Latest Odisha News

BREAKING NEWS

Browsing Category

ଓଡିଶା

Odisha

RI office: ବେଆଇନ କାର୍ଯ୍ୟ କରିବାକୁ ମନା କଲେ RI…ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ; ଥାନାରେ ଅଭିଯୋଗ

ଭଦ୍ରକ: ଅଫିସ୍‌ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ତାହା ପୁଣି ଦିନ ଦ୍ୱିପହରେ। ପୁଣି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ବାହାରକୁ ନେଇ ମାଡ଼ ମାରିଛନ୍ତି । ଆରଆଇଙ୍କୁ ମାଡ ମାରୁଥିବାର ଭିଡିଓ ଭାଇରାଲ ହେଉଛି ।ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି…

ବିଧାୟକ ଓ ବରିଷ୍ଠ ଅଧିକାରୀଙ୍କ ପାଇଁ ୩୦୦ ଫ୍ଲାଟର ବ୍ୟବସ୍ଥା;ଜୁନ୍‌ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନିର୍ମାଣାଧୀନ ବିଧାୟକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ ଅଗ୍ରଗତି ନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଞ୍ଚଳ ଗସ୍ତ କରିବା ସହ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ହରିଚନ୍ଦନ…

SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ

ଭୁବନେଶ୍ବର/ନୂଆଦିଲ୍ଲୀ: ଭାରତୀୟ କ୍ରୀଡା ସାମ୍ବାଦିକ ସଂଘ (ଏସ୍‌‌ଜେଏଫ୍‌ଆଇ)ର ୫୦ତମ ଜାତୀୟ ସମାରୋହ ରାଜଧାନୀ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ସୋମବାର ରାତିରେ ସମାପିତ ହୋଇଛି। ୨୩ ବର୍ଷ ପରେ ଦିଲ୍ଲୀ କ୍ରୀଡ଼ା ସାମ୍ବାଦିକ ସଂଘ (ଡିଏସ୍‌ଜେଏ) ଏହାକୁ ଆୟୋଜନ କରିଥିବା ବେଳେ ଘରୋଇ…

ଯୁଦ୍ଧ ମଧ୍ୟରେ ଏଲ୍‌ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହୋର୍ମୁଜ ଜଳମାର୍ଗରେ ଗ୍ୟାସ ଯୋଗାଣ ଠପ୍‌ ହୋଇଯାଇଥିଲା । ଏବେ ବିଶ୍ୱବ୍ୟାପୀ LPG ଗ୍ୟାସ୍ ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଭାବିତ ଦେଶମାନଙ୍କ ମଧ୍ୟରେ ଭାରତ ମଧ୍ୟ ରହିଛି। ଏବେ ଧିରେ ଧିରେ ଏହାର ପ୍ରଭାବ ସାଧାରଣ ଲୋକଙ୍କ ମଧ୍ୟରେ ଦେଖାଗଲାଣି।…

Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ…

ଭୁବନେଶ୍ଵର: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ। ବିରୋଧୀ କାନ୍ଧରେ କୋକେଇ, ଆଉ ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର। ବୁଧବାର ଏସସିବି ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ପ୍ରତିବାଦରେ ବିରୋଧୀ ଦଳ ବିଧାନସଭା ପରିସର ମଧ୍ୟରେ ଏକ ପ୍ରତୀକାତ୍ମକ…

ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର

ଭୁବନେଶ୍ୱର: ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍‌ ଆମ୍ବାସଡର। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ।…

ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼

ଭୁବନେଶ୍ୱର: ଅଶାନ୍ତ ବିଜେବି କଲେଜ। ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ। ଦୁଇ ଛାତ୍ର ଗୋଷ୍ଠୀ ପିଟାପିଟି, ୨୫ରୁ ଊର୍ଦ୍ଧ୍ବ ଆହତ। ଅଶୋକ-ଆମ୍ବେଦକର ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ। ଘଣ୍ଟାଏ ଧରି ହଷ୍ଟେଲ ପରିସରରେ ପଥର ମାଡ଼। ଫେରୱେଲ୍ ପାର୍ଟିରୁ ଆରମ୍ଭ ହେଲା ପିଟାପିଟି। ଡିଜେ…

ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ଏଣୁ ଗତ ୩ ଦିନ ହେବ ତାପମାତ୍ରାରେ ସାମାନ୍ୟ ବ୍ରେକ୍ ଲାଗିଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି। କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି। ଆଗକୁ ତାତି ଆହୁରି କମିପାରେ। ଆସନ୍ତା ୩-୪ ଦିନ ପରେ ଦିନ…

Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ପବିତ୍ର ବନକଲାଗି ନୀତି ଯୋଗୁଁ ଶ୍ରଦ୍ଧାଳୁଙ୍କ ପାଇଁ ସାଧାରଣ ଦର୍ଶନ ଚାରି ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ବୁଧବାର ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ…

ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍‌ୱେଭ୍ SOP ଜାରି

ଭୁବନେଶ୍ୱର: ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା। ଆଗାମୀ ଦିନରେ ତାପମାତ୍ରା ମାତ୍ରାଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ହିଟ୍‌ୱେଭ୍ SOP ଜାରି ହୋଇଛି। ସମସ୍ତ ULB ପାଇଁ କଠୋର ନିର୍ଦ୍ଦେଶ ରହିଛି। ଅସାମାନ୍ୟ ବର୍ଷା ପରେ ଅନିୟମିତ ଜଳବାୟୁ ପରିସ୍ଥିତି କାରଣରୁ ରାଜ୍ୟରେ…