Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଭଦ୍ରକ: ଆଜିଠୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଛି ଭଦ୍ରକ ଜିଲ୍ଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ । କରୋନା କଟକଣାରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଆଖଣ୍ଡଳମଣି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ବ୍ୟାରିକେଡ୍ ବ୍ୟବସ୍ଥା କରିଛି । ମସସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା…

ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, କଟକଣାରେ କାଳିଆ ଦର୍ଶନ

ପୁରୀ: ପାଖାପାଖି ୪ ମାସ ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ଦର୍ଶନ ମିଳିଲା । ଭକ୍ତ ଓ ଭଗବାନଙ୍କର ହେଲା ମିଳନ । ସର୍ବସାଧାରଣ ଦର୍ଶ ପାଇଁ ଆଜି ଶ୍ରୀମନ୍ଦିର ଖୋଲିଛି । କରୋନା କଟକଣାରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଭକ୍ତିରେ ଭିଜି ଯାଇଛନ୍ତି । ଚର୍ମଚକ୍ଷୁରେ ଶ୍ରୀଜିଉଙ୍କୁ ଦେଖି…

ବାରହା ଶିକାର ଘଟଣାରେ ୩ ଅଟକ, ମାଂସ ଜବତ

କେନ୍ଦୁଝର : ବାରହା ଶିକାର କରି ମାଂସ ବିକ୍ରି କରୁଥିବା ଘଟଣାରେ ୩ ଜଣଙ୍କୁ ଅଟକ ରଖିଛି ବନ ବିଭାଗ । କେନ୍ଦୁଝର ବନଖଣ୍ଡ ଅଧିନସ୍ଥ ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଗୋନାସିକା ଗ୍ରାମରୁ ଏହି ୩ ଜଣଙ୍କୁ ଅଟକ ରଖାଯାଇଛି । ସେମାନଙ୍କ ଠାରୁ ଏକ କିଲୋ ମାଂସ ସହିତ ଛୁରୀ ଓ ଟାଙ୍ଗିଆ ମଧ୍ୟ ଜବତ କରିଛି…

ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ

ପୁରୀ : ସରିଲା ଅପେକ୍ଷା । ଆସନ୍ତାକାଲି ଠାରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସାରା ରାଜ୍ୟର ଶ୍ରଦ୍ଧାଳୁ । ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଥିଲା । ଏହାପରେ ପୁରୀ ସହରବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ହେଲେ ଆସନ୍ତାକାଲି ଠାରୁ ଦୂର ହେବ…

ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର : ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶ୍ବବିଦ୍ୟାଳୟ ସହ ଜଡ଼ିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଓଡ଼ିଶାରେ ଗବେଷଣା ଓ ଶିକ୍ଷା ଭିତ୍ତିଭୂମିକୁ…

ପାଟଣାଗଡରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ ଆଶୀର୍ବାଦ ଯାତ୍ରା

ପାଟଣାଗଡ଼ : ପାଟଣାଗଡ଼ରେ ଅନୁଷ୍ଠିତ ହୋଇଛି ବିଜେପିର ଜନ ଆଶୀର୍ବାଦ ଯାତ୍ରା । ଶେଷ ଦିନରେ ଏହି ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ପରେ ଗଙ୍ଗାସାଗର ଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେଠାରୁ ଏକ…

ଗାଁ ଦାଣ୍ଡରେ ବୁଲୁଛି ଭାଲୁ, ଭୟରେ ଗ୍ରାମବାସୀ

ଯାଜପୁର : ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଭୟରେ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଗତ ଦୁଇ ଦିନ ହେବ ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଏକ ଭାଲୁ ବୁଲୁଥିବାର ଦେଖିବାକୁ ମିଳୁଛି । ଯାହାକୁ ନେଇ ଗାଁ ଲୋକ…

୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏଣିକି ଦିଆଯାଇପାରିବ ସିଙ୍ଗଲ ଡୋଜ ଭାକ୍ସିନ ସ୍ପୁଟନିକ୍ ଲାଇଟ୍

ନୂଆଦିଲ୍ଲୀ : ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଏଣିକି ଦିଆଯାଇପାରିବ ସିଙ୍ଗଲ ଡୋଜ ଭାକ୍ସିନ ସ୍ପୁଟନିକ୍ ଲାଇଟ୍ ଟିକା । ଏହାକୁ ମଞ୍ଜୁର ଦେଇଛି ଋଷ । କୋଭିଡରୁ ଆରୋଗ୍ୟ କରିବା କ୍ଷମତା ୯୩.୫ ପ୍ରତିଶତ ଥିବାରୁ ଏହି ଟିକା ଜରିଆରେ କରୋନାକୁ ଦୂର କରାଯାଇପାରିବ ବୋଲି କୁହାଯାଇଛି । ଋଷ…

ୟୁକେର ମାଞ୍ଚେଷ୍ଟରରେ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ

ମାଞ୍ଚେଷ୍ଟର : ୟୁନାଇଟେଡ୍‍ କିଙ୍ଗଡମର ଦ୍ବିତୀୟ ବୃହତ୍ତମ ନଗରୀ ମାଞ୍ଚେଷ୍ଟରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଗ୍ରହ ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସକାଳୁ ପୂଜାର୍ଚ୍ଚନା, ଅଧିବାଶ, କଳସ ଯାତ୍ରା, ଅଭିଷେକ, ମୂର୍ତ୍ତି ସ୍ଥାପନା ଓ ପ୍ରାଣ ପ୍ରତିଷ୍ଠା ଆଦି ଧାର୍ମିକ…

ରାଜ୍ୟରେ ୮୫୩ ନୂଆ ଆକ୍ରାନ୍ତ ଚିହ୍ନଟ; ୧୦୦ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୫୩ ଜଣ କରୋନା ଆକ୍ରାନ୍ତ। ଆଜି ବି ୦-୧୮ ବର୍ଷ ଭିତରେ ୧୦୦ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୪୯୬ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ…