Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଲୁହାପଥର ଖନନ ପାଇଁ ନୀଳାଚଳ ଇସ୍ପାତ ନିଗମ ଲିମିଟେଡକୁ ସାହାଯ୍ୟ କରିବ ଏନଏମଡିସି

ହାଇଦ୍ରାବାଦ : ଓଡ଼ିଶାରେ ଖଣି କାର୍ଯ୍ୟ ପୁନଃ ଆରମ୍ଭ ପାଇଁ ନୀଳାଚଳ ଇସ୍ପାତ ଲିମିଟେଡକୁ ବୈଷୟିକ ଏବଂ ଆର୍ଥିକ ସହାୟତା ଯୋଗାଇବାକୁ ପଦକ୍ଷେପ ନେଇଛି ନ୍ୟାସନାଲ ମିନେରାଲ ଡେଭେଲପମେଣ୍ଟ କର୍ପୋରେସନ ବା ଏନଏମଡିସି । ମିଥିରଡ଼ା ଖଣି ବ୍ଲକରେ ଏନଆଇଏନଏଲ ଲୁହାପଥର ଖଣି କାର୍ଯ୍ୟ ଆଜି ପୁଣି…

ମୟୂରଭଞ୍ଜ ବିଜେପିରେ ଫାଟ, ଇସ୍ତଫା ଦେଲେ ୧୫ ଜିଲ୍ଲା ପରିଷଦ ସଦସ୍ୟ

ମୟୂରଭଞ୍ଜ : ମୟୂରଭଞ୍ଜ ବିଜେପିରେ ଫାଟ । ବିଜେପିରୁ ଇସ୍ତଫା ଦେଲେ ୧୫ ଜଣ ଜିଲ୍ଲା ପରିଷଦ ସଦସ୍ୟ । ଜିଲ୍ଲା ପରିଷଦ ସଭାପତି ତଥା ସ୍ଥାନୀୟ ନେତୃବୃନ୍ଦ ସେମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ ଆଣି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ…

ପିଏମ୍ ଫସଲ ବୀମା ଯୋଜନା: ବିଜେପି କହିଲା ଓଡ଼ିଶାର ଚାଷୀଙ୍କୁ ଭଣ୍ଡାଉଛି ବିଜେଡି

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପ୍ରସଙ୍ଗକୁ ନେଇ ଶାସକ ବିଜେଡି ସମାଲୋଚନା କରିଛି ବିଜେଡି । ଯୋଜନାକୁ ନେଇ ବିଜେଡ଼ି ଆଣିଥିବା ଅଭିଯୋଗର କୌଣସି ବାସ୍ତବତା ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛି ବିଜେପି । କେବଳ ମିଛକୁ ଲୁଚାଇ ଅନ୍ୟ ଉପରେ ଦୋଷ ଲଦିବା ବିଜେଡିର ନିତି…

ଇ-ଯାନ ପଲିସି ସହ ୧୪ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଇ-ଯାନ ପଲିସି ସହ ୧୪ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛି କ୍ୟାବିନେଟ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କ୍ୟାବିନେଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି । ଏହାସହ…

ବିଜେପିରେ ସାମିଲ ହେଲେ ଓଡ଼ିଶା ପଦ୍ମଶାଳୀ ସଂଘର ନେତା ଓ କର୍ମକର୍ତ୍ତା

ଭୁବନେଶ୍ବର : ବିଜେପିରେ ସାମିଲ ହେଲେ ଓଡ଼ିଶା ପଦ୍ମଶାଳି ସଂଘର ବହୁ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ଏମାନେ ବିଜେପିରେ ସାମିଲ ହୋଇଛନ୍ତି । ପଛୁଆ ବର୍ଗରୁ ଆସିଥିବା…

ସମ୍ ଅଲ୍ଟିମେଟ ମେଡିକେୟାରରେ ପ୍ରଥମ ଥର ପାଇଁ ସିଆଲୋ ଏଣ୍ଡୋସ୍କୋପିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ଓଡ଼ିଶାରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ ମେଡିକେୟାରରେ ଅତ୍ୟାଧୁନିକ ସିଆଲୋ ଏଣ୍ଡୋସ୍କୋପିକ ପ୍ରକ୍ରିୟାରେ ଆରମ୍ଭ ହୋଇଛି ଚିକିତ୍ସା । ଏହା ଏକ ଅଭିନବ ଓ ଅତ୍ୟାଧୁନିକ ପଦ୍ଧତି । ଯାହା ସାହାଯ୍ୟରେ ମଣିଷର ଲାଳ ଗ୍ରନ୍ଥିରେ ଉପୁଜୁଥିବା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟାର…

ଲିଙ୍ଗରାଜ ମନ୍ଦିର ସିଂହଦ୍ବାରରେ ଲାଗିବ ରୁପା ଛାଉଣୀ କବାଟ

ଭୁବନେଶ୍ବର : ଲିଙ୍ଗରାଜ ମନ୍ଦିର ସିଂହଦ୍ବାରରେ ଲାଗିବ ରୁପା ଛାଉଣୀ କବାଟ । ଅନେକ ଦିନରୁ ଏହା ଅର୍ଦ୍ଧଭଗ୍ନ ଅବସ୍ଥାରେ ଥିବା ବେଳେ ଶ୍ରୀମନ୍ଦିର ଢାଞ୍ଚାରେ ଏହାର ପୁନଃନିର୍ମାଣ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ତତ୍ପରତା ଦେଖାଇଛି । ଏନେଇ ମନ୍ଦିରର ବିଭିନ୍ନ ସ୍ଥାନର ଯାଞ୍ଚ…

ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ, ସମସ୍ତଙ୍କର ହେବ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ଆସିଛି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୂର୍ଯ୍ୟ ନାରାୟଣଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ । ସୁରୁଖୁରୁରେ କିପରି ମୌସୁମୀ ଅଧିବେଶନ…

ଅପହୃତ ଯୁବକ ଉଦ୍ଧାର

ଯାଜପୁର :ଋଣ ଆଣି ନଶୁଝିବା ପଡିଲା ମହଙ୍ଗା। ଘରୋଇ ଫାଇନାନ୍ସ କମ୍ପାନୀ ଠାରୁ ଲୋନ ଆଣି ଶୁଝି ନ ପାରିବାରୁ ଯୁବକଙ୍କୁ ଅପହରଣ କରିନେଇଛନ୍ତି କମ୍ପାନୀ କର୍ତ୍ତୁପକ୍ଷ । ଯାଜପୁର ଥାନା କୁସୁମା ପାର୍କ ଅଞ୍ଚଳରୁ ଏକ ଘର ଭିତରୁ ପୋଲିସ ଅପହୃତ ଯୁବକକୁ ଉଦ୍ଧାର କରିଛି। ଅପହରଣ କରିବା ଅଭିଯୋଗରେ ଜଣକୁ…

ଖଡ଼ିଆଳ ଅଞ୍ଚଳ ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ନୂଆପଡ଼ା: ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଛି । ଆସନ୍ତା ୧୧ତାରିଖରେ ନୂଆଁଖାଇ ପାଳନ ହେବାକୁ ଥିବା ବେଳେ ଖଡ଼ିଆଳ ଅଞ୍ଚଳ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଛି। ଆଜି ଖଡ଼ିଆଳ ରାଜ ଦରବାର ପ୍ରାଙ୍ଗଣଠାରେ ଖଡ଼ିଆଳ ଯୁବରାଜ ଦେଵ ଦେଵ ସିଂ ଦେଓ ,ରାଜ ପୁରୋହିତ ପ୍ରଫୁଲ୍ଲ କୁମାର ରଥ …