Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ପଜିଟିଭ୍

ବାଲେଶ୍ୱର: ପିଲାଙ୍କ ପ୍ରତି ବଢ଼ିଛି କରୋନା ଭୟ । ରାଜ୍ୟରେ ଛୋଟ ଛୁଆଙ୍କୁ ସଂକ୍ରମଣ ବଢୁଛି । ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଏସଏନସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ କରୋନା ସଂକ୍ରମିତ ହୋଇଛନ୍ତି । ଆଉ ୮…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଧଉଳି

ଭୁବନେଶ୍ୱର:ଦୀର୍ଘ ୫ ମାସ ପରେ ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଧଉଳି । କରୋନା ସଂକ୍ରମଣ ହ୍ରାସ ପାଇବା ପରେ ପ୍ରଶାସନର ନିଷ୍ପତି କ୍ରମେ ଧଉଳି ଖୋଲିଛି ।ପର୍ଯ୍ୟଟକ ମାନଙ୍କ ଆଗମନରେ ପୁଣି ଚଳଚଂଞ୍ଚଳ ହୋଇଉଠିବ ଧଉଳି ଶାନ୍ତିସ୍ତୁପ । ପୁଣି ଲାଇଟ୍ ଆଉ ସାଉଣ୍ଡର ମଜା ନେବେ ଦର୍ଶକ । କିଛି ଦିନ…

ହୁ ହୁ ହୋଇ ଜଳିଗଲା ବାଇକ୍

ବାରିପଦା: ବାଇକରେ ହଠାତ୍ ଲାଗିଲା ନିଆଁ । ହୁ ହୁ ହୋଇ ଜଳିଗଲା । କେହି କିଛି ବୁଝି ପାରିଲେ ନାହିଁ । ଚାହୁଁ ଚାହୁଁ ସମ୍ପୂର୍ଣ୍ଣ ଜଳିଗଲା ପଲସର ବାଇକ୍ । ବାରିପଦା ମଧୁବନ ମିନି ଷ୍ଟାଡିୟମ ଆଗରେ ଆଜି ସକାଳେ ଏହି ଘଟଣା ଦେଖିବାକୁ ମିଳିଥିଲା । ତେବେ କିଛି ଲୋକଙ୍କ ସାହସିକତା ପାଇଁ ପାଖରେ…

ତୃତୀୟ ଲହର ମୁକାବିଲା: ଟେଷ୍ଟ କିଟ୍, ଔଷଧ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର । ଏମର୍ଜେନ୍ସୀ କୋଭିଡ୍ ରେସପନ୍ସ ପ୍ଲାନ ପ୍ରସ୍ତୁତ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ହୋମଗାର୍ଡ ସମେତ ୬ ଗିରଫ

କୋରାପୁଟ: ଗଞ୍ଜେଇ ଚୋରା ଚାଲାଣରେ ହୋମଗାର୍ଡଙ୍କ ସଂପୃକ୍ତି ଅଭିଯୋଗ । ଏହି ମାମଲାରେ ଜଣେ ହୋମଗାର୍ଡଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି କୋରାପୁଟ ପୋଲିସ । କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଜିଲ୍ଲାର ଆମ୍ବାଗୁଡ଼ା ଓ କୋରାପୁଟ-ଜୟପୁର ଘାଟିରୁ ଜବତ ହୋଇଛି ବିପୁଳ ପରିମାଣର ଗଞ୍ଜେଇ ।…

ଓଡ଼ିଶାରେ ବଢୁଛି ଛୁଆଙ୍କୁ ସଂକ୍ରମଣ: ଆଜି ୧୮ ବର୍ଷ ଭିତରେ ଆଉ ୧୩୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । କିନ୍ତୁ ଚିନ୍ତା ବଢ଼ାଇଛି ପିଲାଙ୍କୁ ସଂକ୍ରମଣ । ୧୮ ବର୍ଷରୁ କମ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ପୁରୀ: ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସକାଳୁ ସକାଳୁ ସେ ପୁରୀରେ ପହଞ୍ଚିଥିଲେ । ତାଙ୍କୁ ଜିଲ୍ଲାପାଳ ସ୍ୱାଗତ କରିଥିଲେ । ସିଂହଦ୍ୱାର ଦେଇ ପ୍ରବେଶ କରିଥିଲେ ମୁଖ୍ୟ ଶାସନ ସଚିବ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ କରୋନା କାଳରେ…

ଆଜି ବସିବ ଶ୍ରୀମନ୍ଦିର ନୂଆ ପରିଚାଳନା କମିଟିର ପ୍ରଥମ ବୈଠକ

ପୁରୀ: ଆଜି ଶ୍ରୀମନ୍ଦିରର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ବସୁଛି । ପୁରୀ ନିଳାଦ୍ରୀ ଭକ୍ତ ନିବାସଠାରେ ସକାଳ ୧୧ଟା ରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ…

ଆଜିଠୁ ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍‌ । କରୋନା କଟକଣା ଭିତରେ ପରୀକ୍ଷା ହେଉଛି । ୨୬, ୨୭, ୩୧ ତାରିଖ ଏବଂ ସେପ୍ଟେମ୍ବର ୧ ଓ ୨ ତାରିଖରେ ସର୍ବଭାରତୀୟସ୍ତରରେ ଏହି ପରୀକ୍ଷା ହେବ । ଦେଶରେ ମୋଟ୍ ୩୩୪ ସହରରେ ପରୀକ୍ଷା ଆୟୋଜନ ହେଉଛି । ଜେଇଇ ମେନ୍ ଦେବେ ୭…

ଧରାପଡିଲା ଅନୁଗୁଳର କୁଖ୍ୟାତ ଲେଡି ବ୍ରାଉନ୍ ସୁଗାର ଡିଲର୍‌

ଅନୁଗୁଳ: ବ୍ରାଉନ୍ ସୁଗାରର ଲେଡି ଡିଲରର ଗିରଫଦାର୍କୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳ ଜିଲ୍ଲା । ଅନେକ ଦିନ ଧରି ନାକେଦମ୍ ହୋଇପଡିଥିଲା ଜିଲ୍ଲା ଅବକାରୀ ଓ ପୋଲିସ ବିଭାଗ । ହେଲେ ଶେଷରେ ଜିଲ୍ଲାର କୁଖ୍ୟାତ ମହିଳା ବ୍ରାଉନ୍ ସୁଗାର ବିକ୍ରୟକାରୀକୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି ।…