Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରକାଶ ପାଇଲା ମାଟ୍ରିକ୍‌ ଅଫ୍‌ଲାଇନ୍‌ ରେଜଲ୍ଟ, ପାସ୍‌ ହାର ୮୦.୮୩ ପ୍ରତିଶତ

କଟକ : ପ୍ରକାଶ ପାଇଲା ମାଟ୍ରିକ ଅଫଲାଇନ୍ ପରୀକ୍ଷା ଫଳ । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଛନ୍ତି । ଏମାନଙ୍କ ମଧ୍ୟରୁ ୧୪୧ ଜଣ ଛାତ୍ରଛାତ୍ରୀ ଫେଲ ହୋଇଛନ୍ତି । ସେହିପରି ମୋଟ୍ ପାସ ହାର ରହିଛି ୮୦.୮୩ % । ମୋଟ ୩୧୦୦ ପୁଅ ଓ ୨୧୩୩ ଜଣ ପାସ କରିଛନ୍ତି । A-1ରେ…

ମୟୂରଭଞ୍ଜ ଚିତ୍ରଡା ଫାଣ୍ଡି ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳା ଉଦ୍ଧାର

ମୟୂରଭଞ୍ଜ:ମୟୂରଭଞ୍ଜ ଚିତ୍ରଡା ଫାଣ୍ଡି ନିକଟରେ ଅଘଟଣ। ଥାନା ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରିଛି ପୋଲିସ। ମହିଳାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ପ୍ରବଳ ରକ୍ତଶ୍ରାବ ହେଉଥିଲା। ଫାଣ୍ଡି ଅଧିକାରୀ ସୁନ୍ଦର ମୋହନ ବାରିକ ଘଟଣା ସ୍ଥଳରେ ପହଁଚି…

ମୟୁରଭଂଜରେ ଆରମ୍ଭ ହେଲା ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ବାରିପଦା: ସ୍ୱାସ୍ଥ୍ୟସେବାକୁ ଅଧିକ ସୁଦୃଢ କରିବା ପାଇଁ ମୟୁରଭଂଜ ଜିଲ୍ଲା ପ୍ରଶାସନର ପ୍ରଶଂସନୀୟ ପଦକ୍ଷେପ । ଆଜିଠୁ ଜିଲ୍ଲାରେ ଆରମ୍ଭ ହୋଇଛି ALS(ଆଡଭାନ୍ସଡ ଲାଇଫ୍ ସପୋର୍ଟ) ଓ BLS(ବେସିକ୍ ଲାଇଫ୍ ସପୋର୍ଟ) ଆମ୍ବୁଲାନ୍ସ ସେବା । ଖାସ କରି ଦୁର୍ଗମ ଇଲାକାରେ ରହୁଥିବା ଲୋକଙ୍କୁ ଉନ୍ନତମାନର…

[ଭିଡିଓ] ଆଇସକ୍ରିମ୍ କାଠିରେ ପୁରୀ ଯୁବଶିଳ୍ପୀଙ୍କ ନିଆରା କଳାକୃତି

ପୁରୀ: ଆଜିଠୁ ଟୋକିଓରେ ଆରମ୍ଭ ହେବାକୁ ଯାଉଛି ପାରା ଅଲମ୍ପିକ୍ସି ଗେମ୍ । ଏଥିରେ ଅଂଶଗ୍ରହଣ କରୁଥିବା ଭାରତୀୟ ପ୍ରତିଯୋଗୀମାନଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ପୁରୀର ଯୁବ ଚିତ୍ରଶିଳ୍ପୀ ବିଶ୍ୱଜିତ ନାୟକ । ଆଇସ୍କ୍ରିମ୍ କାଠିରେ ଅଲମ୍ପିକ୍ସ ଷ୍ଟାଡିୟମ୍ ର ସୁନ୍ଦର ପ୍ରତିକୃତି…

[ଭିଡିଓ] ଦୋଷୀ କିଏ ? ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ ମହିଳା

ମାଲକାନଗିରି: ନିକଟରେ ମାଲକାନଗିରି ଗସ୍ତରେ ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଥିରେ ଥିଲେ ଜଣେ କି ଦୁଇଜଣ ନୁହେଁ ୮ଜଣ ହେଭିୱେଟ୍ ନେତା । ରାଜ୍ୟର ପ୍ରଥମ ଜିଲ୍ଲା ଭାବେ ମାଲକାନଗିରିରେ ବଣ୍ଟନ ହୋଇଥିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ସ୍ମାର୍ଟ କାର୍ଡ । ହେଲେ ଏବେ…

ମାଲକାନଗିରି ଜିଲ୍ଲାରେ ଗୋଷ୍ଠି ସଂଘର୍ଷ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଗୋଷ୍ଠି ସଂଘର୍ଷ । ମାଲକାନଗିରି ବ୍ଲକ ଅନ୍ତର୍ଗତ ଏମ୍ଭି ୯୩ ଗ୍ରାମରେ ବଙ୍ଗାଳି ଓ ଆଦିବାସୀଙ୍କ ମଧ୍ୟରେ ଗୋଷ୍ଠି ସଂଘର୍ଷ । ଦୀର୍ଘ ୪୦ ବର୍ଷ ଧରି ସରକାରୀ ଜମିରେ ବଙ୍ଗାଳି ଲୋକେ ଚାଷ କରି ଆସୁଥିବା ବେଳେ ଆଦିବାସୀମାନେ ଏବେ ଏହାକୁ ବିରୋଧ କରୁଛନ୍ତି ।…

ମାଲକାନଗିରି ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟର, ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି:  ଛତିଶଗଡ ସିମାନ୍ତ  ସୁକୁମା ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଛି । କୋଣ୍ଟା ଥାନା ଅନ୍ତର୍ଗତ ମୋମପାଡ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରିଥିବା ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଡିଆରଜି ବାହିନୀର ଯବାନ ଆରମ୍ଭ କରିଥିଲେ କମ୍ବିଂ…

ଭିଜିଲାନ୍ସ ଜାଲରେ ଭଦ୍ରକ CDPO ଅଫିସର ସୁପରଭାଇଜର

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ ଅଫିସର ସୁପରଭାଇଜର୍ ।  ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଲ୍ଲିଲତା ଦାସଙ୍କ ଘର ସମେତ ଏକକାଳୀନ ୩ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ୩ଟି ଟିମ୍ ଚଢ଼ାଉରେ ସାମିଲ ଅଛନ୍ତି । ଭଦ୍ରକ ସହର ସାମରାଇପୁର ସ୍ଥିତ ବାସଭବନ, ଆମ୍ୱରୋଳି …

୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲା କଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି: ୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲ କରିଛନ୍ତି ମାଲକାନଗିରି ଜିଲ୍ଲାପାଳ ବିଶାଲ ସିଂ । ଦକ୍ଷିଣାଞ୍ଚଳ ରାଜସ୍ୱ କମିଶରଙ୍କ ସୁପାରିଶ ଆଧାରରେ ଟେଣ୍ଡର ହୋଇଥିବା ସମସ୍ତ ୪୮ ଲଘୁ ଖଣି ଲିଜ୍ ଟେଣ୍ଡର ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ତତ୍କାଳୀନ…

ହ୍ୱାଟସଆପରେ କରିପାରିବେ ଟିକା ସ୍ଲଟ୍ ବୁକିଂ, ଜାଣନ୍ତୁ କେମିତି କରିବେ

ନୂଆଦିଲ୍ଲୀ: କୋଭିଡ୍ ଟିକା ପାଇଁ ସ୍ଲଟ ବୁକିଂ ଆହୁରି ସହଜ ହେଲା । ଏଣିକି ହ୍ୱାଟସଆପରେ ବି ସ୍ଲଟ୍ ବୁକିଂ କରିପାରିବେ । ମାତ୍ର କେଇ ମିନିଟରେ ଆପଣଙ୍କ ମୋବାଇଲରୁ ସ୍ଲଟ୍ ବୁକିଂ କରିହେବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଏବେ ଆସନ୍ତୁ…