୍ୟାଙ୍କ ଜାଲିଆତି ସଂଖ୍ୟା ବଢୁଥିବାରୁ ଏଭଳି ନିୟମ ଆପଣାଇବା ଲାଗି ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛି ରିଜର୍ଭ ବ୍ୟାଙ୍କ ।…

ଚତୁର୍ଥ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପିତ ହୋଇଛି । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ୧୦ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିଛନ୍ତି । ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ…

ମୌଳିକ କମ୍ପ୍ୟୁଟର ଶିକ୍ଷା ସମ୍ବନ୍ଧରେ ହାଇକୋର୍ଟଙ୍କୁ ରାଜ୍ୟ ସରକାରଙ୍କ ସ୍ପଷ୍ଟୀକରଣ

ଭୁବନେଶ୍ବର : କମ୍ପ୍ୟୁଟର ଶିକ୍ଷା ଯୋଗ୍ୟତାକୁ ଆଧାର କରି ଦାଖଲ ହୋଇଥିବା ମାମଲାକୁ ଶେଷ କରିବା ପାଇଁ ହାଇକୋର୍ଟଙ୍କୁ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ସଚିବ କହିଛନ୍ତି ଯେ, ଓକେସିଏଲ ରାଜ୍ୟ ସରକାରଙ୍କ ଦ୍ବାରା…