Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha Housing Schemes: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ, ପୁଞ୍ଜିପତି ଘର ନେଇଥିଲେ ହେବ…

ଭୁବନେଶ୍ୱର: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ। ଧରାପଡିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ଆକ୍ସନ ହେବ। ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୁଞ୍ଜିପତି ଘର ନେଇଥିଲେ…

ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର; ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି

ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି ପରିଶ୍ରମ କରିବା ପରେ ଖାଦ୍ୟନଳୀରୁ ଦାନ୍ତକାଠିକୁ…

ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ, ମାଡି ବସିଲା ପୋଲିସ

କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା ବେଳେ ମାଡ଼ି ବସିଥିଲା ପୋଲିସ। ଦୀର୍ଘ ଦିନ ଧରି…

Srimandir Closed: ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…

ବିଏମସି ବୈଠକରେ ହଟ୍ଟଗୋଳ; ସାଙ୍ଘାତିକ ଅଭିଯୋଗ ଆଣି ଧାରଣାରେ ବସିଲେ କର୍ପୋରେଟର

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ ବର୍ଷ ହେବ କୌଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା ସୂଚନା…

ନବୀନ ନିବାସରେ ବାଲେଶ୍ଵର ବିଜେଡି କଳି….

ଭୁବନେଶ୍ବର: ନବୀନ ନିବାସରେ ପହଞ୍ଚିଲା ବାଲେଶ୍ଵର ବିଜେଡି କଳି । ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ଜିଲ୍ଲା ସଭାପତି କରିବାକୁ ଦାବି ହୋଇଛି । ଏନେଇ ଆଜି ବ୍ଲକ୍ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭାପତି ଓ ପୌରାଧ୍ୟକ୍ଷ ନବୀନ ନିବାସ ଆସି ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ।…

ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫଆଇଆର୍ ମଧ୍ୟ ଦାଏର୍ ହୋଇଛି । ସ୍ଥାନୀୟ କୃଷକମାନେ ଅଭିଯୋଗ…

ସେପ୍ଟେମ୍ବର ୧୭ରେ ରାଜ୍ୟର ସମସ୍ତ ଜିଲ୍ଲାରେ ୨୩ ଲକ୍ଷ ଚାରା ରୋପଣ ଲକ୍ଷ୍ୟ

ଭୁବନେଶ୍ୱର: ମା' ପାଇଁ ବୃକ୍ଷଟିଏ (ଏକ ପେଡ଼୍ ମାଆ କେ ନାମ) ପ୍ରୟାସର ଅଂଶସ୍ୱରୂପ ଓଡ଼ିଶା ସରକାରଙ୍କ ପକ୍ଷରୁ ଆସନ୍ତା ୧୭ ତାରିଖରେ ୭୫ ଲକ୍ଷ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି ମହତ ପ୍ରୟାସରେ ସହଭାଗୀ ହୋଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସମସ୍ତ କାର୍ଯ୍ୟାଳୟ ତଥା…

Subhadra Yojana: ଯୋଗ୍ୟ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା, ଏକା ଥରକେ ମିଳିବ ୩ଟି କିସ୍ତି….

ଭୁବନେଶ୍ବର: ଯୋଗ୍ୟ ବାଦ୍ ପଡିଥିବା ହିତାଧିକାରୀ ନିଶ୍ଚୟ ପାଇବେ ସୁଭଦ୍ରା ଯୋଜନା ସହାୟତା । ଆଜି ଲୋକସେବା ଭବନରେ ସୁଭଦ୍ରା ସମୀକ୍ଷା ବୈଠକ ପରେ କିଛି ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା । ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରୁ ପୂର୍ବରୁ…

World Suicide Prevention Day: ରାଜ୍ୟରେ ଆଉ କେହି ନେବେନି ନିଜ ଜୀବନ: ମୁଖ୍ୟମନ୍ତ୍ରୀଙ୍କ ‘ଜୀବନ…

ଭୁବନେଶ୍ବର: ରାଜ୍ୟରେ ଲଗାତାର ବିଭିନ୍ନ ବୟସ ବର୍ଗର ଲୋକେ ଏବଂ କଲେଜରେ ଯୁବବର୍ଗ ନିଜ ଜୀବନ ନେବା ଘଟଣାରେ ରୋକ ଲଗାଇବା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ସାରା ବିଶ୍ବରେ ଆତ୍ମହତ୍ୟା ଭଳି ଦୁର୍ବଳ ମାନସିକତା ବିରୋଧରେ ଜନସଚେତନା ସୃଷ୍ଟି ପାଇଁ ପ୍ରତିବର୍ଷ ସେପ୍ଟେମ୍ବର…